banner
Breaking
Monthly Archives

September 2022

ସୁସ୍ଥ ଓ ଶିକ୍ଷିତ ସମାଜ ଗଠନ ପାଇଁ ନୂତନ ପରିକଳ୍ପନା

ଭୁବନେଶ୍ୱର – ଶିକ୍ଷା କେବେ ସରେ ନାହିଁ । ଏକ ସୁସ୍ଥ, ସୁନ୍ଦର ଓ ଶିକ୍ଷିତ ସମାଜ ଗଠନ ପାଇଁ ସୁଶିକ୍ଷାର ଆବଶ୍ୟକତା ରହିଛି । ଆଦର୍ଶ ପରିବାର, ଗାଁ ,ସହର, ରାଜ୍ୟ, ରାଷ୍ଟ୍ର ଓ ସମାଜ ଗଠନ କରିବାରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି । ଜଣେ ପରିପକ୍ୱ ଶିକ୍ଷକ ହେଉଛନ୍ତି ସମାଜର…
Read More...

ଏମ୍ସ ଭୁବନେଶ୍ୱରରେ ପ୍ରଥମ ସଫଳ କିଡ୍‌ନୀ ପ୍ରତିରୋପଣ

ଭୁବନେଶ୍ୱର : ଏମ୍ସ ଭୁବନେଶ୍ୱର ଏହାର ପ୍ରଥମ ଦଶନ୍ଧିର ସଫଳ ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ ଯୋଡ଼ିଛି। ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପୂର୍ବ ଭାରତରେ ଭରସାର କେନ୍ଦ୍ରବିନ୍ଦୁ ପାଲଟିଥିବା ଏମ୍ସ ଭୁବନେଶ୍ବରରେ ସଫଳତାର ସହିତ ବହୁପ୍ରତିକ୍ଷୀତ ପ୍ରଥମ କିଡ୍‌ନୀ ପ୍ରତି‌ରୋପଣ ସମ୍ପନ୍ନ ହୋଇଛି।…
Read More...

କିଟ୍ ଓ କିସରେ ଆନ୍ତର୍ଜାତୀୟ କ୍ରିଡ଼ା ଦିବସ ପାଳିତ

ଭୁବନେଶ୍ୱର : ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଦିବସ କିଟ୍‌-କିସ୍‌ ଆଥଲେଟିକ୍ସ ଷ୍ଟାଡିୟମରେ କିଟ୍‌-ଓ କିସ୍‌ର କ୍ରୀଡ଼ା ଛାତ୍ରମାନଙ୍କ ମଧ୍ୟରେ ପାଳିତ ହୋଇଯାଇଛି। ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟିଜ୍‌ (ଏଆଇୟୁ), ଏସିଆନ ୟୁନିଭର୍ସିଟି ସ୍ପୋଟର୍‌ସ ଫେଡେରେଶନ (ଏୟୁଏସ୍‌ଏଫ୍‌)…
Read More...

ରୟାଲ ପ୍ୟାଲେସରେ ବିରାଜିବେ ମା

ଭୁବନେଶ୍ୱର (ଓଡ଼ିଆ ନ୍ୟୁଜ) : ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଚାରିଆଡେ ଖୁସିର ମାହୋଲ। ଦୁଇ ବର୍ଷ ପରେ ଭକ୍ତମାନେ ଦର୍ଶନ କରିବେ ମା’ ଦଶଭୁଜାଙ୍କୁ। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଦୌଡ଼ରୁ ବାଦ୍‌ପଡ଼ିନି ଡମଣା ଗୋପୀନାଥ…
Read More...

ଶିଳ୍ପାଞ୍ଚଳ ବିକାଶର ସମୀକ୍ଷା କଲେ ୫ଟି ସଚିବ

ଖୋର୍ଦ୍ଧା : ରାଜ୍ୟରେ ଶିଳ୍ପ ସମୃଦ୍ଧ ପାଇଁ ସରକାର ନିରନ୍ତର ପ୍ରୟାସ କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଖୋର୍ଦ୍ଧା ଶିଳ୍ପାଞ୍ଚଳ ଆସି ଶିଳ୍ପ ଏବଂ ଶିଳ୍ପାଞ୍ଚଳ ବିକାଶର ସମୀକ୍ଷା କରିଛନ୍ତି। ଶିଳ୍ପାଞ୍ଚଳ,…
Read More...

