banner
Breaking
Monthly Archives

April 2022

ପ୍ରେମ ପାଗଳୀ ହୋଇ ବନ୍ଧା ହେଲେ

ଭୁବନେଶ୍ୱର, ୩୦।୪ (ବ୍ୟୁରୋ): ପ୍ରେମରେ ଅନ୍ଧ ହୋଇ ଏକ ଘରୋଇ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନର ୯୭ଲକ୍ଷ ଟଙ୍କା ହଡ଼ପ କରିଥିଲେ ମହିଳା ଆକାଉଣ୍ଟାଣ୍ଟ। ଉକ୍ତ ଟଙ୍କାକୁ ପ୍ରେମିକଙ୍କ ପାଖକୁ ପଠାଇ ନିଜ ସ୍ବପ୍ନକୁ ସାକାର କରିବାକୁ ଚାହିଁ ବସିଥିଲେ। ହେଲେ ଯାହା ପାଇଁ ମାଲିକଙ୍କ ବିଶ୍ୱାସରେ ବିଷ…
Read More...

ଆସୁଛି ବାତ୍ୟା, ୯ ରୁ ବର୍ଷା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖରେ ଆସନ୍ତା ମେ’ ୫ରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୯ ତାରିଖ ବେଳକୁ ବାତ୍ୟା ରୂପ…
Read More...

ଆଇପିଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ ହୋଇଛି। ଶୁକ୍ରବାର ରାଜ୍ୟ ସରକାର ଏଭଳି ଅଦଳବଦଳ କରିଛନ୍ତି। କଟକ ଓ ଭୁବନେଶ୍ୱର ଡିସିପିଙ୍କୁ ବଦଳି କରାଯାଇଛି। କଟକର ନୂଆ ଡିସିପି ଭାବେ ପିନାକ ମିଶ୍ରଙ୍କୁ ନିଯୁକ୍ତି କରାଯାଇଥିବା ବେଳେ ଭୁବନେଶ୍ୱର ନୂଆ ଡିସିପି ଭାବେ ପ୍ରତୀକ…
Read More...

ଆସୁଛି ଲଘୁଚାପ ଛାତିରୁ ମିଳିବ ତ୍ରାହି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ସହର । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ତାତିରେ ଅସ୍ତବ୍ୟସ୍ତ ହୋଇପଡ଼ୁଛି ଜନଜୀବନ। ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ହେଲେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ଦାନା…
Read More...

ଆହୁରି ଦୁଇଦିନ ତାତି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ତାତିରେ କଲବଲ ହୋଉଛନ୍ତି ଲୋକେ। ତେବେ ୨ଦିନ ମଧ୍ୟରେ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଶନିବାର ପର୍ଯ୍ୟନ୍ତ ୧୧ ଜିଲାକୁ ଗ୍ରୀଷ୍ମ ପ୍ରବାହ…
Read More...

ଆଜି ରିଲିଜ ହେବ ହିରୋପନ୍ଥି ୨

ବଲିଉଡ୍‌ ଷ୍ଟାର୍‌ ଟାଇଗର ଶ୍ରଫ ଏବଂ ତାରା ସୁତାରିଆଙ୍କ ଅଭିନୀତ ଫିଲ୍ମ ‘ହେରୋପନ୍ଥି- ୨’ ଶୁକ୍ରବାର ରିଲିଜ୍‌ ହେବାକୁ ଯାଉଛି। ଅହମ୍ମଦ ଖାନଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ପ୍ରମୋଶନ ପାଇଁ ସମସ୍ତେ ଲାଗି ପଡିଛନ୍ତି। ବର୍ତ୍ତମାନ ଫିଲ୍ମର ଗୀତଗୁଡ଼ିକ ମଧ୍ୟ ରିଲିଜ୍‌ ହୋଇସାରିଛି । ତେବେ…
Read More...

ଆଜିଠାରୁ ପଶ୍ଚିମ ଦ୍ଵାର ପେଟରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ

ପୁରୀ,୨୯।୪: ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ଦର୍ଶନ ବ୍ୟବସ୍ଥା ଶୁକ୍ରବାରଠାରୁ ଆରମ୍ଭ ହେବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମେତ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ରଥ ନିର୍ମାଣ ପାଇଁ ସିଂହଦ୍ୱାର ସମ୍ମୁଖରେ କାର୍ଯ୍ୟ ହେବାକୁ ଥିବାରୁ ଗହଳି…
Read More...

ଆଜିଠାରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୨୯/୪(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଶୁକ୍ରବାରଠାରୁ ମାଟ୍ରିକ ପରୀକ୍ଷା(ସମେଟିଭ ଆସେସମେଣ୍ଟ-୨) ଆରମ୍ଭ ହେବ। ୩ ହଜାର ୫୪୦ ପରୀକ୍ଷା କେନ୍ଦ୍ରରେ ମୋଟ ୫ଲକ୍ଷ ୮୫ ହଜାର ୭୩୦ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେଥିରୁ ୨୧୫ଟି କେନ୍ଦ୍ରରେ ରାଜ୍ୟ ମୁକ୍ତ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସତ୍ୟଭାମାପୁରରେ ଉତ୍କଳ ଗୌରବ ମଧସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ଲୋକାର୍ପିତ

କଟକ : ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ 'ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର' ( Museum & Interpretation Centre ) ଲୋକାର୍ପିତ…
Read More...

କରୋନାଯୋଦ୍ଧାଙ୍କ ବୀମା ଆଉ ୬ ମାସ ବୃଦ୍ଧି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପୁଣିଥରେ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ଲାଗି ବୃଦ୍ଧି କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ…
Read More...