banner
Breaking
Monthly Archives

November 2022

ପଟ୍ଟାମୁଣ୍ଡାଇ ତଳ ରାସ୍ତାରେ ବସ୍ ଚଳାଚଳ ନେଇ ତେଜିଲା ଆନ୍ଦୋଳନ

ପଟ୍ଟମୁଣ୍ଡାଇ : ପଟ୍ଟାମୁଣ୍ଡାଇରୁ ରାଜନଗରକୁ ସଂଯୋଗ କରୁଥିବା ଉପର ଏବଂ ତଳ ରାସ୍ତାରେ ବସ ଚଳାଚଳକୁ ନେଇ ଦୀର୍ଘଦିନ ହେବ ସ୍ଥାନୀୟ ଲୋକଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଶୁକ୍ରବାର ରାଜନଗର-ପଟ୍ଟାମୁଣ୍ଡାଇ ମୁଖ୍ୟ ରାସ୍ତାର ମଦନପୁର କଲେଜ ଛକ ନିକଟ ତଳ ରାସ୍ତାରେ ଉପରେ ନିର୍ଭର କରୁଥିବା…
Read More...

ଉଚ୍ଚ ନ୍ୟାୟାଳୟ ସ୍ଥାନାନ୍ତର ଓ ଭୁବନେଶ୍ୱରକୁ ସ୍ବତନ୍ତ୍ର ଜିଲ୍ଲା ମାନ୍ୟତା ଦାବି

ଭୁବନେଶ୍ୱର : କଟକରେ ଥିବା ଓଡ଼ିଶା ଉଚ୍ଚ ନ୍ୟାୟାଳୟକୁ ରାଜଧାନୀକୁ ସ୍ଥାନାନ୍ତର ଓ ଭୁବନେଶ୍ୱରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି ପୁଣି ଥରେ ଜୋର ଧରିଛି। ଏ ନେଇ ଭୁବନେଶ୍ୱର ଓକିଲ ସଂଘର ଶତାଧିକ ଆଇନଜୀବୀ ଶୁକ୍ରବାର ଜିଲାଜଜ୍‌ଙ୍କୁ ଘେରିବା ସହ କୋର୍ଟ ଫାଟକରେ ତାଲା ପକାଇ ଦୀର୍ଘ ସମୟ…
Read More...

୨୦୩ ସହକାରୀ ପ୍ରଫେସର ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମେଡିକାଲ ଏଜୁକେଶନ ସର୍ଭିସରେ ଶୁକ୍ରବାର ୨୦୩ଜଣ ସହକାରୀ ପ୍ରଫେସର ନିଯୁକ୍ତି ପାଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ନବନିଯୁକ୍ତ ଏହି ସହକାରୀ ପ୍ରଫେସରଙ୍କୁ ଦିଗ୍‌ଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…
Read More...

ଶୀତ ବସ୍ତ୍ର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାଜ୍ୟରେ ଶୀତ ଲହରି ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଶୀତ ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ…
Read More...

ଏମ୍ସ ଭୁବନେଶ୍ୱରରେ କବକ ସଂକ୍ରମଣ ଓ ନିରାକରଣ ନିମନ୍ତେ ଅତ୍ୟାଧୁନିକ ମଲିକୁଲାର ଏବଂ ଡାଇଗ୍ନୋଷ୍ଟିକ୍ ଗବେଷଣା କେନ୍ଦ୍ର…

ଭୁବନେଶ୍ୱର : ଏମ୍ସ ଭୁବନେଶ୍ୱରରେ କବକ ସଂକ୍ରମଣ ଓ ନିରାକରଣ ନିମନ୍ତେ ଅତ୍ୟାଧୁନିକ ମଲିକୁଲାର ଏବଂ ଡାଇଗ୍ନୋଷ୍ଟିକ୍ ଗବେଷଣା କେନ୍ଦ୍ର ଉଦଘାଟିତ ହୋଯାଇଛି। କବକ ଚିହ୍ନଟ, ଏନେଇ ହେଉଥିବା ସଂକ୍ରମଣ ଏବଂ ଏହାର ନିରାକରଣ ନେଇ ଆଜି ଏମ୍ସ ଭୁବନେଶ୍ବର ରେ ଆରମ୍ଭ ହୋଇଥିବା ଏପରି ଅନୁସନ୍ଧାନକେନ୍ଦ୍ର…
Read More...

