ସେ ୩୧ରେ ବ୍ରଜରାଜନଗର ନିର୍ବାଚନ
ଭୁବନେଶ୍ୱର,୨।୫(ବ୍ୟୁରୋ): ବ୍ରଜରାଜନଗରରେ ସ୍ଥଗିତ ଥିବା ଉପନିର୍ବାଚନ ମେ’୩୧ରେ ହେବ। ଏ ନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ପାଇଁ ମେ’୪ରେ ଗେଜେଟ ବିଜ୍ଞପ୍ତି ପ୍ରକାଶ ପାଇବ। ମେ’୧୧ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ ଓ ୧୨ରେ ନାମାଙ୍କନ…
Read More...
Read More...