banner
Breaking
Monthly Archives

September 2022

ଆଜି ବସିବ କ୍ୟାବିନେଟ ବୈଠକ

ଭୁବନେଶ୍ବର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟାରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗେ ଦେବେ। ଏହି ବୈଠକରେ କ୍ୟାବିନେଟର ୧୦ରୁ ଅଧିକ ପ୍ରସ୍ତାବକୁ ମଞ୍ଜୁରୀ…
Read More...

ଦଣ୍ଡାଦେଶ ପରେ ମୋକିମଙ୍କୁ ମିଳିଲା ଜାମିନ

କଟକ : ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ (ଓଆରଏଚଡିସି)ରେ ହୋଇଥିବା ଦୁର୍ନୀତି ମାମଲାର ବିଚାରକରି ଦୀର୍ଘ ୨୧ ବର୍ଷ ପରେ ଭୁବନେଶ୍ବର ଦୁର୍ନୀତି ନିବାରଣ(ଭିଜିଲାନ୍ସ) କୋର୍ଟ ରାୟ ଶୁଣାଇଛନ୍ତି। କୋର୍ଟ ତାଙ୍କ ରାୟରେ କଟକ-ବାରବାଟୀ ବିଧାୟକ ତଥା ମେଟ୍ରୋ ବିଲଡର୍ସର ପରିଚାଳନା…
Read More...

ଗିରଫ ହେଲା ଟୁଙ୍ଗୁରୁ ଭୋଳ

ଭୁବନେଶ୍ୱର : ଜଣେ ମହିଳାଙ୍କୁ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ପରେ ଉକ୍ତ ଭିଡିଓ ଭାଇରାଲ୍ କରିବା ଅଭିଯୋଗରେ ଭରତପୁର ଥାନା ପୁଲିସ ଗୁରୁବାର ସମ୍ପୃକ୍ତ ପ୍ରେମିକ ଫୁଲେଶ୍ବରୀ ବସ୍ତିରେ ରହୁଥିବା ଗଞ୍ଜାମ ଜିଲା ହିଞ୍ଜିଳିକାଟୁର ଆଲୋକ ଭୋଳ ଓରଫ ଟୁଙ୍ଗୁରୁକୁ…
Read More...

ଜନ୍ମପୀଠକୁ ଆକର୍ଶଣୀୟ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କର-ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠକୁ ଏକ ଆକର୍ଶଣୀୟ ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ କରାଯଇଥିବା ପ୍ରକଳ୍ପର କାର୍ଯ୍ୟାୟନରେ ବେଶ ଅଗ୍ରଗତି ହୋଇଛି ।…
Read More...

ସରକାରଙ୍କ ଜନକଲ୍ୟାଣ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆମ ଦଳ ଲୋକଙ୍କ ସାଥୀରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ତେଣୁ ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ, ତାହା ଉପରେ ଧ୍ୟାନ ଦିଅ। ବାଙ୍ଗାଲୋରରୁ ଏମିତି ବାର୍ତ୍ତା ଦେଇ ବିଜୁ ଜନତା ଦଳର ସଭାପତି ତଥା ମାନ୍ୟବର…
Read More...

ଜୟନ୍ତୀ ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ପୃଥ୍ବୀ ବଲ୍ଲଭ ପଟ୍ଟନାୟକ ମୁଖାଗ୍ନି ଦେଇଥିଲେ। ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ,ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସହିତ ବହୁ…
Read More...

୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ଘୂର୍ଣ୍ଣିବଳୟ…
Read More...

ନକଲି କାଗଜ ପତ୍ରରେ ହିମ୍ କିଣିବେ ମିଳିବ କଠୋର ଦଣ୍ଡ

ନୂଆଦିଲ୍ଲୀ: ନକଲି ପ୍ରମାଣପତ୍ର ଦେଇ ଯେଉଁମାନେ ସିମକାର୍ଡ କିଣୁଛନ୍ତି ସେମାନଙ୍କ ଉପରେ ୧ ବର୍ଷ ଜେଲ ଦଣ୍ଡ ଓ ୫୦ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରାଯିବ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଉଛି । ଟେଲିକମ ମନ୍ତ୍ରଣାଳୟ ପକ୍ଷରୁ ଏହାର ନିର୍ଦ୍ଦେଶନାମା ଜାରୀ କରାଯାଇଛି । ଏହା…
Read More...

ଗଣମାଧ୍ୟମ ଗଣତନ୍ତ୍ରର ମାଧ୍ୟମ ହେଉ ଓଡ଼ଶା ପତ୍ରକାର ସଂଘର ୧୩ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର, : ଗଣମାଧ୍ୟମ ଗଣତନ୍ତ୍ରର ମାଧ୍ୟମ ହେଉ । ବିକାଶ ମଧ୍ୟ ଏହାର ଏକ ମାଧ୍ୟମ । ଖବର କାଗଜ ଗୋଟିଏ ଦିଗ ଯିଏ ସମାଜକୁ ସତ୍‌ମାର୍ଗରେ ପରିଚାଳନା କରେ । ହେଲେ କିଛିବର୍ଷ ହେଲା ଗଣମାଧ୍ୟମ ବ୍ୟବସାୟରେ ପରିଣତ ହୋଇଥିବାରୁ ଏବେ ଲୋକଙ୍କ ସ୍ୱର ଗଣମାଧ୍ୟମରେ ପ୍ରକାଶ ପାଇପାରୁ ନାହିଁ । ବିକାଶ…
Read More...

ଜାତୀୟ ସ୍ତରରେ ଏମ୍ସ ଭୁବନେଶ୍ୱର ଆବାସିକ ଡାକ୍ତରୀ ଛାତ୍ରଙ୍କ କୃତିତ୍ବ

ଭୁବନେଶ୍ୱର, : ଏହାର ପ୍ରଥମ ଦଶନ୍ଧିର ଚମତ୍କାର ଯାତ୍ରାର ସଫଳ କାହାଣୀରେ ଚଳିତ ମାସ ଏମ୍ସ ଭୁ‌ବନେଶ୍ବର ପାଇଁ ଜାତୀୟ ସ୍ତରରେ ଆଣି ଦେଇଛି କୃତିତ୍ବପୂର୍ଣ୍ଣ ଖବର। ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନର ୬ଜଣ ଆବାସିକ ଡାକ୍ତରୀ ଛାତ୍ର ତିନି ଭିନ୍ନ ଭିନ୍ନ ଜାତୀୟ ଶୈକ୍ଷିକ କାର୍ଯ୍ୟକ୍ରମର…
Read More...