banner
Breaking
Monthly Archives

February 2022

କରୋନା କଟକଣା ଉପରେ ମତ ରଖିଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୭।୨(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତିି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କିଛି ରାଜ୍ୟ ଅତିରିକ୍ତ କଟକଣା ଲଗାଇଛନ୍ତି। ନିୟମ କୋହଳ କରିବା ଲାଗି କେନ୍ଦ୍ର ସରକାରଙ୍କ…
Read More...

ଶୁକ୍ରବାର ଦ୍ବିତୀୟ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପାଇଁ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍‌। ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ତେବେ ଭୋଟ ପରିଚାଳନା ପାଇଁ ବୁଥ୍‌ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।…
Read More...

କରୋନା କଟକଣା ଉପରେ ରାଜ୍ୟକୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ,୧୬।୨: କରୋନାକୁ ନେଇ ଲାଗୁ ହୋଇଥିବା କଟକଣାକୁ ପୁନଃ ସମୀକ୍ଷା କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟଗୁଡିକୁ ଚିଠି ଲେଖାଯାଇଛି। ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ କହିଛନ୍ତି, ସାରା ଦେଶରେ କରୋନା ସଂକ୍ରମଣରେ ହ୍ରାସ ଘଟିଛି। ଏଭଳି…
Read More...

କିଟ୍‍ ବିଶ୍ୱବିଦ୍ୟାଳୟର ୧୮ତମ ପ୍ରତିଷ୍ଠା ଦିବସ ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ: ବିଶୋ…

ଭୁବନେଶ୍ୱର,୧୬ ।୨: ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଶ୍ୱ ପାଇଁ ଉଦାହରଣ ବୋଲି ଜାତିସଂଘ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ପ୍ରତିନିଧି ତଥା ଭାରତ ମୁଖ୍ୟ ବିଶୋ ପାରାଜୁଲି କହିଛନ୍ତି । ବୁଧବାର କିଟ୍‍ ବିଶ୍ୱବିଦ୍ୟାଳୟ ୧୮ତମ ପ୍ରତିଷ୍ଠା ଦିବସ ବକ୍ତୃତା ପ୍ରଦାନ କରି ଶ୍ରୀ ପାରାଜୁଲି କହିଲେ,…
Read More...

ରେଡ଼୍ ସ୍ୱସ୍ତିକ୍ ସୋସାଇଟି ପକ୍ଷରୁ ଶ୍ରବଣ –ବାକ୍ ଶକ୍ତି ବାଧିତ ବ୍ୟକ୍ତିଙ୍କ ପାଇଁ ନିଃଶୁଳ୍କ ଚିକିତ୍ସା ସେବାର…

ଭୂବନେଶ୍ୱର ୧୬।୨: ରାଜ୍ୟର ଅଗ୍ରଣୀ ସମାଜସେବା ପ୍ରତିଷ୍ଠାନ ରେଡ଼୍ ସ୍ୱସ୍ତିକ୍ ସୋସାଇଟି ପକ୍ଷରୁ ଓଡ଼ିଶାରେ ପ୍ରଥମଥର ପାଇଁ ଆର୍ଥିକ ଅନଗ୍ରସର ଶ୍ରବଣ-ବାକ୍ ଶକ୍ତିବାଧିତ ବ୍ୟକ୍ତିମାନଙ୍କ ପାଇଁ ନିଶୁଳ୍କ ଚିକିତ୍ସା ସେବାର ଶୁଭାରମ୍ଭ କରାଯାଇଛି । ଉକ୍ତ ସେବା ଦ୍ୱାରା ଦାରିଦ୍ର ସୀମାରେଖା ତଳେ…
Read More...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ବିଧାୟକ ସୁଶାନ୍ତ ରାଉତ

ଭୁବନେଶ୍ବର,୧୬/୨(ବ୍ୟୁରୋ): ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ବତ କଲ୍ୟାଣପୁର ଗ୍ରାମ ପଂଚାୟତର ସଭାପତି ଶ୍ରୀଯୁକ୍ତ ରାଜେନ୍ଦ୍ର ସ୍ବାଇଁଙ୍କ ସଭାପତିତ୍ୱରେ ବିଜୁଜନତା ଦଳର ଏକ କର୍ମୀ ସମ୍ମିଳନୀ କଲ୍ୟାଣପୁର ସ୍ଵସ୍ତିବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କର୍ମୀ ସମ୍ମିଳନୀରେ ଜିଲ୍ଲା…
Read More...

ବୁଥରୁ ବାକ୍ସ ଉଠାଇ ନେଲେ

ବ୍ରହ୍ମଗିରି,୧୬।୨(ବ୍ୟୁରୋ): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ପୁଣି ଆଉ ଏକ ନିର୍ବାଚନୀ ହିଂସା ଦେଖାଦେଇଛି । ଭୋଟ ବେଳେ ଦୁର୍ବୃତ୍ତ ବାଲାଟ୍‌ ବକ୍ସ ଟେକି ନେଇ ଥିବା ଜଣାପଡ଼ିଛି। ଉକ୍ତ ବ୍ଲକ ଅନ୍ତର୍ଗତ ଚାପମାଣିକ ପଞ୍ଚାୟତର କାଶିଝରିଆ ୯ ନଂ .ବୁଥ୍‌ ରେ ମତଦାନ ଚାଲିଥିବା ସମୟରେ କେତକ…
Read More...

ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ରାଜ୍ୟର ୩୦ ଜିଲାର ୭୧ ବ୍ଲକରେ ମତଦାନ ଶେଷ ହୋଇଛିା ପ୍ରତି ବ୍ଲକ୍‌ ହେଡ୍‌ କ୍ୱାଟରରେ ଗୋଟିଏ ଲେଖାଏ ମହିଳାମାନଙ୍କ ପାଇଁ ପିଙ୍କ୍‌ ବୁଥ ଖୋଲାଯାଇଛି । ଦିନ ଗୋଟିଏ ସୁଦ୍ଧା…
Read More...

ପୌର ନିର୍ବାଚନ ପାଇଁ ଆଉ ପାଦେ ଆଗକୁ ବଢିଲା ପ୍ରସ୍ତୁତି

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନର କାଉନସିଲର, କର୍ପୋରେଟର, ଅଧ୍ୟକ୍ଷ ଓ ମେୟର ପ୍ରାର୍ଥୀମାନଙ୍କ ପ୍ରଚାର ସକାଶେ ଉପଯୋଗ ହେବାକୁ ଥିବା ଗାଡ଼ି ନିର୍ଦ୍ଧାରଣ କରିଛନ୍ତି। ମେୟର ପ୍ରାର୍ଥୀ ସର୍ବାଧିକ ୬ ଓ କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ଟି…
Read More...

ପୁଣି ବଢିବ ବିଦ୍ୟୁତ ଦର

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ପୁଣି ଘରୋଇ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ବୋଝ ପଡ଼ିବା ଆଶଙ୍କା ଦେଖାଦେଇଛି। ବିଦ୍ୟୁତ୍‌ ଉତ୍ପାଦନ ଓ ବଣ୍ଟନ କମ୍ପାନୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆୟବ୍ୟୟର ହିସାବ ଦେଇ ବିଜୁଳି ଦର ବଢ଼ାଇବାକୁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗଙ୍କ ନିକଟରେ ଦାବି…
Read More...