banner
Breaking
Monthly Archives

November 2022

୨୫ ରୁ ପୁଣି ଫେରିବ ଶୀତ

ଭୁବନେଶ୍ୱର : ଗତ କିଛିଦିନ ଧରି ଶୀତର ପ୍ରକୋପ ସାମାନ୍ୟ ବଢ଼ିଥିବା ବେଳେ ସୋମବାରଠାରୁ ପୁଣି ହ୍ରାସ ପାଇଛି। ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ହୋଇଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା…
Read More...

ନୂଆ ଫର୍ମାଟ ରେ ଖେଳାଯିବ ୨୦୨୪ ଟି-୨୦ ବିଶ୍ଵ କପ୍

ନୂଆଦିଲ୍ଲୀ : ନୂଆ ଫର୍ମାଟରେ ଖେଳାଯିବ ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ୨୦୨୪। ଏଥିରେ ଅଂଶଗ୍ରହଣ କରିବାକୁ ଥିବା ୨୦ଟି ଦଳକୁ ୪ଟି ଗ୍ରୁପ୍‌ରେ ବିଭକ୍ତ କରାଯିବ। ପ୍ରଥମ ରାଉଣ୍ଡ ପରେ ସୁପର ୮ ପର୍ଯ୍ୟାୟ ଖେଳାଯିବ। ୨୦୨୧ ଓ ୨୦୨୨ ସଂସ୍କରଣ ପ୍ରଥମ ରାଉଣ୍ଡ ପରେ ସୁପର ୧୨ ଖେଳାଯାଇଥିଲା।…
Read More...

ଏଥର ମହାସମାରୋହରେ ପାଳିତ ହେବ ସମ୍ବିଧାନ ଦିବସ

ଭୁବନେଶ୍ୱର : ଭାରତୀୟ ସମ୍ବିଧାନ କାର୍ଯ୍ୟକାରୀ ହେବାର ଦିବସ ନଭେମ୍ବର ୨୬କୁ ସାରା ଦେଶରେ ସମ୍ବିଧାନ ଦିବସ ରୂପେ ପାଳନ ପାଇଁ ଜାତୀୟ ସ୍ତରରେ ନିଷ୍ପତ୍ତି ହୋଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ରାଜ୍ୟ ସରକାରଙ୍କୁ ପତ୍ର ଲେଖି ଜଣାଇଛନ୍ତି ।…
Read More...

ରାଜଧାନୀ ଉପକଣ୍ଠରୁ ମୃତ ଦେହ ଉଦ୍ଧାର

ଭୁବନେଶ୍ୱର : ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅଧୀନ ପାଇକରାପୁର ପାହାଡ଼ତଳେ ମଙ୍ଗଳବାର ସକାଳୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ମୃତକ ହେଲେ ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପଞ୍ଚପଲ୍ଲୀ ପଞ୍ଚାୟତ ବ୍ରହ୍ମକୁଣ୍ଡଳ ଗଁାର ବଂଶୀଧର ଜେନା। କିନ୍ତୁ ସେ ଚନ୍ଦକା…
Read More...

ଚାରୋଟି ଶିଶୁ ଶାବକ ଜନ୍ମ ଦେଲା ସିଂହୀ ବିଜଲୀ

ଭୁବନେଶ୍ୱର : ନନ୍ଦନକାନନର ସିଂହୀ ବିଜଲୀ ପର୍ଯ୍ୟଟକଙ୍କୁ ଭେଟି ଦେଇଛି। ଏସୀୟ ସିଂହୀ ବିଜଲୀ ମଙ୍ଗଳବାର ତା’ର ତୃତୀୟ ଗର୍ଭରୁ ୪ଟି ଶାବକଙ୍କୁ ଜନ୍ମ ଦେଇଛି। ପ୍ରଥମ ଶାବକ ଅପରାହ୍ନ ୨ଟା ୩୨, ୨ୟ ଶାବକ ଅପରାହ୍ନ ୪ଟା ୧୬, ୩ୟ ଶାବକ ଅପରାହ୍ନ ୫ଟା ୩୬ ଏବଂ ୪ର୍ଥ ଶାବକ ସା ୭ଟା ୨୧ରେ ଜନ୍ମ…
Read More...

ଆରମ୍ଭ ହେଲା ଦଶମ ସମ୍ମେଟିଭ-୧ ପରୀକ୍ଷା

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ (ଏସ୍‌ଏ-୧) ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ରାଜ୍ୟରେ ମୋଟ ୫ଲକ୍ଷ ୩୨ହଜାର ୭୧୨ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ନିମନ୍ତେ ଏହି ପରୀକ୍ଷା ଦେବାକୁ ଫର୍ମପୂରଣ…
Read More...

ବିଧାନସଭା ପାଇଁ ପ୍ରସ୍ତୁତି ହେଉଛନ୍ତି ଦଳ

ଭୁବନେଶ୍ବର : ବିଧାନସଭାର ଷୋଡଶ ଅଧିବେଶନ ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ ଏହା ପୂର୍ବରୁ ଉଭୟ ଶାସକ ଏବଂ ବିରୋଧୀ ନିଜ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଦେଲେଣି। ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ଚାଲିଥିବାରୁ ବିରୋଧୀଙ୍କ ପକ୍ଷରୁ କେତେଗୁଡିଏ ଗୁରୁତ୍ୱପୂର୍ଣ୍ଣ…
Read More...

୭୧ ହଜାର ୫୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ନିଯୁକ୍ତି ମେଳା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ୭୧,୦୫୬ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ନିଯୁକ୍ତି ମେଳା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି…
Read More...

ଇଡିର ବ୍ୟବସାୟୀଙ୍କୁ ଜେରା, ଅର୍ଚ୍ଚନା ନାଗ ଘଟଣା

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ରୋଚକ ହେବାରେ ଲାଗିଛି। ଏହାକୁ ନେଇ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତନାଘନା ଚଳାଇଛି। ଏହି ପରିପ୍ରେକ୍ଷୀରେ ଅର୍ଚ୍ଚନାଙ୍କ ବ୍ୟବସାୟୀ ଅମୀୟକାନ୍ତ ଦାସ ମଙ୍ଗଳବାର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଅର୍ଚ୍ଚନା ଏବଂ…
Read More...

ଆଜି ଭାରତ ନ୍ୟୁଜଲାଣ୍ଡ ମ୍ୟାଚ

ନାପିଅର : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ ଆଜି ଖେଳାଯିବ। ନାପିଅରରେ ଉଭୟ ଦଳ ମୁହାଁମୁହିଁ ହେବେ। ସିରିଜର ପ୍ରଥମ ମ୍ୟାଚ ବର୍ଷା ଦ୍ୱାରା ଧୋଇ ହୋଇଯାଇଥିଲା। ଏଥି ସହିତ ଦ୍ୱିତୀୟ ଟି-୨୦ରେ ଭାରତୀୟ ଦଳ ୬୫ ରନରେ ଜିତିଥିଲା। ଏହି ବିଜୟ…
Read More...