banner
Breaking
Monthly Archives

August 2022

ଭୁବନେଶ୍ୱରରେ ଦୂର ହେବ ଟ୍ରାଫିକ ସମସ୍ୟା

ଭୁବନେଶ୍ୱର,୧୦/୮(ବ୍ୟୁରୋ): ଭୁବନେଶ୍ୱରରେ ଦୂର ହେବ ଟ୍ରାଫିକ୍‌ ସମସ୍ୟା । ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପରିଦର୍ଶନ କରିଛନ୍ତି ୫ଟି ସଚିବ । ଭୁବନେଶ୍ୱରର ଦିନକୁ ଦିନ ଲୋକସଂଖ୍ୟା ବଢ଼ିବାରେ ଲାଗିଛି। ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଗାଡ଼ି…
Read More...

ରାଜ୍ୟରେ ପ୍ରବଳ ବର୍ଷା ହେବ

ଭୁବନେଶ୍ୱର,୯ା୮(ବ୍ୟୁରୋ)-ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏଥିଯୋଗୁ ଆସନ୍ତା ୧୨ ଘଣ୍ଟା ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ନେଇ…
Read More...

କୋଭିଡ ପାଇଁ ପରେଡ ବନ୍ଦ

ଭୁବନେଶ୍ୱର,୯ା୮(ବ୍ୟୁରୋ)-ଚଳିତ ବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପରେଡ ହେବ ନାହିଁ । ରାଜ୍ୟରେ କୋଭିଡ ସଂକ୍ରମଣ ଜାରି ରହିଥିବାରୁ ମଙ୍ଗଳବାର ଅନୁଷ୍ଠିତ ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ପରେଡ ନ ହେଲେ ମଧ୍ୟ ଗାର୍ଡ ଅଫ…
Read More...

ବିହାର ରାଜନୀତି ସରଗରମ, ନୀତୀଶ ହେବେ ମୁଖ୍ୟମନ୍ତ୍ରୀ

ପାଟନା, ୯।୮ : ମହାମେଣ୍ଟର ନେତା ଭାବେ ଜେଡ଼ିୟୁ ନେତା ନୀତୀଶ କୁମାରଙ୍କୁ ଚୟନ କରାଯାଇଛି। ମଙ୍ଗଳବାର ଅପରାହ୍ନରେ ନୀତୀଶ ରାବ୍ରୀ ଦେବୀଙ୍କ ବାସଜ ଭବନରେ ପହଞ୍ଚିଥିଲେ। ସେଠାରୁ ଆରଜେଡି ନେତା ତେଜସ୍ବୀ ଯାଦବ ଏବଂ କଂଗ୍ରେସର ଭକ୍ତ ଚରଣ ଦାସଙ୍କ ସହିତ ମିଶି ମୁଖ୍ୟମନ୍ତ୍ରର ଆବାସ ଯାଇଥିଲେ।…
Read More...

+୩ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର : ରାଜ୍ୟର ଯୁକ୍ତ ୩ ଡିଗ୍ରୀ ମହାବିଦ୍ୟାଳୟ ଗୁଡିକରେ ୨୦୨୨-୨୦୨୩ ଶିକ୍ଷାବର୍ଷ ପାଇଁ ୟୁଜି ପାଠ୍ୟକ୍ରମରେ ନାମଲେଖା ଲାଗି ସରକାରଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ୩ ଡିଗ୍ରୀ ପାଠ୍ୟକ୍ରମ ସମେତ ସମସ୍ତ ସେଲ୍ଫ ଫାଇନାନ୍ସିଂ(ଡିଗ୍ରୀ) ଓ ସଂସ୍କୃତ ଶାସ୍ତ୍ରୀ…
Read More...

