banner
Breaking
Monthly Archives

February 2022

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ‘ବିଜ୍ଞାନ ସର୍ବତ୍ର ପୂଜ୍ୟତେ’ ବିଜ୍ଞାନ ମହୋତ୍ସବ ଆରମ୍ଭ

ଭୁବନେଶ୍ୱର,୨୨ ।୨: କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲରେ ଆଜାଦି କା ଅମୃତ ମହୋତ୍ସବ ପାଳନର ଅଂଶବିଶେଷ ସ୍ୱରୂପ ବିଜ୍ଞାନ ସର୍ବତ୍ର ପୂଜ୍ୟତେ ଶୀର୍ଷକ ସପ୍ତାହ ବ୍ୟାପୀ ବିଜ୍ଞାନ ମହୋତ୍ସବ ଓ ପ୍ରଦର୍ଶନୀ ମଙ୍ଗଳବାର ଉଦ୍‍ଘାଟିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ, ଭାରତ…
Read More...

ଏମ୍‌ସ ଭୁବନେଶ୍ୱରରେ ବାର୍ଦ୍ଧକ୍ୟ ରୋଗ ଜନିତ ଚିକିତ୍ସା ସମ୍ପର୍କୀତ ରାଜ୍ୟସ୍ତରୀୟ ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୨/୨ : ୨୦୩୧ ସୁଦ୍ଧା ଭାରତର ମୋଟ ଜନସଂଖ୍ୟାର ୧୩.୧ ପ୍ରତିଶତ ବରିଷ୍ଠ ନାଗରିକଙ୍କୁ ନେଇ ପୂରଣ ହେବ। ତେଣୁ, ଜିଲ୍ଲା ତଥା ତୃଣମୂଳସ୍ତରରେ ଥିବା ମାନବସମ୍ବଳ ଏବଂ ଭିତ୍ତିଭୂମିକୁ ସଠିକ ବିନିଯୋଗପୂର୍ବକ ବରିଷ୍ଠ ନାଗରିକଙ୍କ ସମ୍ପୂର୍ଣ୍ଣ ଯତ୍ନ ବର୍ତ୍ତମାନ ସମୟର ଏକ ବଡ଼ ଆହ୍ବାନ।…
Read More...

ଦୃତ ଗତିରେ ଗାଡି ଚଳାଇଲେ ୭ ହଜାର ଜରିମାନା ଓ ଲାଇସେନ୍ସ ରଦ୍ଧ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଏଣିକି ଦ୍ରୁତ ଗତିରେ ଗାଡ଼ି ଚଳାଇଲେ ଗଣିବେ ମୋଟା ଅଙ୍କର ଜରିମାନା। ଘଣ୍ଟା ପ୍ରତି ୫୦ କିଲୋମିଟର ବେଗରୁ ଅଧିକ ଚଳାଉଥିଲେ ୭ ହଜାର ଟଙ୍କାର ଜରିମାନା ଗଣିବାକୁ ପଡ଼ିବ। ଏପରିକି ଆବଶ୍ୟକ ପଡ଼ିଲେ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ବାତିଲ କରାଯାଇପାରେ। ଏପରିକି ୩ ଥର…
Read More...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଶେଷ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶେଷ ହୋଇଛି ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ମଙ୍ଗଳବାର ସକାଳ ୭ଟାରୁ ଏଥିଲାଗି ଭୋଟ ଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୧ଟା ଯାଏ ଚାଲିଥିଲା। ତେବେ ପ୍ରାରମ୍ଭିକ ରିପୋର୍ଟ ଅନୁସାରେ ଏହି ପର୍ଯ୍ୟାୟରେ ୭୩% ମତଦାନ ହୋଇଛି। ରାଜ୍ୟରେ ବିଶେଷ ଧରଣର ହିଂସାକାଣ୍ଡ ନେଇ…
Read More...

ଦଶମ,ଦ୍ବାଦଶ ଶ୍ରେଣୀ ଅଫଲାଇନ ପରୀକ୍ଷା ପାଇଁ ବୁଧବାର ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ,୨୨।୨ : ସିବିଏସଇ, ଆଇସିଏସଇ, ଏନଆଇଓଏସ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏ.ଏମ୍‌.ଖାନୱିଲକରଙ୍କ ଖଣ୍ଡପୀଠରେ ଏହି ମାମଲାକୁ ନିଆଯିବ ବୋଲି…
Read More...

