banner
Breaking
Monthly Archives

May 2022

ରାଜ୍ୟସ୍ତରୀୟ କାଠି ଲଉଡି ଖେଳ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ଭୁବନେଶ୍ୱର, : ନୀଳାଦ୍ରି ବିହାର ସ୍ଥିତ ଶନି ମନ୍ଦିର ପରିସରରେ ଶନିଶ୍ଚର ଯାଦବ ସଂଘର ଦ୍ୱିତୀୟ ବାର୍ଷିକ ଉତ୍ସବ ଅବସରରେ କାଠି ଲଉଡି ଖେଳ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଓଡିଶାର ବିଭିନ୍ନ ଅଞ୍ଚଳରୁ ଆଠଟି ସଂଘର ଲଉଡିଆ ମାନେ ଯୋଗଦାନ କରି ଚମତ୍କାର କାଠି ଲଉଡି ଖେଳ ପ୍ରଦର୍ଶନ…
Read More...

ବସ୍ତି ବାସିନ୍ଦାଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ

ଭୁବନେଶ୍ୱର, : ଭୁବନେଶ୍ୱର ମହାନଗର ନିଗମ ୧୭ ନମ୍ବର ଓାର୍ଡ ଅନ୍ତର୍ଗତ ପଥରବନ୍ଧର ବେହେରା ସାହି ଓ ବିଶେଶ୍ୱର ବସ୍ତିରେ ୫ଟି ଅନ୍ତର୍ଗତ ଜାଗା ସମ୍ପର୍କ ମାଧ୍ୟମରେ ବସ୍ତି ବାସିନ୍ଦାଙ୍କ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବସ୍ତି ଉନ୍ନୟନ ସଂଗଠନ ପକ୍ଷରୁ ଆୟୋଜିତ ଏହି…
Read More...

ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ୱର: ଅଶାନ୍ତ ହୋଇପଡ଼ିଛି ରାଜଧାନୀ । ଭୁବନେଶ୍ୱରରେ ପୁଣି ଫୁଟିଲା ବୋମା । ଗତକାଲି ବିଳମ୍ବିତ ରାତିରେ ପଳାଶୁଣୀ ଜଗନ୍ନାଥ ବିହାରରେ ଥିବା ନିର୍ମାଣାଧୀନ ଆପାର୍ଟମେଣ୍ଟ ଉପରେ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ । ସେମାନେ ୩ଟି ବୋମା ମାଡ଼ କରିଥିବା ସୂଚନା ମିଳିଛି । ତେବେ ଏଥିରେ କାହାର…
Read More...

ନନ୍ଦିନୀଙ୍କ ନାମରେ ଋଜୁ ହେଲା ମାମଲା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ସର୍ବସମ୍ମୁଖରେ ସ୍ବାମୀ ବଳରାମ ସାହୁଙ୍କୁ ଚାପୁଡ଼ା ମାରି ଫେରାର ହୋଇଯାଇଥିବା ନବବଧୂ ନନ୍ଦିନୀଙ୍କ ନାଁରେ ଭରତପୁର ଥାନା ପୋଲିସ ଗୁରୁବାର ଠକେଇ(ଦଫା ୪୨୦)ରେ ଏକ ମାମଲା (ନଂ. ୧୯୨/୨୨) ରୁଜୁ କରି ତଦନ୍ତ ଚଳାଇଛି। ବଳରାମ ଭରତପୁର ଥାନା ଅଞ୍ଚଳରେ ରୁହନ୍ତି। ଗତ…
Read More...

ଭାରତ ଓ ଦକ୍ଷିଣ ଏସିଆରେ ସ୍କୁଲ୍‍-ଫୁଟବଲ୍‍ର ପ୍ରସାର କରିବ କିସ୍‍

ଜୁରିକ୍‍ (ସୁଇଜରଲାଣ୍ଡ), ୧୯ ।୫: ଫିଫା ଫୁଟ୍‍ବଲ୍‍ ଫର ସ୍କୁଲ୍‍ସ କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶା ସମେତ ଭାରତ ଓ ସମଗ୍ର ଦକ୍ଷିଣ ଏସିଆରେ ସ୍କୁଲ୍‍ସ୍ତରରେ ଫୁଟ୍‍ବଲ୍‍ର ବିକାଶ କରିବ କିସ୍‍ । ଏଥି ନିମନ୍ତେ ବୁଧବାର ଫିଫା ଫାଉଣ୍ଡେସନ୍‍ ଓ କିସ୍‍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ…
Read More...