ଭୁବନେଶ୍ୱରରେ ନିର୍ମାଣ ହେବ ଆଉ ୨୫ଟି ଭେଣ୍ଡିଙ୍ଗ ଜୋନ୍

ଭୁବନେଶ୍ୱର,୯।୮(ବ୍ୟୁରୋ):ଖୁବ୍‌ଶୀଘ୍ର ସହରରେ ଆଉ ୨୫ଟି ଭେଣ୍ଡିଂ ଜୋନ୍‌ ନିର୍ମାଣ କରିବାକୁ ଯୋଜନା କରୁଛି ବିଏମ୍‌ସି। ତେବେ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ(ମୁକ୍ତା) ଯୋଜନାରେ ଏହା ନିର୍ମାଣ ହେବ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ଫିକି ମହିଳା ଶାଖା ପକ୍ଷରୁ ଜାତୀୟ ହସ୍ତତନ୍ତ ଦିବସ

ଭୁବନେଶ୍ବର: ହସ୍ତତନ୍ତ ସାମଗ୍ରୀ ଫିକି ମହିଳା ଶାଖା ପକ୍ଷରୁ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। ପଞ୍ଜାବର ଲୁଧିଆନାରେ ଥିବା ପାଭିଲିଅନ ମଲ୍‌ରେ ଓଡ଼ିଶା ବୁଣାକାରଙ୍କ ସାମଗ୍ରୀ ପ୍ରଦର୍ଶନ ଓ ବିକ୍ରି ପାଇଁ ସ୍ଵତନ୍ତ୍ର କଳିଙ୍ଗରୂପ ସୋ ରୁମ୍ ଖୋଲାଯାଇଛି। ପରିଚୟ ସହଯୋଗରେ ଖୋଲିଥିବା ଏହି…
Read More...

ବନ୍ଧୁତ୍ବ ଦିବସକୁ ନିଆରା ଭାବେ ପାଳିଲା ଯାଯାବର ସଂଗଠନ

ଭୁବନେଶ୍ବର: ସ୍ବଚ୍ଛତାର ବାର୍ତ୍ତା ଦେଇ ବନ୍ଧୁତ୍ୱ ଦିବସକୁ ନିଆରା ଭାବେ ପାଳିଲା ଯାଯାବର । ପରିବେଶ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ସାମ୍ବାଦିକ ଭାଇ ଭଉଣୀ ।ଭୁବନେଶ୍ୱର ଖଣ୍ଡଗିରି ବସଷ୍ଟାଣ୍ଡ ପରିସରକୁ ସଫା କରିଛନ୍ତି। ଏହା ସହ ରାସ୍ତା କଡରେ ବୃକ୍ଷରୋପଣ ମଧ୍ୟ କରିଥିଲେ।ଯାଯାବର…
Read More...

ଗୋଟିଏ ମଞ୍ଚରେ ଶାହା ଓ ନବୀନ

କଟକ,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଏକ ଦୈନିକ ଖବରକାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…
Read More...

ଅବିବାହିତ ମହିଳା ଗର୍ଭପାତ ସପକ୍ଷରେ ବିଚାର

ନୂଆଦିଲ୍ଲୀ : ଗର୍ଭପାତ ଆଇନ କ୍ଷେତ୍ରରେ ବିବାହିତ ଓ ଅବିବାହିତ ମହିଳାଙ୍କ ମଧ୍ୟରେ କୌଣସି ବାଛବିଚାର କରାଯିବା ଉଚିତ୍ ନୁହେଁ। ଅବିବାହିତ ମହିଳାଙ୍କୁ ଗର୍ଭପାତ ଆଇନ (ମେଡିକାଲ ଟର୍ମିନେସନ ଅଫ ପ୍ରେଗନେନ୍ସି ଆକ୍ଟ)ରୁ ବାଦ୍ ଦିଆଯିବା ଦ୍ବାରା ସେମାନଙ୍କ ବ୍ୟକ୍ତିଗତ ସ୍ବାଧୀନତା କ୍ଷୁଣ୍ଣ…
Read More...