banner
Breaking
Monthly Archives

July 2022

ଭୁବନେଶ୍ୱରରେ ମେଲୋରାର ପ୍ରଥମ ନ୍ୟୁ-ଏଜ୍ ଏକ୍ସପେରିଏନ୍ସ କେନ୍ଦ୍ର ବିଏମସି ମେୟରଙ୍କ ଦ୍ୱାରା ଉଦଘାଟିତ

ଭୁବନେଶ୍ୱର : ଭାରତର ଦ୍ରୁତ ଅଭିବୃଦ୍ଧିଶୀଳ ଡି-୨-ସି ବ୍ରାଣ୍ଡ ମେଲୋରା (www.melorra.com) ପକ୍ଷରୁ ଭୁବନେଶ୍ୱର ନେକ୍ସସ ଏସପ୍ଲାନେଡ ମଲରେ ଏହାର ପ୍ରଥମ ନ୍ୟୁ-ଏଜ୍ ଏକ୍ସପେରିଏନ୍ସ କେନ୍ଦ୍ରର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ମ୍ୟୁନିସିପାଲିଟି…
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବ୍ୟାଙ୍କ ନୋଟ୍ ପେପର ଇଣ୍ଡିଆ ନିର୍ଦ୍ଦେଶକ

ଭୁବନେଶ୍ୱର : ବ୍ୟାଙ୍କ ନୋଟ୍ ପେପର ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଆଜି ନବୀନ ନିଭାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି। ଭାରତ ରିଜର୍ଭ ବ୍ୟାଙ୍କ ନୋଟ୍ ମୁଦ୍ରଣ ପ୍ରାଇଭେଟ୍ ଲିମିଟେଡର ମିଳିତ…
Read More...

ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୭୪୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢ଼ି ବଢ଼ି ଚାଲିଛି କରୋନା ସଂକ୍ରମଣ । ଆଜି ରାଜ୍ୟରୁ ଆଉ ୭୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୩୬ ଥିଲାବେଳେ ୩୦୭ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୦୩ଜଣ ପଜିଟିଭ୍‌ ଚିହ୍ନଟ…
Read More...

ଜୁଲାଇ ୧୬ ରେ ଘୋଷଣା ହୋଇପାରେ ଉପରାଷ୍ଟ୍ରପତିଙ୍କ ନାମ

ନୂଆଦିଲ୍ଲୀ,୧୨ ।୭: ଜୁଲାଇ ୧୬ରେ ଭାରତୀୟ ଜନତା ପାର୍ଟି(ଭାଜପା)ର ପାର୍ଲାମେଣ୍ଟାରୀ ବୋର୍ଡ ମିଟିଂ ହେବାକୁ ଯାଉଛି । ଏହି ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି । ଆହୁରି ବି କୁହାଯାଉଛି କି ଏଥିରେ ଏନଡିଏ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ ।…
Read More...

ଆସନ୍ତା କାଲିଠାରୁ ବିଧାନସଭାରେ ବଜେଟ ଅଧିବେଶନ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଏଥିରେ ୧୪ ତାରିଖରୁ ୨୮ ତାରିଖ ଯାଏ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହୋଇପାରିବନି, ତାହା ୨୯ ତାରିଖର ଗିଲୋଟିନ ଜରିଆରେ…
Read More...

ସରକାରୀ କର୍ମଚାରୀଙ୍କ ପାଇଁ ବଢିଲା ଗୃହ ରୁଣ, କମିଲା ସୁଧ ହାର

ଭୁବନେଶ୍ୱର : ରାଜ୍ୟ ସରକାର ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ସରକାରୀ କର୍ମଚାରୀଙ୍କ ପାଇଁ ଗୃହ ନିର୍ମାଣ ଋଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି…
Read More...

ଜୟ ଜଗନ୍ନାଥ ପରିବାରର ତୃତୀୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର, ; ଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ ରଖିବା ସହିତ ଲୋକଙ୍କ ପାଖରେ ପହଁଚାଇବାର ସଂକଳ୍ପ ନେଇ ଗଢି ଉଠିଥିବା ସ୍ୱେଚ୍ଛାସେବୀ ଅନୁଷ୍ଠାନ ଜୟ ଜଗନ୍ନାଥ ପରିବାରର ତୃତୀୟ ବାର୍ଷିକ ପ୍ରତିଷ୍ଠା ଦିବସ ଚନ୍ଦ୍ରଶେଖରପୁର ସ୍ଥିତ ହାଉସିଂ ବୋର୍ଡ କଲୋନୀ ଠାରେ ଅନୁଷ୍ଠିତ ହୋଇଯାଇଛି…
Read More...

ଲକ୍ଷ୍ମୀ ନାରାୟଣ ଜୀଉ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଭୁବନେଶ୍ୱର,: ଶ୍ରୀ ଶ୍ରୀ ଲକ୍ଷ୍ମୀନାରାୟଣ ଜୀଉଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଓ ବିଗ୍ରହ ସ୍ଥାପନ ଉତ୍ସବ ଓଏସ୍‌ଏପି ୭ମ ବାଟାଲିୟନ ପରିସରରେ ଥିବା ଚନ୍ଦ୍ରଶେଖର ମହାଦେବଙ୍କ ପୀଠରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କମିଶନରେଟ୍ ପୋଲିସ, ଓଏସଏପି ବାଟାଲିୟନ୍‌ର ହାବିଲ୍‌ଦାର ସିପାହୀ ସଂଘ ଓ…
Read More...

ଓଡ଼ିଶାରେ ଖୋଲିଲା କାଞ୍ଚନର ଶାଖା କାର୍ଯ୍ୟାଳୟ

ଭୁବନେଶ୍ୱର : ଦେଶର ପ୍ରମୁଖ ଗୃହୋପକରଣ ସଂସ୍ଥା ‘ କାଞ୍ଚନ ’ ତା’ର ସାମଗ୍ରୀର ପ୍ରଚାର ଓ ପ୍ରସାର ସାଙ୍ଗକୁ ଶାଖା ବିସ୍ତାର କାର୍ଯ୍ୟକ୍ରମ ଜାରି ରଖିଛି । ମଙ୍ଗଳବାର ସଂସ୍ଥାର ଓଡ଼ିଶା ଶାଖା ଭୁବନେଶ୍ୱର ପୁରୀ ବାଇପାସର ପାଣ୍ଡରା ଠାରେ ଏହାର ନୂତନ ଶାଖା କାର୍ଯ୍ୟାଳୟ ଓ ସି ଆଣ୍ଡ ଏଫ୍ ପଏଣ୍ଟର…
Read More...

ଏଲସି ବ୍ଲକ ଉନ୍ନୟନ ଓ ସାଂସ୍କୃତିକ ସଂଘର ବାର୍ଷିକ ନିର୍ବାଚନ

ଭୁବନେଶ୍ୱର ; ଶୈଳଶ୍ରୀ ବିହାର ଫେଜ ଦୁଇରେ ୮୮୮ଟି ପରିବାରକୁ ନେଇ ଗଠିତ ଏଲସି ବ୍ଲକ ଉନ୍ନୟନ ଓ ସାଂସ୍କୃତିକ ସଂଘର ସାଧାରଣ ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ କମୁନିଟି ଗୃହ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସଂଘର ବିଭିନ୍ନ ସମସ୍ୟା ଓ ବିଗତ ଦିନର ଉନ୍ନତି…
Read More...