ଚିଲିକାରେ ବୁଡିଲା ଡଙ୍ଗା
ଖୋର୍ଦ୍ଧା,୫।୫: କାଳବୈଶାଖୀ ଯୋଗୁ ଗୁରୁବାର ଏକ ଅଘଟଣ ଘଟିଛି। ଚିଲିକାରେ ଡଙ୍ଗା ବୁଡି ଜଣେ ନିଖୋଜ ଥିବା ବେଳେ ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି। କାଳବୈଶାଖୀ ପ୍ରଭାବରେ ଝଡ ତୋଫାନ ଯୋଗୁ ଏଭଳି ଘଟଣା ଘଟିଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଚିଲିକାରୁ ଏକ ଡଙ୍ଗାରେ ୮ ପର୍ଯ୍ୟଟକଙ୍କ ସହ ୧୧ ଜଣ…
Read More...
Read More...