banner
Breaking
Monthly Archives

February 2022

ଏଚଆଇଭିରୁ ସୁସ୍ଥ ହେଲେ ବିଶ୍ବର ପ୍ରଥମ ମହିଳା

ସିକାଗୋ,୧୮।୨: ଆମେରିକାରେ ଲ୍ୟୁକେମିଆ ବା ରକ୍ତ କର୍କଟରେ ପୀଡ଼ିତ ଜଣେ ଏଚ୍‌ଆଇଭି ରୋଗୀ ସୁସ୍ଥ ହୋଇଛନ୍ତି। ଏଚ୍‌ଆଇଭିରୁ ଆରୋଗ୍ୟ ହେବାରେ ସେ ବିଶ୍ୱର ତୃତୀୟ ବ୍ୟକ୍ତି ତଥା ପ୍ରଥମ ମହିଳା। ଏଚ୍‌ଆଇଭିକୁ ପ୍ରତିରୋଧ କରିବାର ପ୍ରାକୃତିକ କ୍ଷମତା ରଖିଥିବା ଜଣେ ଡୋନରଙ୍କଠାରୁ ଷ୍ଟେମ୍‌ ସେଲ୍‌…
Read More...

ଜଗତସିଂହପୁରରେ ନିର୍ବାଚନୀ ହି°ସା

ଜଗତସିଂହପୁର,୧୮ା୨: ଜଗତସିଂହପୁର ସଦର ପଟସରାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ପଟସରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ନମ୍ବର ବୁଥ୍‌ରେ ଭୋଟ୍‌ ବାକ୍ସ ଭଙ୍ଗାରୁଜା କରିଛନ୍ତି ୪୦ ରୁ ୫୦ ଦୁର୍ବୃତ୍ତ। ବୁଥ୍‌ ଭିତରେ ପଶି ଭୋଟ ବାକ୍ସ ସହ ସବୁ ନିର୍ବାଚନ ସାମଗ୍ରୀ ଭାଙ୍ଗି…
Read More...

ଡିଜିଟାଲ ମାଧ୍ୟମରେ ଡ୍ରାଗଭିଙ୍ଗ ଟେଷ୍ଟ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଡ୍ରାଇଭିଂ ଲାଇସେନ୍ସ କରିବାକୁ ହେଲେ ଆମକୁ ପ୍ରଥମେ ଜଣେ ଇନ୍‌ସ୍ପେକ୍ଟରଙ୍କ ଉପସ୍ଥିତିରେ ଡ୍ରାଇଭିଂ ସ୍କିଲ୍‌ ଟେଷ୍ଟ ଦେବାକୁ ପଡୁଥିଲା। ବର୍ତ୍ତମାନ କ୍ୟାମେରା, ସେନ୍ସର ଏବଂ କମ୍ପ୍ୟୁଟର ଦ୍ୱାରା ଡ୍ରାଇଭିଂ ଟେଷ୍ଟ ନିଆଯିବ ଅର୍ଥାତ୍‌ ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ…
Read More...

ଯୁଦ୍ଧ ସମୟରେ ଆମେରିକାର ଭାରତ ଉପରେଆସ୍ଥା

ଓ୍ବାଶିଂଟନ୍‌, ୧୮ା୨: ୟୁକ୍ରେନ ସଙ୍କଟ ଭିତରେ ଆମେରିକା ଭାରତ ଉପରେ ଆସ୍ଥା ପ୍ରକଟ କରିଛି। ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ, ତେବେ ଭାରତ ଆମେରିକା ସହ ଛିଡ଼ାହେବ ଏବଂ ମସ୍କୋକୁ ହରାଇବା ପାଇଁ ସହଯୋଗ କରିବ ବୋଲି ବାଇଡେନ୍‌ ପ୍ରଶାସନ ଭରସା କରିଛି। ପରରାଷ୍ଟ୍ର ବିଭାଗ ମୁଖପାତ୍ର ନେଡ୍‌…
Read More...

ଆଜି ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବଚାନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ବେଳେ ରାଜନୈତିକ ହିଂସାକାଣ୍ଡ, ବୁଥ ଜବରଦଖଲ ଭଳି ଘଟଣା ଦେଖାଯିବା ପରେ ଏବେ ଗାଁକୁ ହିଂସା ଭୟ ଘାରିଛି। ଆହୁରି ୪ଟି ପର୍ଯ୍ୟାୟ ମତଦାନ ବାକି ରହିଛି। ଇତିମଧ୍ୟମରେ ପୋଲିଂ ଅଧିକାରୀଙ୍କୁ ଧମକଚମକ…
Read More...

ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁଣି କିଟ୍‍ର ସଫଳତା ରାଜ୍ୟରେ ଶ୍ରେଷ୍ଠ ସ୍ଥାନରେ କିଟ୍‍

ଭୁବନେଶ୍ୱର, ୧୭ ।୨: କିଟ୍‍ ବିଶ୍ୱବିଦ୍ୟାଳୟ ଅନ୍ତର୍ଜାତିକ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁନଶ୍ଚ ସଫଳତା ହାସଲ କରିଛି । ମଙ୍ଗଳବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ପକ୍ଷରୁ ପ୍ରକାଶ ପାଇଛି ବିଶ୍ୱର ଶ୍ରେଷ୍ଠ ୟଙ୍ଗ ୟୁନିଭରସିଟି ତାଲିକା । ୫୦ବର୍ଷରୁ କମ୍‍ ସମୟ ମଧ୍ୟରେ ପ୍ରତିଷ୍ଠା ଲାଭ…
Read More...

ଜୟଦେବ ବିହାର ଓଭରବ୍ରିଜ ତଳକୁ ଖସି ପଡିଲେ ଯୁବକ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜଧାନୀର ଜୟଦେବ ବିହାର ଓଭରବ୍ରିଜ୍‌ ଉପରୁ ତଳକୁ ଖସି ପଡ଼ିଲେ ଜଣେ ଯୁବକ। ଓଭର ବ୍ରିଜ୍‌ ଉପରେ ବାଇକ ଥିବାବେଳେ ତଳେ ସେ ତଳକୁ ଖସି ପଡ଼ିଥିଲେ। ଯୁବକ ଜଣଙ୍କ ରସୁଲଗଡ ପଟୁ ବରମୁଣ୍ଡା ଆଡ଼କୁ ଆସୁଥିଲେ। ତେବେ ତାଙ୍କ ପରିଚୟ ମିଳିପାରିନାହିଁ । ଆହତ ଅବସ୍ଥାରେ…
Read More...

ଭିଜିଲାନ୍ସ ଜାଲରେ ଏନଏସି ଜମାଦାର

ବରଗଡ଼,୧୭ା୨: ବରଗଡ଼ ଜିଲା ପଦ୍ମପୁର ଏନ୍‌ଏସି ଜମାଦାର ଦୀନବନ୍ଧୁ ପଣ୍ଡା ଗୁରୁବାର ମଧ୍ୟାହ୍ନରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣଙ୍କଠାରୁ ୨୫ ହଜାର ଲାଞ୍ଚ ନେଉଥିବା ବେଳେ ବରଗଡ଼ ଭିଜିଲାନ୍ସର ଏକ ଟିମ୍‌ ଅତର୍କିତ ଚଢ଼ାଉ କରି ତାଙ୍କୁ ଧରିଥିଲା। ଭିଜିଲାନ୍ସ ଟିମ୍‌ ଏନେଇ ଅଧିକ ଖୋଳତାଡ଼…
Read More...

ପଞ୍ଚଭୂତରେ ବୀଲିନ ହେଲେ ବାପି’ଦା

ମୁମ୍ବାଇ : କିମ୍ବଦନ୍ତୀ ସଜ୍ଞୀତଜ୍ଞ ବାପି ଲାହିରୀଙ୍କୁ ତାଙ୍କ ପ୍ରିୟଜନଙ୍କ ଉପସ୍ଥିତିରେ ମୁମ୍ବାଇର ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯାଇଛି। ତାଙ୍କ ପୁଅ ବପ୍ପା ଲାହିରୀ ବାପାଙ୍କୁ ମୁଖାଗ୍ନି ଦେଇଥିଲେ। ଅଭିନେତ୍ରୀ ବିଦ୍ୟା ବାଲାନ, ଭୂଷଣ କୁମାର, ଶକ୍ତି କପୁର, ସୁନୀଲ ପାଲ, ଶାନ,…
Read More...

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୮ ଗିରଫ

ପୁରୀ, ୧୭।୨: ତ୍ରିସ୍ତରୀୟ ପଞ୍ଚାୟତ ମତଦାନ ବେଳେ ଖବର ସଂଗ୍ରହ କରୁଥିବା ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁରୀ ପୋଲିସ ୮ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ ସତ୍ୟପ୍ରିୟ ମହାରଣା, ବିଜୟ ସ୍ବାଇଁ, ସୁବାସ ମାଝି, ନିକୁଞ୍ଜ ସ୍ବାଇଁ, ଉତ୍ତମ ଭୁଜବଳ, ଅଜୟ ବରିଶଲ, ବିଦ୍ୟାଧର ସ୍ବାଇଁ…
Read More...