banner
Breaking
Monthly Archives

August 2022

ନୂଆଖାଇରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା

ଭୁବନେଶ୍ୱର : ଚାଷୀଙ୍କ ପାଇଁ ଖୁସି ଖବର। ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା। ପ୍ରତ୍ୟେକ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ ମିଳିବ। ଏହି ଯୋଜନାରେ ରାଜ୍ୟର ୪୧ ଲକ୍ଷ ଚାଷୀ ଉପକୃତ ହେବେ। ତେବେ ଏହି ବାବଦରେ ୮୬୯ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି। ପୂର୍ବରୁ ବର୍ଷକୁ…
Read More...

ଅପରାଜିତା ପବ୍ଲିସିଟି ପାଇଁ ରାଜନୀତି କରୁଛନ୍ତି : ମେୟର

ଭୁବନେଶ୍ୱର : ଭୁବନେଶ୍ୱରରେ ଡମ୍ପିଂୟାର୍ଡ ସମସ୍ୟା ଭିତରେ ବିଏମ୍‌ସି ଛନ୍ଦି ହୋଇପଡ଼ିଛି। ଏଥିପାଇଁ ବିଏମ୍‌ସିକୁ ବହୁ ସମାଲୋଚନାର ଶିକାର ହେବାକୁ ପଡୁଛି। ରବିବାର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଡମ୍ପିଂୟାର୍ଡର ସମାଧାନ ପାଇଁ ମେୟର ସୁଲୋଚନା ଦାସଙ୍କୁ ଚିଠି ଲେଖିଛନ୍ତି। ତେବେ ଏହାର…
Read More...

ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଇବେ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର : କ୍ୟାପିଟାଲ୍‌ ଫାଉଣ୍ଡେଶନ ପକ୍ଷରୁ ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାଶନାଲ ସେଣ୍ଟର ଅଡିଟୋରିୟମରେ ସେପ୍ଟେମ୍ବର ୪ ତାରିଖ ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ଓଡ଼ିଶା ତଥା ସାରା ଭାରତର ଜନପ୍ରିୟ ଓ ନମ୍ବର ୧ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସଫଳ ଓ ଉଲ୍ଲେଖନୀୟ ନେତୃତ୍ଵ ପାଇଁ…
Read More...

ଓଡ଼ିଶାରେ ପାରିବାରିକ ଆତ୍ମହତ୍ୟା ବଢ଼ିଛି

ନୂଆଦିଲ୍ଲୀ : ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ତଥ୍ୟ ଅନୁଯାୟୀ, ଦେଶରେ ୨୦୨୦ ତୁଳନାରେ ୨୦୨୧ରେ ୭.୨ ପ୍ରତିଶତ ଆତ୍ମହତ୍ୟା ମାମଲା ବୃଦ୍ଧି ପାଇଛି। ୨୦୨୧ରେ ମୋଟ ୧ ଲକ୍ଷ ୬୪ ହଜାର ୩୩ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ୨୦୨୦ରେ ଏହି ସଂଖ୍ୟା ଥିଲା ୧ ଲକ୍ଷ ୫୩ ହଜାର ୫୨।…
Read More...

ନୀଳାଦ୍ରିବିହାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଜ୍ଞାନ ବିଜ୍ଞାନ ମେଳା

ଭୁବନେଶ୍ବର - ନାଳାଦ୍ରିବିହାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ଜ୍ଞାନ କୌଶଳ ବିଭାଗର ବରିଷ୍ଠ ବୈଜ୍ଞାନିକ ଲକ୍ଷ୍ମୀନାରାୟଣ ପାଢୀ ମୁଖ୍ୟ ଅତିଥିଭାବେ ଯୋଗଦେଇ…
Read More...

