banner
Breaking
Monthly Archives

August 2022

ଭୁବନେଶ୍ୱରରେ ପୁଣି ଜଣେ ଯୁବତୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ରାଜଧାନୀରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିଥିବା ଯୁବତୀ ଜଣକ ହେଲେ ଶ୍ୱେତା ଉତ୍କଳ କୁମାରୀ। ଏକ ଆପାର୍ଟମେଣ୍ଟରୁ ତାଙ୍କର ଡାଏରୀ ଏବଂ ମୋବାଇଲ ଜବତ ହୋଇଛି। ଶୁକ୍ରବାର ରାତିରେ ଶୈଳଶ୍ରୀବିହାରର ଏକ…
Read More...

ପ୍ଲାଷ୍ଟିକ ବୋତଲରେ ପାଣି ପିଉଛନ୍ତି କି ? ସାବଧାନ ରୁହନ୍ତୁ

ସମୟ ବଦଳିଛି, ଆମେ ଯେତେ ସ୍ମାର୍ଟ ହେବାକୁ ଯାଉଛନ୍ତି ସେତେ ରୋଗ କିଣୁଛନ୍ତି। ପାଣି ପିଇବା ଲାଗି ସାଧାରଣତଃ ଆମେ ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର କରିଥାଉ। ବିଶେଷକରି ବାହାରକୁ ଯିବା ବେଳେ ନେବାକୁ ସୁବିଧା ହେଉଥିବାରୁ ଏହାର ଚାହିଦା ସର୍ବାଧିକ। ହେଲେ ଆପଣ ଜାଣନ୍ତିକି, ପ୍ଲାଷ୍ଟିକ୍‌ ବୋତଲରେ…
Read More...

ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୧ ନମ୍ବର ଓ୍ବାର୍ଡ ଅର୍ନ୍ତଗତ ପ୍ରଶାନ୍ତି ବିହାର କମୁନିଟି ସେଣ୍ଟର ଠାରେ ୧ ନମ୍ବର ଓ୍ବାର୍ଡର କର୍ପୋରେଟର ମିହିର କୁମାର ରାଉତଙ୍କ ନେତୃତ୍ୱରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ଅଞ୍ଚଳର ୬୦ରୁ ଉର୍ଦ୍ଧ ଲୋକ…
Read More...

ବିଏମସିର ଦ୍ବିତୀୟ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, ୧୮।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ଦ୍ବିତୀୟ ବୈଠକ କର୍ପୋରେସନ ହଲରେ ବସିଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସମସ୍ତ କର୍ପୋରେଟର ବିଏମସି କମିଶନର ଓ ଅଧିକାରୀ ଏବଂ ବିଧାୟକ ମାନେ ଯୋଗଦେଇଥିଲେ। ବିଏମ୍‌ସି ପକ୍ଷରୁ ପୂର୍ବ ପ୍ରସ୍ତୁତ…
Read More...

କମୁଛି ସ°କ୍ରମଣ , ଆଜି ୩୮୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରୁ ୩୮୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ସଙ୍ଗରୋଧରୁ ୨୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୧ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୫୮ ଜଣ ଶିଶୁ ବି ଅଛନ୍ତି। ଏନେଇ…
Read More...

ପୁଣି ପ୍ରବଳ ବର୍ଷା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଉତ୍ତର ପୂର୍ବ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଶୁକ୍ରବାର ଅବପାତ ସୃଷ୍ଟି ହୋଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଏହି ଅବପାତ ପଶ୍ଚିମ ଓ…
Read More...

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ,…
Read More...

ନଦୀ ବନ୍ଧକୁ ନେଇ ଆତଙ୍କିତ ଅବସ୍ଥାରେ ଗ୍ରାମବାସୀ

କେନ୍ଦ୍ରାପଡ଼ା,୧୯ା୮: କେନ୍ଦ୍ରାପଡ଼ା ଜିଲା ମହାନଦୀ ସିଷ୍ଟମରେ ଥିବା ନଦୀଗୁଡ଼ିକରେ ବନ୍ୟା ଜଳସ୍ତର କମୁଛି। ହେଲେ ନଦୀରେ ଜଳସ୍ତରର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀବନ୍ଧରେ ଘଳିଆ ଯୋଗୁ ବନ୍ୟାଜଳ ଗ୍ରାମକୁ ପଶିବା ନେଇ ନିକଟସ୍ଥ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏବେ…
Read More...

ବାପୁଜୀ ନଗର ଅଟୋ ସ°ଘ ପକ୍ଷରୁ ୭୬ ତମ ସ୍ବାଧିନତା ଦିବସ ପାଳିତ

ଭୁବନେଶ୍ୱର: ବାପୁଜୀ ନଗର ଅଟୋ ସ°ଘ ପକ୍ଷରୁ ବାପୁଜୀ ନଗର ସ୍ଥିତ କାର୍ଯ୍ୟାଳୟ ସମ୍ମୁଖରେ ୭୫ତମ ସ୍ବାଧୀନତା ଦିବସର ପୂର୍ତ୍ତି ଆଜାଦୀ କା ଅମୃତ ମହୋତ୍ସବ ପାଳନ କରିବା ସହ ପବିତ୍ର ୭୬ତମ ସ୍ୱାଧୀନତା ଦିବସ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି। ସକାଳୁ ସକାଳୁ ସ°ଘ ପକ୍ଷରୁ ପ୍ରଭାତଫେରୀ…
Read More...

ଏଲପିଟିମ୍ ପକ୍ଷରୁ ୭୬ତମ ସ୍ବାଧୀନତା ଦିବସ ପାଳିତ

ଭୁବନେଶ୍ୱର: ଏଲପିଟିମ୍ ପକ୍ଷରୁ ଚନ୍ଦ୍ରଶେଖରପୁର ସ୍ଥିତ ଦୁର୍ଗାପୂଜା ପଡିଆ ପରିସରରେ ପବିତ୍ର ୭୬ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଉପଦେଷ୍ଟା ତଥା ବରିଷ୍ଠ ଆଇନଜୀବି ସମରେନ୍ଦ୍ର ସାହୁ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ସମ୍ମାନିତ ଅତିଥି ଭାବେ ଶତୀନ୍ଦ୍ର…
Read More...