banner
Breaking
Monthly Archives

February 2022

ସୀଗ୍ରାମ’ର ରୟାଲ ଷ୍ଟାଗ ୱେଷ୍ଟଇଣ୍ଡିଜ କ୍ରିକେଟ ଦଳକୁ ସେମାନଙ୍କର ଭାରତ- ୨୦୨୨ ଗସ୍ତ ପାଇଁ ଗର୍ବର ସହିତ ପ୍ରାୟୋଜିତ…

ଚଳିତ ଭାରତ ଗସ୍ତ ପାଇଁ ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ର ଅଫିସିଅଲ ପ୍ରାୟୋଜକ ଭାବରେ ସୀଗ୍ରାମ’ ର ରୟାଲ ଷ୍ଟାଗ ଏହାର ସହଯୋଗ ଘୋଷଣା କରି ଗର୍ବିତ । ପ୍ରାକୃତିକ କେରେବିଅନ ତାବଡତୋଡ ଦ୍ୱାରା ଉନ୍ନତ କାର୍ଯ୍ୟ ଦକ୍ଷତା ସହିତ ଟିମ ୱେଷ୍ଟଇଣ୍ଡିଜ ସମକକ୍ଷ ଏବଂ ଏହି ଶୈଳୀ ରୟାଲ ଷ୍ଟାଗ ବ୍ରାଣ୍ଡ ଦର୍ଶନ…
Read More...

ଅଫଲାଇନରେ ହେବ ସିବିଏସଇ ଟର୍ମ ୨ ପରୀକ୍ଷା

ଭୁବନେଶ୍ୱର, ୧୦।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଟର୍ମ-୨ ବୋର୍ଡ ପରୀକ୍ଷା ଅଫ୍‌ଲାଇନ୍‌ ମୋଡ୍‌ରେ ହେବ। ଏପ୍ରିଲ ୨୬ ତାରିଖରୁ ଉଭୟ ପରୀକ୍ଷା ଆରମ୍ଭ ହେବ। ପରୀକ୍ଷା କାର୍ଯ୍ୟସୂଚୀ ଖୁବ୍‌ଶୀଘ୍ର ବୋର୍ଡର ଓ୍ବେବ୍‌ସାଇଟ୍‌…
Read More...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ

ଲକ୍ଷ୍ନୌ,୧୦।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ଏଥିରେ ବହୁ ସଂଖ୍ୟାରେ ଭୋଟର ଭାଗ ନେଉଥିବା ପରିଲକ୍ଷିତ ହୋଇଛି । ଭୋଟରଙ୍କ ଲମ୍ବା ଲାଇନ ସେମାନଙ୍କ ଉତ୍ସାହକୁ ଦର୍ଶାଉଛି । ପୋଲିସର କଡା ନଜର ସହ କୋଭିଡ କଟକଣା ମଧ୍ୟରେ ଭୋଟ ଗ୍ରହଣ…
Read More...

୪ ମିନିଟରେ ମିଳିବ ଆରଟିପିସିଆର ରିପୋର୍ଟ

ବେଜିଂ,୯।୨: କରୋନା ମହାମାରୀରୁ ବିଶ୍ୱ କେବେ ମୁକୁଳିବ ସେନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ନାହିଁ। ଏନେଇ ବିଶ୍ୱ ଏହା ଏକ ଦୀର୍ଘସ୍ଥାୟୀ ସମସ୍ୟା ଭାବି ଏହାର ନିରାକରଣ ଖୋଜିବାରେ ଲାଗିଛି। ଏଭଳି ସ୍ଥିତିରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବାକୁ ଆର୍‌ଟିପିସିଆର୍‌ ଟେଷ୍ଟକୁ ସବୁଠାରୁ ଭରସା…
Read More...

ଦ୍ବିତୀୟ ମ୍ୟାଚ ଜିତିଲା ଭାରତ

ଅହମ୍ମଦାବାଦ,୯।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ୪୪ ରନ୍‌ରେ ପରାସ୍ତ କରିଛି । ଏହି ବିଜୟ ସହ ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଆଗୁଆ ରହିଛି। ଭାରତ ୯ ଉଇକେଟ ହରାଇ ୨୩୭ ରନ୍‌…
Read More...

ଘରେ ଘରେ ଦିଆଯିବ ଫାଇଲେରିଆ ଔଷଧ

ଭୁବନେଶ୍ୱର,୯।୨(ବ୍ୟୁରୋ): ଗୁରୁବାରଠାରୁ ଦିଆଯିବ ଫାଇଲେରିଆ ଔଷଧ। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଫାଇଲେରିଆ ନିରାକରଣ ଲାଗି ମାସ୍‌ ଡ୍ରଗ ଆଡମିନିଷ୍ଟ୍ରେଶନ ଅଭିଯାନ ଆଧାରରେ ଏହି ଔଷଧ ବଣ୍ଟନ କରାଯିବ। ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଅଭିଯାନ ହେବାକୁ ଥିବା ବେଳେ ଫେବୃୟାରୀ…
Read More...

ରାଜଧାନୀରେ ଜଙ୍ଗଲ ଜମି କିସମ ପରିବର୍ତ୍ତନ ହେବ

ଭୁବନେଶ୍ୱର, ୯।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଙ୍ଗଲ ଜମିରେ ବସବାସ ସମସ୍ୟାର ସମାଧାନ ହେବ। ମାସେ ଭିତରେ ଜଙ୍ଗଲ କିସମ ପରିବର୍ତ୍ତନ ପ୍ରସ୍ତାବ ସମାଧାନ କରିବାକୁ ମୁଖ୍ୟ ଶାସନ ସଚିବ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆ ନିର୍ଦ୍ଦେଶନାମା…
Read More...

କାଲିଠାରୁ ଓଏସଏସଟିଇଟି ପରୀକ୍ଷା

କଟକ ,୮।୨: ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍‌ଏସ୍‌ଟିଇଟି) ବୁଧବାର ଅନୁଷ୍ଠିତ ହେବ। ପ୍ରଥମ ପେପର୍‌ ସକାଳ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ଓ ଦିନ ୧ଟାରୁ ୩.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପେପର ପରୀକ୍ଷା ହେବ । ମୋଟ ୭୨,୨୮୦ ପରୀକ୍ଷାର୍ଥୀ ଏଥିନେଇ ପଞ୍ଜୀକରଣ କରିଥିବା ବେଳେ ୩୩୮ଟି…
Read More...

୧୨ ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ୧୨ଠାରୁ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ଡବଲ୍‌ ଡୋଜ୍‌ ଟିକା ନେଇଥିବା ବ୍ୟକ୍ତିଙ୍କୁ ମନ୍ଦିରରେ…
Read More...

ଦୁର୍ନୀତିଗ୍ରସ୍ତ ୫ ଅଧିକାରୀଙ୍କ ବିଦା ହେଲେ

ଭୁବନେଶ୍ୱର,୮।୨(ବ୍ୟୁରୋ): ଜନପ୍ରିୟ ମୁଖ୍ୟମନ୍ତ୍ରୀ ସବୁବେଳେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇ ଆସିଛନ୍ତି। ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା…
Read More...