banner
Breaking
Monthly Archives

July 2022

ଦଶଟି ଓଡ଼ିଆ ଗଜଲ୍‌ଧର୍ମୀ ଗୀତର ଲୋକାର୍ପଣ ସନ୍ଧ୍ୟା

ଭୁବନେଶ୍ୱର : ସ୍ଥାନୀୟ ଜୟଦେବ ଭବନଠାରେ ଯୁବ ସଙ୍ଗୀତ ନିର୍ଦ୍ଦେଶକ ରାଜକିଶୋର ଗୋଚ୍ଛାୟତଙ୍କ ବଳିଷ୍ଟ ସଙ୍ଗୀତ ନିର୍ଦ୍ଦେଶନାରେ ଗଜଲ ଧର୍ମୀ ବା ଗଜଲ ଛାୟାରେ ରଚିତ ଦଶଟି ଓଡିଆ ଏବଂ ହିନ୍ଦୀ ଗଜଲ୍‌/ଗୀତର ଲୋକାର୍ପଣ କରାଯାଇଛି । ଏହି ଲୋକାର୍ପଣ ଉତ୍ସବରେ ଓଡ଼ିଶାର ପ୍ରଖ୍ୟାତ ସଂଗୀତ ଗାୟକ…
Read More...

ନବ ନିର୍ମାଣ ଛାତ୍ର ସଙ୍ଗଠନର ବନ୍ଦ ଡାକରା

ଭୁବନେଶ୍ୱର: ବିଜେବି କଲେଜ ଛାତ୍ରୀ ରୁଚିକାଙ୍କୁ ନ୍ୟାୟ ଦାବିରେ ଆଜି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଆଜି ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏଁ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ଶାନ୍ତିପୂର୍ଣ୍ଣ ପିକେଟିଂ ପାଇଁ ଆହ୍ୱାନ ଦେଇଛି ସଂଗଠନ । ସେପଟେ…
Read More...

ଚାଲିଛି ରାଷ୍ଟ୍ରପତି ନିର୍ବାଚନ, ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଦେଶର ୧୫ ତମ ରାଷ୍ଟ୍ରପତି ଚୟନ ପାଇଁ ମତଦାନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନରେ ମତଦାନ କରିଛନ୍ତି। ଏହି ଭୋଟିଂ ପ୍ରକ୍ରିୟାରେ ମୋଟ ୪୮୦୦ ନିର୍ବାଚିତ ଏମ୍‌ପି ଏବଂ ବିଧାୟକ ଅଂଶଗ୍ରହଣ କରୁଛନ୍ତି। ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ…
Read More...

ଆଜି ପ୍ରଥମ ଶ୍ରାବଣ ସୋମବାର, ଜଳଲାଗି ପାଇଁ ଲିଙ୍ଗରାଜ ମନ୍ଦିରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର : ଆଜି ଶ୍ରାବଣର ପ୍ରଥମ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା। ପାଣି ଢ଼ାଳିବା ପାଇଁ ଶିବଭକ୍ତମାନେ ବଡ଼ ଉତ୍ସାହର ସହ…
Read More...

ଦିନିକିଆ ସିରିଜ୍ ଜିତିଲା ଭାରତ

ମାଞ୍ଚେଷ୍ଟର : ରିଷଭ ପନ୍ତଙ୍କ ଅପରାଜିତ ଶତକ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମୁକାବିଲାକୁ ଭାରତ ଜିତି ନେଇଛି । ଏହି ବିଜୟ ସହିତ ଦଳ ୨-୧ରେ ସିରିଜ ବିଜୟୀ ହୋଇଛି। ହାର୍ଦ୍ଦିକଙ୍କ ଘାତକ ବୋଲିଂ ଯୋଗୁ ଇଂଲଣ୍ଡ…
Read More...

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ଦୁର୍ଗାପ୍ରସାଦ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି…
Read More...

ଏନଡିଏର ଉପରାଷ୍ଟ୍ରପତି ହେଲେ ଜଗଦୀପ ଧନଖର

ନୂଆଦିଲ୍ଲୀ : ଭାଜପାର ସଂସଦୀୟ ବୋର୍ଡ ବୈଠକରେ ଉପରାଷ୍ଟ୍ରପତି ପଦ ପାଇଁ  ଜଗଦୀପ ଧନଖରଙ୍କୁ ଏନଡ଼ିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଛି। ଦିଲ୍ଲୀରେ ଅନୁଷ୍ଠିତ ଏହି ସଂସଦୀୟ ବୋର୍ଡର ଏହି ବୈଠକରେ ଭାଜପାର ବହୁ ବଡ ନେତା ଅଂଶଗ୍ରହଣ କରିଥିଲେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
Read More...

ଲିଭ୍-ଇନରେ ରହୁଥିବା ମହିଳା ବଳାତ୍କାର ଅଭିଯୋଗ ଆଣି ପାରିବେ ନାହିଁ

ନୂଆଦିଲ୍ଲୀ, : ନିଜ ଇଚ୍ଛାରେ କୌଣସି ପୁରୁଷଙ୍କ ସହ ଲିଭ୍‌-ଇନ୍‌ ରିଲେଶନରେ ରହି ସମ୍ପର୍କରେ ଫାଟ ସୃଷ୍ଟି ହେବା ପରେ ସମ୍ପୃକ୍ତା ମହିଳା ତାଙ୍କ ବିରୋଧରେ ବଳାତ୍କାର ମାମଲା କରିପାରିବେ ନାହିଁ ବୋଲି ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି। ଏଥିସହ ଅଭିଯୁକ୍ତ ଯୁବକଙ୍କୁ ଜଷ୍ଟିସ୍‌…
Read More...

୧୯ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଛି। ଏହାର ପ୍ରଭାବରେ ସକାଳ ୪ଟାରୁ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହେଉଛି। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି…
Read More...

ଗାଁ କୁ ମାଡି ଆସିଲା ସମୁଦ୍ର

ଜଗତସିଂହପୁର :  ତିନିଦିନ ହେଲାଣି ଜଗତସିଂହପୁର ଜିଲାର ବିଭିନ୍ନ ତଟବର୍ତ୍ତୀ ଅଞ୍ଚଳରେ ସମୁଦ୍ର ଅଶାନ୍ତ ହୋଇ କୂଳ ଲଂଘୁଛି। କେଉଁଠି ଗାଁ ଭିତରେ ସମୁଦ୍ର ପାଣି ପ୍ରବେଶ କରିଛି ତ ଆଉ କେଉଁଠି ଶହ ଶହ ଏକର ଜମିରେ ପାଣି ମାଡ଼ିଯାଇଛି। ପୂର୍ଣ୍ଣମୀ ଯୋଗୁଁ ସମୁଦ୍ର ଜୁଆରିଆ ଥିବାବେଳେ ଲଘୁଚାପ ଯୋଗୁଁ…
Read More...