ତପସ୍ବିନୀଙ୍କ ପାରିତୋଷିକ ୧୦ ହଜାରକୁ କମିଲା

ବ୍ରହ୍ମପୁର,୨୨।୨: ବ୍ରହ୍ମପୁର ବହୁ ଚର୍ଚ୍ଚିତ ସୁମିତ୍‌ ସାହୁ-ତପସ୍ବିନୀ ଦାସ ବିବାଦ ମାମଲା ଥମିବାର ନା ନେଉ ନାହିଁ। ଦିନକୁ ଦିନ ଏହି ମାମଲା ନୂଆ ମୋଡ ନେଉଛି। ସୁମିତ୍‌ଙ୍କ ପକ୍ଷରୁ ଦିଆଯାଉଥିବା ପାରିତୋଷିକ ଏବେ ହ୍ରାସ କରାଯାଇଛି। ମାସିକ ୧୭ ହଜାର ବଦଳରେ ୧୦ ହଜାର ଦେବାକୁ ହାଇକୋର୍ଟ…
Read More...

୧୫ରୁ ଆନ୍ତର୍ଜାତିକ ବିମାନ ସେବା ନିୟମିତ

ନୂଆଦିଲ୍ଲୀ,୨୨।୨: ଆସନ୍ତା ମାର୍ଚ୍ଚ ୧୫ରୁ ଆନ୍ତର୍ଜାତିକ ବିମାନ ଉଡାଣ ସେବା ନିୟମିତ ହେବାର ସମ୍ଭାବନା ରହିଛି। ଏନେଇ ବିମାନବନ୍ଦରରେ ଷ୍ଟାଣ୍ଡାର୍ଡ ଅପରେଟିଂ ସିଷ୍ଟମ ପାଳନ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ୨୦୨୦ରେ କୋଭିଡ୍‌ ମହାମାରୀ ବ୍ୟାପିବା ପରଠାରୁ ଆନ୍ତର୍ଜାତିକ ବିମାନ…
Read More...

ନାବାଳିକାକୁ ବଳତ୍କାର ପରେ ହତ୍ଯା

ନୂଆଦିଲ୍ଲୀ,୨୨।୨: ଦିଲ୍ଲୀର ନରେଲା ଅଞ୍ଚଳରେ ଏକ ଦୋକାନରୁ ୧୪ ବର୍ଷୀୟା ଝିଅଙ୍କ ଗଳିତ ମୃତଦେହ ମିଳିଛି। ଉକ୍ତ ନାବାଳିକାଙ୍କୁ ୯ ଦିନ ପୂର୍ବରୁ ଅପହରଣ କରାଯାଇଥିଲା। ତାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ପୋଲିସ କହିଛି। ଏହି ମାମଲାରେ ସୋମବାର ସକାଳେ ଜଣେ ୩୨ ବର୍ଷୀୟ ଅଭିଯୁକ୍ତଙ୍କୁ…
Read More...

ଡିସିପି ଅଫିସ ଆଗରେ ଧାରଣା ଦେଲେ ସୌମ୍ୟରଞ୍ଜନଙ୍କ ପରିବାର

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ୟୁକୁ ୨୨ ଦିନ ବିତିଲାଣି। ହେଲେ ଏବେ ବି ପୋଲିସ କୌଣସି ପଦକ୍ଷେପ ନେଇ ନ ଥିବା ସୋମ୍ୟଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ସୌମ୍ୟଙ୍କ ମୃତ୍ୟୁ ପାଇଁ ପ୍ରେମିକା ସୋନାଲି ନନ୍ଦଙ୍କୁ ଦାୟୀ କରିଥିବା ବେଳେ ତାଙ୍କ ନାଁରେ…
Read More...

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ୨୨ ତାରିଖରେ ଚତୁର୍ଥ ପର୍ଯ୍ୟାୟ ପାଇଁ ହେବ ମତଦାନ । ୨୭ଟି ଜିଲାରେ ଚତୁର୍ଥ ପର୍ଯ୍ୟାୟରେ ୧୭,୦୮୯ ବୁଥ୍‌ରେ ଲୋକେ ମତସାବ୍ୟସ୍ତ କରିବେ । ୧୬୩ଟି ଜିଲା ପରିଷଦ ଜୋନ୍‌ ପାଇଁ ମତଦାନ ହେବାକୁ ଥିବା ବେଳେ ୧୨୫୪ଟି…
Read More...