banner
Breaking
Monthly Archives

August 2022

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଦୁଇଟି ପୁସ୍ତକ ଉନ୍ମୋଚିତ

ଭୁବନେଶ୍ବର, ୫ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ୨ଟି ପୁସ୍ତକ ‘ଶେଷ ଚିଠି’ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ମହାନ୍ତିଙ୍କୁ ତାଙ୍କ ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇବା ସହ…
Read More...

ଚାଇନାର ବାଲାଷ୍ଟିକ କ୍ଷେପଣାସ୍ତ୍ର ମାଡ

ତାଇପେଇ.୪।୮: ଆମେରିକାର ପ୍ରତିନିଧି ସ୍ପିକର ନାନ୍ସି ପେଲୋସିଙ୍କ ତାଇୱାନ ଗସ୍ତ ପରେ ଚାଇନା ଉତ୍ତ୍ୟକ୍ତ ହୋଇପଡିଛି। ଗୁରୁବାର ତାଇୱାନ ସୀମାର ବିଭିନ୍ନ ସ୍ଥାନରେ ଚାଇନା ସମରାଭ୍ୟାସ କରିବା ସହ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼ କରିଛି। ତାଇୱାନର ଉତ୍ତର-ପୂର୍ବ ଏବଂ ଦକ୍ଷିଣ-ପଶ୍ଚିମ ଦିଗରେ…
Read More...

ଛତିଶଗଡ଼ରେ ଭୂକମ୍ପ ଝଟକା

ରାୟପୁର,୪।୮: ଛତିଶଗଡର ସୁରଜପୁର ଅଞ୍ଚଳରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୦ ଥିଲା। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠ ଠାରୁ ପ୍ରାୟ ୧୦ କିଲୋମିଟର ଗଭୀରରେ ଥିଲା ବୋଲି ପାଣିପାଗ…
Read More...

ଡିଏଭି ଚନ୍ଦ୍ରଶେଖରପୁରର ୩୪ତମ ପ୍ରତିଷ୍ଠା ଦିବସ ସମାରୋହ

ଭୁବନେଶ୍ୱର, ୪/୮ କୌଣସି ସଫଳତା ସଂଯୋଗବଶତଃ ମିଳେ ନାହିଁ । ଆକସ୍ମିକ ଭାବରେ ଲବ୍ଧ ସାଫଲ୍ୟ କ୍ଷଣସ୍ଥାୟୀ । କଠିନ ପରିଶ୍ରମ ଓ ସାଧନା ଜରିଆରେ ମିଳିଥିବା ସଫଳତା ଦୀର୍ଘସ୍ଥାୟୀ ଓ ଫଳପ୍ରଦ ହୋଇଥାଏ ବୋଲି ଡିଏଭି ପବ୍ଲିକ୍‍ ସ୍କୁଲ୍‍, ଚନ୍ଦ୍ରଶେଖରପୁରର ୩୪ତମ ପ୍ରତିଷ୍ଠା ଦିବସ ସମାରୋହରେ…
Read More...

ଜାତୀୟ ଅସ୍ତି ଓ ଖଞ୍ଜା ଦିବସ ପାଳିତ

ଭୁବନେଶ୍ବର, ୪/୮- ଭୁବନେଶ୍ବର ସ୍ଥିତ କେୟାର ହସ୍ପିଟାଲ ଠାରେ ଜାତୀୟ ଅସ୍ଥି ଓ ଖଞ୍ଜା ଦିବସକୁ ଭିନ୍ନ ରୂପରେ ପାଳନ କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆଣ୍ଠୁ ପ୍ରତିରୋପଣ କରିଥିବା ୨୦ରୁ ଅଧିକ ରୋଗୀ ରାମ୍ପ ୱାକ୍‌ରେ ଚାଲିଥିଲେ। ରୋଗୀଙ୍କ ପାଇଁ କେୟାର ହସ୍ପିଟାଲ ପକ୍ଷରୁ ହସ୍ପିଟାଲ…
Read More...

ବାବୁସାନଙ୍କ ଜାମିନରେ ପୂର୍ଣ୍ଣଛେଦ

କଟକ,୪ା୮: ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟରେ ଆଗୁଆ ଜାମିନ ପାଇଁ କରିଥିବା ଆବେଦନରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ତଦନ୍ତରେ ବାବୁସାନ ସହଯୋଗ କରିଥିବାରୁ ହାଇକୋର୍ଟ ଏହି ଆବେଦନର ଅନ୍ତ ଘଟାଇଛନ୍ତି। ଏନେଇ ବାବୁସାନ୍‌ଙ୍କ ଓକିଲ ଧରଣୀଧର ନାୟକ କହିଛନ୍ତି। ଆଗୁଆ ଜାମିନ ଆବଶ୍ୟକ ନ…
Read More...

ମହିମା ମିଶ୍ରଙ୍କ ଘରେ ସିବିଆଇ

ଭୁବନେଶ୍ୱର : ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। କଟକ ଓଡ଼ିଆ ବଜାରସ୍ଥିତ ମହିମାଙ୍କ ଘର ଓ ଲିଙ୍କ୍‌…
Read More...

କମିଶନରେଟ ପୋଲିସରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଦ୍ୱୈତ ନଗରୀ କମିଶନରେଟ ପୋଲିସରେ ବୁଧବାର ବଡ଼ ଧରଣର ଅଦଳବଦଳ ହୋଇଛି। ଏନେଇ କମିଶନରେଟ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦୁଇ ଏସିପି, ୨୧ ଇନ୍ସପେକ୍ଟର ଓ ତିନି ଏସ୍‌ଆଇଙ୍କୁ ବଦଳି କରାଯାଇଛି। ସେହିପରି ବହୁଦିନ ଧରି ଓପିଏସ୍‌ ର଼୍ୟାଙ୍କକୁ…
Read More...

ଏମ୍ସ ଭୁବନେଶ୍ୱରରେ ଏବିସି ଇକୋକାର୍ଡିଓଗ୍ରାଫି ସମ୍ବନ୍ଧୀୟ ତାଲିମ କର୍ମଶାଳା

ଭୁବନେଶ୍ୱର,: ଗୁରୁତର ଅସୁସ୍ଥ ରୋଗୀଙ୍କ ପାଇଁ ଉନ୍ନତ ହୃଦ୍‌ରୋଗ ଏବଂ ଉତ୍ତମ ହେମୋଡାଇନାମିକ୍ ପରିଚାଳନା ଯୋଗାଇଦେବା ଉଦ୍ଦେଶ୍ୟରେ ଏମ୍ସ ଭୁବନେଶ୍ୱର ଆନାସ୍ଥେସିଓଲୋଜି ଏବଂ କ୍ରିଟିକାଲ କେୟାର ବିଭାଗ ପକ୍ଷରୁ ଏବିସି ଇକୋକାର୍ଡିଓଗ୍ରାଫିର ଦ୍ୱିତୀୟ ସଂସ୍କରଣ କର୍ମଶାଳା ଆୟୋଜିତ ହୋଇଯାଇଛି।…
Read More...

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଆଇଏଏସ୍‌ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ, ସେହିପରି ଆଇଏଏସ୍‌ ଅଶ୍ୱଥି ଏସ୍‌ଙ୍କୁ ସ୍କୁଲ ଓ ଗଣଶିକ୍ଷା ସଚିବ ଭାବେ…
Read More...