ଆଇପିଏଲ ଫାଇନାଲର ସମୟ ପରିବର୍ତ୍ତନ

ମୁମ୍ବାଇ,୧୯।୫: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ମ୍ୟାଚ୍‌ ରାତି ୭ଟା ୩୦ ବଦଳରେ ୮ଟାରେ ଆରମ୍ଭ ହେବ। କ୍ରିକ୍‌ବଜରୁ ମିଳିଥିବା ସୂଚନା ମୁତାବକ, ଫାଇନାଲ ମ୍ୟାଚ୍‌ ପୂର୍ବରୁ ଏକ ସାଂସ୍କୃତିକ ଉଦ୍‌ଯାପନୀ ସମାରୋହ ଆୟୋଜନ ହେବ। ଚଳିତ ସିଜନର ଫାଇନାଲ ମ୍ୟାଚ୍‌…
Read More...

କଟକ ଚଣ୍ଡୀ ମନ୍ଦିର ବିକାଶ ପାଇଁ ୭୨ କୋଟି ମଞ୍ଜୁର

ଭୁବନେଶ୍ୱର,୧୯।୫(ବ୍ୟୁରୋ): କଟକ ଚଣ୍ଡୀ ମନ୍ଦିର ବିକାଶ ଯୋଜନାକୁ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ଏଥିପାଇଁ ଖର୍ଚ୍ଚ ହେବ ୭୨ କୋଟି। ଭକ୍ତ ମାନଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ତେବେ ଏହି କାର୍ଯ୍ୟ…
Read More...

ଜୁନ ୧୨ରେ କଟକରେ ଟି୨୦ ମ୍ୟାଚ

କଟକ,୧୯।୫: ପୂର୍ଣ୍ଣ ଦର୍ଶକୀୟ ’କ୍ଷମତାରେ ବାରବାଟୀ କ୍ରିକେଟ୍‌ ମ୍ୟାଚ୍‌ ଖେଳାଯିବ। ଏ ନେଇ ଗୁରୁବାର ବିସିସିଆଇ ପକ୍ଷରୁ ଅନୁମତି ମିଳିଛି। ଜୁନ୍‌ ୧୨ରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ହେବ। କରୋନା ସଂକ୍ରମଣକୁ ନେଇ ବିସିସିଆଇ ପକ୍ଷରୁ ବାରବାଟୀ ଟି-୨୦ ମ୍ୟାଚ୍‌ରେ ୫୦…
Read More...

ଓଡ଼ିଶାରେ ନୂଆ ରୋଗ ଟମାଟୋଫ୍ଲୁ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟର କିଛି ସ୍ଥାନରେ ଶିଶୁମାନେ ଟମାଟୋ ଫ୍ଲୁରେ ସଂକ୍ରମିତ ହେଉଥିବା ସୂଚନା ମିଳିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଛି। ଏନେଇ ପ୍ରତିକ୍ରିୟା ରଖି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ଏହା ଏକ ଭାଇରାଲ ରୋଗ । ଏହି ରୋଗ ହେଲେ…
Read More...

ଇଣ୍ଟର କମ୍ପାନୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଭୁବନେଶ୍ୱର,୧୮ା୫ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୧୨ ନମ୍ବର ଓାର୍ଡର ସପ୍ତମ ବାଟାଲିୟନ ପରିସରରେ ହାବିଲଦାର ସିପାହୀ ଆସୋସିଏସନ୍ ପକ୍ଷରୁ ଦ୍ୱିତୀୟ ବାର୍ଷିକ ଇଣ୍ଟର ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ମେୟର ସୁଲୋଚନା ଦାସ ଯୋଗଦେଇ ଉଦଘାଟନ କରିବା…
Read More...