banner
Breaking
Monthly Archives

July 2022

ରାଷ୍ଟ୍ରପତି ପ୍ରାର୍ଥୀନୀ ଦ୍ରୌପଦୀ ମୁର୍ମୁ ବହୁ ଭୋଟରେ ଜିତିଲେ

ନୂଆଦିଲ୍ଲୀ : ଭାରତୀୟ ଗଣତନ୍ତ୍ର ପାଇଁ ଗୁରୁବାର ଇତିହାସ ସୃଷ୍ଟି ହୋଇଛି। ପ୍ରଥମ ଥର ଜଣେ ଅନୁସୂଚିତ ଜାତି ବର୍ଗର ମହିଳା ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। କେବଳ ଭାରତ ନୁହେଁ; ଓଡ଼ିଶା ପାଇଁ ମଧ୍ୟ ଏହା ଅତ୍ୟନ୍ତ ଗୌରବର ବିଷୟ। ଦେଶର ପ୍ରଥମ ନାଗରିକ ହେବାରେ…
Read More...

ରେଡ଼୍ ସ୍ୱସ୍ତିକ୍ ସୋସାଇଟି ଓଡ଼ିଶା ଶାଖା ତରଫରୁ କ୍ୟାନ୍‌ସର୍ ପିଡ଼ିତଙ୍କୁ ଆର୍ଥିକ ସହାୟତା

ଭୁବନେଶ୍ୱର : ଦେଶର ପ୍ରମୁଖ ସମାଜ କଲ୍ୟାଣ ପ୍ରତିଷ୍ଠାନ ରେଡ଼୍ ସ୍ୱସ୍ତିକ୍ ସୋସାଇଟି ଓଡ଼ିଶା ତରଫରୁ ଡ଼ି.ଏମ୍ ସ୍କୁଲ୍ ଆଲୁମୁନି ଆସୋସିଏସନ୍‌ର ସହାୟତାରେ ଭୁବନେଶ୍ୱର ୱାର୍ଡ଼ ନଂ-୧୧ର ଶ୍ରୀଯୁକ୍ତ ସଞ୍ଜୀବ କୁମାର ପଣ୍ଡା ନାମକ ଜଣେ କ୍ୟାନ୍‌ସର୍ ପିଡ଼ିତଙ୍କୁ ଦୁଇ ଲକ୍ଷ ଟଙ୍କାର ଆର୍ଥିକ ସହାୟତା…
Read More...

ଚାଲିଛି ରାଷ୍ଟ୍ରପତିଙ୍କ ଭୋଟ ଗଣତି

ନୂଆଦିଲ୍ଲୀ : ଦେଶର ପଞ୍ଚଦଶ ରାଷ୍ଟ୍ରପତିଙ୍କ ପାଇଁ ଆରମ୍ଭ ହୋଇଛି ଭୋଟ୍‍ ଗଣତି ପ୍ରକ୍ରିୟା। କଡା ସୁରକ୍ଷା ମଧ୍ୟରେ ସଂସଦ ଭବନର ୬୩ ନମ୍ବର କକ୍ଷରେ ପୂର୍ବାହ୍ନ ୧୧ଟାରୁ ଗଣତି ଆରମ୍ଭ ହୋଇଛି। କିଛି ସମୟ ପରେ ଗଣତି ଶେଷ ହେବା ପରେ ଫଳାଫଳ ଆସିବ। ତେବେ ସଂଖ୍ୟା ଦୃଷ୍ଟିରୁ ଯଶୱନ୍ତ ସିହ୍ନାଙ୍କ…
Read More...

ଧର୍ମପ୍ରାଣା ମହିଳାଙ୍କ ପରଲୋକ

ଭୁବନେଶ୍ୱର,୧୯ା୭ ; ଅବସରପ୍ରାପ୍ତ ସୁନାମଧନ୍ୟ ଶିକ୍ଷକ ନାରାୟଣ ଚନ୍ଦ୍ର ଦାସଙ୍କ ଧର୍ମପତ୍ନୀ ସତ୍ୟଭାମା ଦାସଙ୍କର ୭୫ ବର୍ଷ ବୟସରେ ଜଗତସିଂପୁର ଜିଲ୍ଲା ଅର୍ନ୍ତଗତ ଚକୁଳିପଡା ଗ୍ରାମ ସ୍ଥିତ ବାସଭବନରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କ ପାଖରେ ପୁତ୍ର ନିଗମାନନ୍ଦ ଦାସ, ପ୍ରଜ୍ଞାନନ୍ଦ…
Read More...

କବିତା ପୁସ୍ତକ ନୀଳ ଅନୁରାଗ ଉନ୍ମୋଚିତ

ଭୁବନେଶ୍ୱର : କେଦାରନାଥ ଗବେଷଣା ପ୍ରତିଷ୍ଠାନ ଠାରେ ବର୍ଷିୟାନ କବି କୃଷ୍ଣଚନ୍ଦ୍ର ମହଲାଙ୍କର ପ୍ରଥମ କବିତା ପୁସ୍ତକ "ନୀଳ ଅନୁରାଗ" ଉନ୍ମୋଚିତ ହୋଇଯାଇଛି । ଆସର ଆରମ୍ଭରେ ସର୍ବାଣୀ ଦାସ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । କବି ଶ୍ରୀ ମହଲାଙ୍କର ଲେଖକୀୟ ଅନୁଭୂତି ବର୍ଣ୍ଣନା ପରେ ସଂକଲନରୁ…
Read More...

ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ପରୀକ୍ଷା ଫଳ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ସିବିଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଛାତ୍ରୀଛାତ୍ର ନିଜର ଫଳାଫଳ www.cbse.nic.inଓ୍ବେବ୍‌ସାଇଟ ମାଧ୍ୟମରେ ଦେଖିପାରିବେ।
Read More...

ଆହୁରି ଚାରିଦିନ ବର୍ଷା

ଭୁବନେଶ୍ବର: ଦକ୍ଷିଣ ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ମଙ୍ଗଳବାର ଭୁବନେଶ୍ବରରେ ୨୦.୮ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ କଟକରେ ୧୬.୮ମିମି ବର୍ଷା ହୋଇଛି।…
Read More...

ରାଜ୍ୟରେ ଆଜି ପୁଣି ୧୧୨୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧,୧୨୨ ଜଣ ପଜିଟିଭ ଚିହ୍ନଟ। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୫୮ଜଣ ଆକ୍ରାନ୍ତ ରହିଥିବା ବେଳେ ୪୬୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି…
Read More...

ଏଥର ଶତପ୍ରତିଶତ ସିଲାବସରେ ପରୀକ୍ଷା ଦେବେ +୨ ଛାତ୍ରଛାତ୍ରୀ

ଭୁବନେଶ୍ବର: ଚଳିତ ବର୍ଷଠାରୁ +୨ରେ ଶତ ପ୍ରତିଶତ ସିଲାବସରେ ପାଠପଢ଼ା ଓ ପରୀକ୍ଷା ହେବ। ୧୦୦% ସିଲାବସ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ୨୦୨୩ରେ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀମାନେ ୧୦୦% ସିଲାବସ ପଢ଼ିବେ। ତେବେ ୨୦୨୨ରେ ଫେଲ ହୋଇଥିବା…
Read More...

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆଜି ପୂର୍ବାହ୍ନ ୧୦ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ବସିଥିବା ବେଳେ ୧୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛି କ୍ୟାବିନେଟ୍‌ । ଗୃହରେ ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ…
Read More...