banner
Breaking
Monthly Archives

May 2022

୧୪ ଓ ୮ ନମ୍ବର ଓ୍ବାର୍ଡରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ଭୁବନେଶ୍ୱର ମହାେଗର ନିଗମ ଅର୍ନ୍ତଗତ ୧୪ ଓ୍ବାର୍ଡର ନୀଳାଦ୍ରି ବିହାର ଓ ୮ ନମ୍ବର ଓ୍ବାର୍ଡର ହାଉସି଼୍°ବୋର୍ଡ କଲୋନୀ ଏବଂ ଡିଷ୍ଟିକ୍ଟ ସେଣ୍ଟର ଠାରେ ୨. ୫ କୋଟି ବୟ ଅଟକଳରେ ବିଭିନ୍ନ ରାସ୍ତା ଓ ଡ୍ରେନ କାମର ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଓ…
Read More...

ଉତ୍କଳ ବିଶ୍ୱବିଦ୍ୟାଳୟର ୫୧ତମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଶୃଙ୍ଖଳା, ତ୍ୟାଗ ଓ ଉତ୍ସର୍ଗୀକୃତ ମନୋଭାବ ହିଁ ସଫଳତାର ଚାବିକାଠି। ଶ୍ରେଷ୍ଠ ପ୍ରଦର୍ଶନ ସହ ନିଜର ପ୍ରତିଭା ଓ ଦକ୍ଷତା ବିକାଶ ପାଇଁ ଛାତ୍ରୀଛାତ୍ର ଏହି ୩ଟି ସୂତ୍ର ଉପରେ ଗୁରୁତ୍ୱ ଦେବା ଉଚିତ। ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନରେ ଶିକ୍ଷକମାନେ ଗୁରୁତ୍ୱପୂର୍ଣ୍ଣ…
Read More...

ବିଜେଡି ସବୁବେଳେ ସ୍ବାଧୀନ ରହିବାକୁ ପସନ୍ଦ କରେ: ନବୀନ

ନୂଆଦିଲ୍ଲୀ,୧।୫: ଆଗାମୀ ଲୋକ ସଭା ଏବଂ ରାଷ୍ଟ୍ରପତି ନିର୍ବାଚନକୁ ନେଇ ବିଜେଡିର ଯୋଜନା ସମ୍ପର୍କରେ ଦଳ ସଭାପତି ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାପିଚୁପି ମତ ରଖିଛନ୍ତି। ପ୍ରସ୍ତାବିତ ତୃତୀୟ ସାମ୍ମୁଖ୍ୟ ନେଇ ପ୍ରଶ୍ନ ହେବାରୁ ନିର୍ବାଚନ ବହୁତ ଡେରି ଅଛି, ସମୟ ଆସିଲେ ଆମେ ଏନେଇ…
Read More...

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ୯ ଓଏଏସ୍‌ ଅଫିସରଙ୍କ ବଦଳି କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ଏହି ଅନୁଯାୟୀ, ବରିଷ୍ଠ ଓଏଏସ୍‌ ମନୋରଞ୍ଜନ ମଲ୍ଲିକଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ସଚିବ ଭାବେ ଅବସ୍ଥାପିତ…
Read More...

ସେ ୨ରୁ ସକାଳ ୬ଟାରୁ ୯ଟା ସ୍କୁଲ

ଭୁବନେଶ୍ୱର,୩୦।୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପୁଣି ଥରେ ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ମେ’ ୨ ତାରିଖରୁ ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ତୃତୀୟରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପିଲା ସକାଳ ୬ରୁ ସ୍କୁଲ ଆସିବେ। ଗଣଶିକ୍ଷା ବିଭାଗ…
Read More...