ବନ୍ୟା ବିପନ୍ନଙ୍କୁ ରିଲିଫ ବଣ୍ଟନ

ଭୁବନେଶ୍ୱର : ଭୁବନେଶ୍ୱର ଅଟୋ ମହାସଂଘ, ବସ୍ ମାଲିକ ସଂଘ ଓ ଅଲ ଓଡ଼ିଶା ସଡ଼କ ପରିବହନ ସଂଘର ମିଳିତ ସହଯୋଗରେ ଦୁଇଟି ପର୍ଯ୍ୟାୟରେ ରିଲିଫ ବଣ୍ଟନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ଏକ ୩୩ ଜଣିଆ ଟିମ୍ ପୁରୀ ଜିଲ୍ଲା ଗ୍ରସ୍ଥ କରି କଣାସ ବ୍ଳକ ଅନ୍ତର୍ଗତ ବଡ଼ଶ ପଞ୍ଚାୟତର ଚାରୋଟି ଗ୍ରାମରେ ପ୍ରୟ ୫୦୦…
Read More...

୫ ଉଇକେଟରେ ଜିତିଲା ଭାରତ

ଦୁବାଇ : ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ରବିବାର ଏସିଆ କପର ଭାରତ-ପାକିସ୍ତାନ ମହାମୁକାବିଲାରେ ୫ ଉଇକେଟରେ ବିଜୟୀ ହୋଇଛି ଭାରତ । ଭାରତ ଏହି ବିଜୟରୁ ଏସିଆ କପ୍‌ ଅଭିଯାନ ଆରମ୍ଭ କରିଛି । ଅନ୍ୟପକ୍ଷେ ଭାରତ ଟି-୨୦ ବିଶ୍ୱ କପ୍‌ ପରାଜୟର ପ୍ରତିଶୋଧ ନେଇଛି। କଡା…
Read More...

ଛାତ୍ର ନିଖୋଜ ଘଟଣାର ନୂଆ ମୋଡ଼, କାର୍ଯ୍ୟାନୁଷ୍ଠାନ ହେବ : ଡିସିପି

ଭୁବନେଶ୍ୱର : ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଟିଆ ଅଞ୍ଚଳର ଏକ ଘରୋଇ କଲେଜରୁ ଯୁକ୍ତ୨ ଛାତ୍ର ବାଲେଶ୍ୱରର ହୃଦୟେଶ ପଣ୍ଡା ନିଖୋଜ ହେବା ଘଟଣା ରବିବାର ନୂଆ ମୋଡ଼ ନେଇଛି। ପରିବାର ପକ୍ଷରୁ ମିଛ ଅଭିଯୋଗ କରାଯାଇଥିବା ପୋଲିସ କହିଛି। ହୃଦୟେଶ ନିଖୋଜ ହୋଇ ନ ଥିଲେ, ବରଂ କଲେଜ ପକ୍ଷରୁ ବକେୟା…
Read More...

ଭାଙ୍ଗିଲା ଟ୍ବିନ ଟାଓ୍ବାର

ନୋଏଡା : ଉତ୍ତର ପ୍ରଦେଶ ନୋଏଡାର ସେକ୍ଟର-୯୩ଏରେ ସୁପରଟେକ୍ର ଟ୍ୱିନ ଟାୱାରକୁ ରବିବାର ଦିନ ୨ଟା ୩୦ ମିନିଟରେ ମାଟିରେ ମିଶାଇ ଦିଆଯାଇଛି । ଏହାପରେ ଟ୍ୱିନ ଟାୱାର ନିକଟରେ ଥିବା ଘର ଗୁଡିକ ସୁରକ୍ଷିତ ନଜର ଆସିଛି । ହେଲେ ନିକଟରେ ଥିବା ଏକ ସୋସାଇଟିର କାନ୍ଥ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି…
Read More...

ଜୀବନ ଜାଗୃତି କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର : ଜୀବନ ଜାଗୃତି କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ଲକ୍ଷ୍ମୀ ବିହାର ସ୍ଥିତ ଓମ୍ ସାଇ ଅସ୍ଥି ଓ ଖଞ୍ଜା ହସ୍ପିଟାଲ ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ଅଧ୍ୟକ୍ଷା ଡାକ୍ତର ଗୀତାଞ୍ଜଳି ଆରୋରାଙ୍କ ନେତୃତ୍ୱରେ ଓ ହସ୍ପିଟାଲର ମୁଖ୍ୟ ଡାକ୍ତର ସୁନୀଲ ଦାସଙ୍କ ତତ୍ୱାବଧାନରେ…
Read More...