banner
Breaking
Monthly Archives

October 2022

ଅୟସ କରିବା ପାଇଁ ଚୋରି, ଧରାହେଲେ ଏମବିଏ ଛାତ୍ରୀ

ଭୁବନେଶ୍ୱର : ଏକ ପ୍ରତିଷ୍ଠିତ ଘରୋଇ ବିଶ୍ୱବିଦ୍ୟାଳୟରେ ଏମ୍‌ବିଏ ପଢ଼ୁଥିଲେ ମଧ୍ୟ ଅୟସ ଜୀବନ ବିତାଇବା ଲାଗି ଚୋରି ପେସାକୁ ଆପଣାଇଥିଲେ। ହଷ୍ଟେଲରେ ରହି ଅନ୍ୟମାନଙ୍କ ଲାପ୍‌ଟପ୍‌, ମୋବାଇଲ୍‌ ଫୋନ୍‌ ଆଦି ଚୋରି କରୁଥିଲେ। ଶେଷରେ ପୋଲିସ ହାତରେ ଧରାପଡିଛନ୍ତି ସମ୍ପୃକ୍ତ ଏମ୍‌ବିଏ ଛାତ୍ରୀ।…
Read More...

ଆଜି ଭାରତ ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ : ଟି୨୦ ବିଶ୍ୱକପ୍‌ ୨୦୨୨ରେ ରବିବାରଠାରୁ ନିଜର ମିଶନ୍‌ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ମେଲବୋର୍ନରେ ଭାରତ ପାକିସ୍ତାନ ସହ ସୁପର-୧୨ ମୁକାବିଲାର ପ୍ରଥମ ମ୍ୟାଚ୍‌ ଖେଳିବ। ଅଧିନାୟକ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ୍‌ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌କୁ ଜିତିବା ଲକ୍ଷ୍ୟରେ…
Read More...

ଭୁବନେଶ୍ୱର ରନ୍‌ୱେ ୱିକ୍ ଓ ଓଡ଼ିଶା ଫ୍ୟାସନ୍ ଆଣ୍ଡ୍ ଲାଇଫ୍ ଷ୍ଟାଇଲ୍ ଆୱାର୍ଡ଼

ଭୁବନେଶ୍ୱର : ଉତ୍ସବ ହେଉ କିମ୍ବା ଯେକୌଣସି ପର୍ବପର୍ବାଣୀ ସବୁ ସମୟରେ ଆକର୍ଷଣୀୟ ଓ ସୁନ୍ଦର ଦେଖାଯିବା ନିମେନ୍ତ ସମସ୍ତଙ୍କ ମନରେ ରହିଥାଏ ଅଦମ୍ୟ ଉତ୍ସାହ । ନୂଆ ଡ଼ିଜାଇନ୍‌ର ପୋଷାକ ସହ ନ୍ୟୁ ଲୁକ୍‌ରେ ନିଜକୁ ପରଷି ଦେବାପାଇଁ ଲୋକଙ୍କ ମନରେ ଥାଏ ଅକୁଣ୍ଠ ଉନ୍ମାଦନା । ଉଭୟ ପୁରୁଷ ଓ ମହିଳାଙ୍କ…
Read More...

୮ ନମ୍ବର ଓ୍ବାର୍ଡରେ ଜନସମ୍ପର୍କ ପଦଯାତ୍ରା

ଭୁବନେଶ୍ୱର : ଉତ୍ତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭୁବନେଶ୍ୱର ମହାନଗର ନିଗମର ୮ ନମ୍ବର ଓ୍ବାର୍ଡରେ ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଲୋକଙ୍କ ପାଇଁ କାମକର, ଲୋକଙ୍କ ସହିତ ରୁହ, ଲୋକଙ୍କ ସୁଖ ଦୁଃଖ ରେ ଭାଗୀ ହୁଅ ଓ ଲୋକଙ୍କ ପାଖକୁ…
Read More...

ଭାରତ ପାକିସ୍ତାନ ସୀମାରେ ହେବ ନୂତନ ଏୟାରବେସ୍

ଗାନ୍ଧିନଗର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧିନଗରରେ ପ୍ରତିରକ୍ଷା ଏକ୍ସପୋ-୨୦୨୨ର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଭାରତ-ପାକିସ୍ତାନ ସୀମା ଏଲଓସି ନିକଟରେ ଥିବା ଦିସା ଠାରେ ଏକ ନୂତନ ଏୟାରବେସର ମୂଳଦୁଆ ପକାଇଛନ୍ତି। ସେ କହିଛନ୍ତି ଯେ ଏହି ନୂତନ ଏୟାରବେସ ଦେଶର ସୁରକ୍ଷା ପାଇଁ…
Read More...

ରାଜେନ୍ଦ୍ର ଦାସ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର : ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ଦାସ ବିଜେଡିରୁ ବହିଷ୍କୃତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜେନ୍ଦ୍ରଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ସୂଚନାନୁସାରେ, ଧାମନଗର ଉପନିର୍ବାଚନ ସ୍ବାଧୀନ ପ୍ରାର୍ଥୀ ଭାବେନିର୍ବାଚନ…
Read More...

ଵିଶାଳ ରକ୍ତ ଦାନ ଶିବିର ଅନୁଷ୍ଠିତ

ଭୁବନେଶ୍ବର : ଆଜି ରସୁଲଗଡ଼ ଛକ ନିକଟରେ ବାସନ୍ତୀ ଦୁର୍ଗା ମିନି ଟ୍ରକ ଆସୋସିଏସନ ଓ ଓଡ଼ିଶା ମୋ ପରିବାର ମିଳିତ ଆନୁକୁଲ୍ୟରେ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଆୟୋଜନ ହୋଇଯାଇଛି। ଏହି ଶିବିରକୁ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ଉତ୍ତର ବିଧାୟକ ଶ୍ରୀ…
Read More...

ନଦୀ ବନ୍ଧ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଆଜି ଭୁବନେଶ୍ୱର (ଉତ୍ତର) ନିର୍ବାଚନ ମଣ୍ଡଳୀର ପାଞ୍ଚ ପଂଚାୟତ (ବରିମୁଣ୍ଡ , କଲ୍ୟାଣପୁର, ରଘୁନାଥପୁର, ଇଂଜଣା ଓ ଦାଢ଼ା ) ଏବଂ ଭୁବନେଶ୍ୱର ମହାନଗର ନିଗମର ୪ ଟି ୱାର୍ଡରେ ବସବାସ କରୁଥିବା ହଜାର ହଜାର ଜନସାଧାରଣଙ୍କର ବହୁ ପ୍ରତିକ୍ଷିତ କାନପୁର ନଦୀବନ୍ଧ ରାସ୍ତାରୁ ହାଇଟେକ…
Read More...

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ବର : ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୪ଟି ସରକାରୀ ମେଡିକାଲ କଲେଜର ପ୍ରଶାସନିକ ଅଫିସର ଭାବେ ୪ ଜଣ ମହିଳା ଓଏଏସ୍‌ ଅଫିସରଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି…
Read More...

ବାତ୍ୟା ପାଇଁ ଛୁଟି ବାତିଲ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକୁ ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲାର ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ ହୋଇଥିବା ବେଳେ ୨୩ରୁ…
Read More...