banner
Breaking
Monthly Archives

September 2022

ଶ୍ରୀ ଲୋକନାଥ ପୀଠରେ ୫ଟି ସଚିବଙ୍କ ସମୀକ୍ଷା

ପୁରୀ :୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ସୋମବାର ପୁରୀ ଆସି ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ଉନ୍ନତିମୂଳକ କାର୍ଯ୍ୟ ରୂପରେଖର ସମୀକ୍ଷା କରିଛନ୍ତି। ଶ୍ରୀଲୋକନାଥ ମନ୍ଦିରର ସେବାୟତମାନେ ଦୀର୍ଘଦିନ ଧରି ମନ୍ଦିରର ନବକଳେବର ପାଇଁ ଦାବି କରୁଥିବାବେଳେ ସୋମବାର ୫-ଟି ସଚିବ ପାଣ୍ଡିଆନ୍‌…
Read More...

ପୁଣି ବଢିପାରେ ମାଗଣା ରାଶନ ଅବଧି

ନୂଆଦିଲ୍ଲୀ : ଗରିବଙ୍କୁ ମାଗଣା ରାଶନ ଯୋଗାଇବା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମଜିକେଏୱାଇ)କୁ ୩୦ ସେପ୍ଟେମ୍ବରରୁ ବଢାଇବା ପାଇଁ ସରକାର ଖୁବଶୀଘ୍ର ନିଷ୍ପତ୍ତି ନେଇପାରନ୍ତି । ଖାଦ୍ୟ ସଚିବ ସୁଧାଂଶୁ ପାଣ୍ଡେ ସୋମବାର କହିଛନ୍ତି ଯୋଜନାର ସମୟ ସୀମା ବଢାଇବାର ନିଷ୍ପତ୍ତି ସରକାର…
Read More...

ଶିକ୍ଷକ ମାନଙ୍କ କଲ୍ୟାଣ ପାଇଁ ବଜ୍ର ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାର ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଆଜି ଆମେ ବିଭିନ୍ନ କ୍ଷେତ୍ରରେ ଆମର ପ୍ରତିଭାର ବିକାଶ ହୋଇପାରିଛି…

ଭୁବନେଶ୍ୱର : ଆଜି ସଂଧ୍ୟାରେ ନବୀନ ନିବାସଠାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ…
Read More...

କଟକ ବଡ ଡାକ୍ତରଖାନା ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା

କଟକ : କଟକ ଶ୍ରୀରାମଚଂଦ୍ର ମେଡିକାଲ କଲେଜ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସାଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି । ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ସୁଯୋଗ…
Read More...

ଲଘୁଚାପ ସକ୍ରିୟ, ପ୍ରବଳ ବର୍ଷା

ଭୁବନେଶ୍ୱର : ୧୮ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତି…
Read More...

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ୱର : ପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ ବର୍ଦ୍ଧିତ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ୩ ପ୍ରତିଶତ ଡିଏ ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁୟାରୀ…
Read More...

କଟକରୁ ପୁଣି ଜବତ ହେଲା ନକଲି ମେଡିସିନ

କଟକ : କଟକରୁ ସୋମବାର ପୁଣି ନକଲି ଔଷଧ ଜବତ ହୋଇଛି। ନକଲି ଟେଲ୍ମା-୪୦ ଔଷଧ ଜବତ ହୋଇଛି । ପୁରୀ ଘାଟ ଥାନା ପୋଲିସ ପକ୍ଷରୁ ଦୋଳମୁଣ୍ଡାଇ ମହତାବ ରୋଡସ୍ଥିତ ଏକ ଟ୍ରାନ୍ସପୋର୍ଟ କମ୍ପାନୀରୁ ଚଢ଼ାଉ କରାଯାଇ ଏହି ଔଷଧ ଜବତ ହୋଇଛି । ମିଳିଥିବା ଖବର ଅନୁସାରେ, ୧୩୫୦ ଷ୍ଟ୍ରିପ୍‌ ନକଲି ଔଷଧ ଜବତ…
Read More...

ବ୍ରହ୍ମାସ୍ତ୍ର ପାର୍ଟ ୨ ରେ ହିତ୍ରିକ ଓ ଦୀପିକାଙ୍କ ଯୋଡ଼ି

ମୁମ୍ବାଇ : ବଲିଉଡ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ସେପ୍ଟେମ୍ବର ୯ରେ ରିଲିଜ୍‌ ହୋଇଯାଇଛି। ଯାହାକୁ ଦର୍ଶକ ଦେଖିବା ପାଇଁ ଅପେକ୍ଷା କରିଥିଲେ। ତେବେ ଫିଲ୍ମଟି ରିଲିଜ୍‌ ହେବାର ୧୦ ଦିନ ହୋଇଯାଇଥିଲେ ମଧ୍ୟ ଫିଲ୍ମକୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ…
Read More...

ଭାରତୀୟ ଭ୍ରଷ୍ଟାଚାର ନିବାରଣ ସଂସ୍ଥା ତରଫରୁ ବାସହରା ଆଶ୍ରୟ ସ୍ଥଳରେ ରନ୍ଧା ଖାଦ୍ୟ ବଣ୍ଟନ

ଭୁବନେଶ୍ୱର : ଭାରତୀୟ ଭ୍ରଷ୍ଟାଚାର ନିବାରଣ ସଂସ୍ଥା ଭୁବନେଶ୍ୱର କମିଟି ତରଫରୁ ଘାଟିକିଆରେ ଥିବା ସରକାରୀ ବାସହରା ଆଶ୍ରୟସ୍ଥଳରେ ରନ୍ଧା ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସମ୍ପ୍ରତି ରାଜ୍ୟରେ ଦେଖା ଦେଇଥିବା ମହାମାରୀ କରୋନା ପ୍ରଭାବରେ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି…
Read More...