ଯୁବ ୟୁଟ୍ୟୁବର ସଲିମ୍ ଖାଁଙ୍କୁ ଭୁବନେଶ୍ୱରରେ ସ୍ବାଗତ

ଭୁବନେଶ୍ୱର : ଯୁବ ୟୁଟବର କଣ୍ଟେଣ୍ଟ କ୍ରିଏଟର ମହମ୍ମଦ ସଲିମ୍ ଖାଁଙ୍କୁ ଭୁବନେଶ୍ୱରରେ ଫଲୋର ମାନେ ଭବ୍ୟ ସ୍ୱାଗତ କରିବା ସହିତ ସମ୍ବର୍ଦ୍ଧିତ କରିଛନ୍ତି। ମୁମ୍ବାଇ ମାହିମ ସହରର ଏହି ଯୁବକ ଜଣକ ୟୁଟ୍ୟୁବ୍ ମାଧ୍ୟମରେ କୋଟି କୋଟି ଯୁବ ପିଢୀଙ୍କର ମନ ଜିଣିଛନ୍ତି। ଓଡ଼ିଶାରେ ତାଙ୍କର ଅନେକ ଫଲୋର…
Read More...

ପୁଣି ଚାଇନାକୁ ଫେରିଲା କରୋନା

ବେଜିଂ : ପୁଣି ଚାଇନାକୁ କରୋନା ମହାମାରୀ ଫେରିଛି। ଦେଶରେ ଦିନକୁ ଦିନ ବଢୁଥିବା କରୋନା ମାମଲା ଯୋଗୁଁ ପରିସ୍ଥିତି ପୁଣି ସଙ୍କଟ ଜନକ ହୋଇଛି। ରାଜଧାନୀ ବେଜିଂରେ କରୋନା ଲକଡାଉନ ଅଧୀନରେ କଡା ପ୍ରତିବନ୍ଧକ ଲଗାଯାଇଛି। କରୋନା ଆକ୍ରାନ୍ତଙ୍କ ଦୈନିକ ସଂଖ୍ୟା ୩୧,୪୫୪ ଛୁଇଁଛି। ବେଜିଂରେ କରୋନାଙ୍କ…
Read More...

ଏଥର ଧରିବ ଇ-ଡିଟେକଶନ୍ ପୋର୍ଟାଲ

ଭୁବନେଶ୍ୱର : ବିନା ଦଲିଲରେ ଯାତାୟାତ କରୁଥିବା ଯାନକୁ ଧରିବ ଇ-ଡିଟେକ୍‌ଶନ(ଚିହ୍ନଟ)। ପରିବହନ ବିଭାଗ ପକ୍ଷରୁ ଏ ନେଇ ଏକ ଇ-ଚିହ୍ନଟ ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ୨୦୨୩ ଜାନୁୟାରୀ ପହିଲାରୁ ଜାତୀୟ ରାଜପଥରେ ଇ-ଚିହ୍ନଟ ଆରମ୍ଭ ହେବ। ସର୍ବସାଧାରଣ ରାସ୍ତାରେ ଯିବା ପାଇଁ ଯାନବାହନଗୁଡ଼ିକର…
Read More...

ଦାମନ ପରେ ପ୍ରତୀକ୍ଷାର ହେବ ହିନ୍ଦୀ ରିମେକ୍

ଭୁବନେଶ୍ୱର : ହିନ୍ଦୀରେ ରିମେକ୍‌ ହେବ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’। ପିତା-ପୁତ୍ରଙ୍କ ସମ୍ପର୍କ ଉପରେ ପର୍ଯ୍ୟବେଶିତ ଏହି ସିନେମାର ହିନ୍ଦି ରିମେକ୍‌ର ପ୍ରଯୋଜନା କରିବେ ବଲିଉଡ୍‌ର ଭେଟେରାନ ଅଭିନେତା ଅନୁପମ ଖେର। ଏହାଛଡ଼ା ସେ ଫିଲ୍ମରେ ପିତାଙ୍କ ଭୂମିକାରେ ଅଭିନୟ ମଧ୍ୟ କରିବେ।…
Read More...

ପ୍ରଥମ ହକି ବିଶ୍ବକପ୍ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଆ ନ୍ୟୁଜ): ଆସନ୍ତା ବର୍ଷ ଜାନୁୟାରୀ ୧୩ରୁ ଓଡ଼ିଶାରେ ଆରମ୍ଭ ହେବ ହକି ବିଶ୍ୱକପ୍‌। ଏଥିଲାଗି ଦର୍ଶକ ଭାବେ ପ୍ରଥମ ଟିକେଟ୍‌ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହକି ଇଣ୍ଡିଆ ଅଧ୍ୟକ୍ଷ ଦିଲୀପ ତିର୍କି ବୁଧବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ…
Read More...