banner
Breaking
Monthly Archives

September 2022

ଡ଼ ଅଚ୍ୟୁତ ସାମନ୍ତଙ୍କୁ ନାଗରିକ ସମ୍ବର୍ଦ୍ଧନା ସମ୍ମାନ

ଭୁବନେଶ୍ୱର : କିସ୍‌ ବିଶ୍ୱବିଦ୍ୟାଳୟକୁ ନିକଟରେ ବିଶ୍ୱର ସର୍ବଶ୍ରେଷ୍ଠ ୟୁନେସ୍କୋ ସାକ୍ଷରତା ପୁରସ୍କାର ମିଳିଛି। ଏ ନେଇ କିସ୍‌ ଓ କିଟ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଓଡ଼ିଶା ସଚେତନ ନାଗରିକ ଫୋରମ୍‌ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ‘ନାଗରିକ ସମ୍ବର୍ଦ୍ଧନା’ ପ୍ରଦାନ କରାଯାଇଛି।…
Read More...

ଭାରତ ପାକିସ୍ତାନ ମ୍ୟାଚ ପାଇଁ ଟିକେଟ ଶେଷ

ନୂଆଦିଲ୍ଲୀ : ଟି-୨୦ ବିଶ୍ୱକପ ୨୦୨୨ରେ ୨୩ ଅକ୍ଟୋବରରେ ହେବାକୁ ଥିବା ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚର ସମସ୍ତ ଟିକେଟ ବିକ୍ରି ହୋଇସାରିଛି। ଆଇସିସିର ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି। ଆଇସିସି କହିଛି, ଅକ୍ଟୋବର ୨୩ରେ ମେଲବର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ ହେବାକୁ ଥିବା ଭାରତ…
Read More...

ପିଜି ନାମଲେଖା ପାଇଁ ପ୍ରକାଶ ପାଇବ ପ୍ରଥମ ଆବଣ୍ଟନ ତାଲିକା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ଗୁରୁବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ସିଟ୍‌ ଆବଣ୍ଟନ ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ରଙ୍କର ୧୬ ଓ ୧୭ ତାରିଖରେ ନାମଲେଖା ଅନୁଷ୍ଠିତ ହେବ। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ…
Read More...

ଚନ୍ଦୁ ହତ୍ୟା ମାମଲାରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ନାରାୟଣ ବସ୍ତିର ପି. ସୁବ୍ରତ ରାଓ ଓରଫ ଚନ୍ଦୁ ହତ୍ୟା ମାମଲାରେ କମିଶନରେଟ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତା ରଞ୍ଜୁ ନାୟକ (୨୯) ଓ ତାଙ୍କ ଦ୍ୱିତୀୟ ସ୍ବାମୀ କାହ୍ନା ନାୟକ(୨୮)ଙ୍କୁ ଗଞ୍ଜାମରୁ…
Read More...

ଆଜି ରାଜ୍ୟରୁ ୨୮୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଜି ପୁଣି ୨୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୬୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଥିବା ବେଳେ ୧୧୯ ସ୍ଥାନୀୟ ଲୋକ ରହିଛନ୍ତି। ସେହିଭଳି ୧୮ ବର୍ଷରୁ କମ୍‌ ବୟସର ୩୬ ଆକ୍ରାନ୍ତ ରହିଥିବା ନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
Read More...

ଶ୍ରୀ ଚୈତନ୍ୟ ଇନ୍‌ଷ୍ଟିଚ୍ୟୁଟ ଅଫ୍ ବୈଷ୍ଣବିକ କଲଚର ଦ୍ୱାରା ରକ୍ତଦାନ ଶିବିର

ଭୁବନେଶ୍ୱର : ରକ୍ତଦାନ ମହତ୍ ପୂଣ୍ୟ । ରକ୍ତର ଅଭାବରୁ ଆମ ରାଜ୍ୟରେ ବହୁତ ଲୋକ ଅକାଳରେ ମୃତ୍ୟୁବରଣ କରିଥାନ୍ତି । ନିୟମିତ ରକ୍ତ ଆବଶ୍ୟକ କରୁଥିବା, ରକ୍ତଶୂନ୍ୟତା ଭୋଗୁଥିବା ଶିଶୁ, ପୋଡ଼ାଜଳା ରୋଗୀ, ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ଏବଂ ଥାଲାମେସିଆ, ଅସହାୟ ଓ ନିରାଶ୍ରୟ ରୋଗୀମାନଙ୍କୁ ବଞ୍ଚାଇ…
Read More...

୪୦ତମ ରାଜ୍ୟ ଚାରୁକଳା ପୁରସ୍କାର’ ଘୋଷଣା

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ୨୦୨୨ ମସିହା ପାଇଁ ‘୪୦ତମ ରାଜ୍ୟ ଚାରୁକଳା ପୁରସ୍କାର’ ଘୋଷଣା କରାଯାଇଛି। ୮ଜଣ ଶିଳ୍ପୀ ଏହି ପୁରସ୍କାର ପାଇବେ। ସେମାନେ ହେଲେ ଭାସ୍କର୍ଯ୍ୟରେ ଶିଳ୍ପୀ ପ୍ରତାପ ଚନ୍ଦ୍ର ଜେନା ଓ ଅଶାନ୍ତ ଦାସ, ମୁଦ୍ରଣ କଳାରେ ରବି ନାରାୟଣ ଗୁପ୍ତା ଓ ଟୁକୁନା…
Read More...

ଓଡ଼ିଶା ଦେଶର ଦୃତ ଅଭିବୃଦ୍ଧି ରାଜ୍ୟ: ନବୀନ

ଭୁବନେଶ୍ୱର : ରାଜ୍ୟ ସରକାର ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ମିଳିତ ସହଯୋଗରେ ମୁମ୍ବାଇରେ ବୁଧବାର ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶା ହେଉଛି ଦେଶର…
Read More...

ଇ°ଲଣ୍ଡ ଠାରୁ ଜିତିଲା ଭାରତ

ଡର୍ବି : ଓପନର ସ୍ମୃତି ମନ୍ଧାନାଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମୁକାବିଲାରେ ବିଜୟୀ ହୋଇଛି ଭାରତ। ୩ ମ୍ୟାଚ ବିଶିଷ୍ଟ ସିରିଜ ବର୍ତ୍ତମାନ ୧-୧ରେ ରହିଥିବା ବେଳେ ଗୁରୁବାର ଅନ୍ତିମ ମ୍ୟାଚ ଖେଳାଯିବ। ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଫ୍ରେୟା…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ-ପରିବାରର ସହମତି ଓ ସହଯୋଗ ଆପଣଙ୍କ କାମ ଲାଗି ଅନୁକୂଳ ପରିବେଶ ସୃଷ୍ଟି କରିବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ ଆସିପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। କଚେରି ମାମଲାରେ ପ୍ରତିପକ୍ଷ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ…
Read More...