ବିକାଶ ଏଜୁକେଶନାଲ୍ ଟ୍ରଷ୍ଟ ପକ୍ଷରୁ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ଅର୍ଥରାଶି ପ୍ରଦାନ

ଭୁବନେଶ୍ୱର - ବିକାଶ ଏଜୁକେଶନାଲ ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ସରକାରୀ ଓ ବେସରକାରୀ କଲେଜରେ ଅଧ୍ୟୟନରତ ୧୫୪ ଜଣ ନର୍ସିଂ ଛାତ୍ରଛାତ୍ରୀଙ୍କୁ ୨୫ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସେମାନଙ୍କ ମଧ୍ୟରେ ୯୩ ଜଣ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ନର୍ସିଂ କଲେଜ, ବ୍ରହ୍ମପୁର…
Read More...

ଶାନ୍ତି ଶୃଙ୍କଳାର ସହ ପୂଜା ପାଳନ କରିବା ପାଇଁ ଶାନ୍ତି କମିଟିର ନିବେଦନ

ଭୁବନେଶ୍ୱର – ଭୁବନେଶ୍ୱର ଶାନ୍ତି କମିଟି ପକ୍ଷରୁ ଚନ୍ଦ୍ରଶେଖରପୁର ସ୍ଥିତ କ୍ରିଷ୍ଟାଲ କୋର୍ଟୟାତ ମଣ୍ଡପ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କରୋନା ମହାମାରୀର କରାଳ ଦାଉରେ ଦୁଇ ବର୍ଷ ନିରାଡମ୍ବରରେ ପାଳିତ ହୋଇଥିବା ଦୁର୍ଗାପୂଜା ଚଳିତ ବର୍ଷ ମହାଆଡମ୍ବରରେ ପାଳନ ହେବାକୁ ଯାଉଛି । ତେଣୁ…
Read More...

୨୨ ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ବର,୨୦।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ସାଢ଼େ ୩ ଲକ୍ଷ ପିଲା ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ…
Read More...

ସାଲିଆ ସାହିରୁ ଦେଶୀ ମଦ ଜବତ

ଭୁବନେଶ୍ବର,୨୦।୯(ବ୍ୟୁରୋ):ଭୁବନେଶ୍ବର ସାଲିଆସାହିରେ ମଙ୍ଗଳବାର କମିଶନରେଟ୍‌ ପୋଲିସ ଚଢାଉ କରିଛି। ଏହି ଚଢାଉରେ ବିପୁଳ ପରିମାଣରେ ଦେଶୀ ମଦ ସହ ପ୍ରସ୍ତୁତ ସାମଗ୍ରୀ ପୋଲିସ ଜବତ କରିଛି । ଏଥିରେ ଡିସିପି ପ୍ରତୀକ ସିଂଙ୍କ ସମେତ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ସାମିଲ ଥିଲେ। ଅନ୍ୟପଟେ ଦେଶୀ…
Read More...

ବଢୁଛି ଡେଙ୍ଗୁ, ୧୭ ଦିନରେ ୧ ହଜାରରୁ ଉର୍ଦ୍ଧ୍ବ ଚିହ୍ନଟ

ଭୁବନେଶ୍ୱର :ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଏବେ ଡେଙ୍ଗୁ ଭୂତାଣୁ ସକ୍ରିୟ ରହିଛି। ସହରର ସବୁ ଅଞ୍ଚଳକୁ ଡେଙ୍ଗୁ ବ୍ୟାପିଯାଇଥିବାବେଳେ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଛି। ସାମାନ୍ୟ ଜ୍ୱର ହେଲେ ବି ସହରବାସୀଙ୍କ ମନରେ ଛନକା ପଶୁଛି। ରାଜ୍ୟରୁ ଚିହ୍ନଟ ହେଉଥିବା ଡେଙ୍ଗୁ ରୋଗୀଙ୍କ…
Read More...