banner
Breaking
Monthly Archives

November 2022

ଗଜପତି ନଗରରେ ସଫେଇ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓ୍ବାର୍ଡ ଅର୍ନ୍ତଗତ ଗଜପତି ନଗରରେ ସଫେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କର୍ପୋରେଟର ଜୟନ୍ତୀ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସିଇଓ ସିପ୍ରାରାଣୀ ମିଶ୍ର, ସାନିଟାରୀ ଇନ୍ସପେକ୍ଟର ପୌମେନ୍ଦ୍ର…
Read More...

ଐତିହାସିକ କଟକ ବାରବାଟୀ ଷ୍ଟାଡିଅମ ସମେତ ୫ଟି ମ୍ୟୁନିସିପାଲ କର୍ପୋରେସନରେ ହକୀ ବିଶ୍ବ କପ୍‌ ଉତ୍ସବ ପାଳନ କରାଯିବ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ପୁରୁଷ ହକି ବିଶ୍ବ କପ୍ ପ୍ରତିଯୋଗିତା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରାଯାଇଥିଲା। FIH ପୁରୁଷ ବିଶ୍ବ କପ୍‌ ହକି-୨୦୨୩, ଭୁବନେଶ୍ବର ଓ ରାଉରକେଲା ଠାରେ ୧୩…
Read More...

ଦମନ ଚଳଚ୍ଚିତ୍ରକୁ ଟିକସ ମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ ର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି . ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ…
Read More...

ବର୍ଷା ହେତୁ ମ୍ୟାଚ ବାତିଲ

ୱେଲିଂଟନ : ୱେଲିଂଟନରେ ପ୍ରବଳ ବର୍ଷା ହେତୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ବାତିଲ କରାଯାଇଛି। ବର୍ଷା ଯୋଗୁ ଟସ ମଧ୍ୟ ପଡିପାରି ନ ଥିଲା। ତେଣୁ ଅମ୍ପାୟାର ମ୍ୟାଚ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ। ସ୍ଥାନୀୟ ପାଣିପାଗ ବିଭାଗ ଅନୁଯାୟୀ ଆସନ୍ତା ଚାରି-ପାଞ୍ଚ ଘଣ୍ଟା…
Read More...

ଚାଇନା ଓ ପାକିସ୍ତାନ ଉପରେ ବର୍ଷିଲେ ମୋଦି

ନୂଆଦିଲ୍ଲୀ : ଆତଙ୍କବାଦକୁ ପ୍ରୋତ୍ସାହନ ମାମଲାରେ ଚାଇନା ଏବଂ ପାକିସ୍ତାନ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆତଙ୍କବାଦୀ ପାଣ୍ଠି ଯୋଗାଡ ରୋକିବା ଲାଗି ଶୁକ୍ରବାରଠାରୁ ଦିଲ୍ଲୀରେ ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ ମନ୍ତ୍ରୀସ୍ତରୀୟ ସମ୍ମିଳନୀରେ ମୋଦି ନାଁ ନ ନେଇ ଦୁଇ ଦେଶକୁ…
Read More...

ରିଲିଜ ହେଲା ଦୃଶ୍ୟମ୍-୨

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଦୃଶ୍ୟମ-୨’ ଶୁକ୍ରବାର ରିଲିଜ୍‌ ହୋଇଛି। ସକାଳୁ ଏହି ଫିଲ୍ମକୁ ଦେଖିବାକୁ ସିନେମା ହଲ୍‌ରେ ଦର୍ଶକଙ୍କ ନାହିଁ ନ ଥିବା ଭିଡ ଦେଖିବାକୁ ମିଳିଛି। ଦର୍ଶକଙ୍କ ଏଭଳି ଉତ୍ସାହ ଦେଖି କୁହାଯାଉଛି କି ଆଗକୁ ଫିଲ୍ମଟି ଭଲ ଆୟ କରିବ।…
Read More...

ବଢ଼ିବ ବିଧାୟକଙ୍କ ଦରମା

ଭୁବନେଶ୍ୱର :ବିଧାୟକ ମାନଙ୍କର ଦରମା, ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗରେ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଗଠିତ କମିଟି ଆସନ୍ତା ୨୪ ତାରିଖରେ ହେବାକୁ ଥିବା ଶୀତ ଅଧିବେଶନରେ ବାଚସ୍ପତିଙ୍କୁ ରିପୋର୍ଟ ପ୍ରଦାନ କରିବ। ବିଭିନ୍ନ ରାଜ୍ୟରେ ବିଧାୟକମାନଙ୍କୁ ମିଳୁଥିବା ଦରମା,ଭତ୍ତା ଓ…
Read More...

ଆଜି ପ୍ରାର୍ଥୀପତ୍ର ଯାଞ୍ଚ

ପଦ୍ମପୁର,୧୮।୧୧(ଓଡ଼ିଆ ନ୍ୟୁଜ): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏହାକୁ ନେଇ ପାଇଁ ଏବେ ରାଜନୀତି ସରଗରମ ରହିଛି। ଗୁରୁବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବା ବେଳେ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ହେବ। ଗୁରୁବାର ଥିଲା ପ୍ରାର୍ଥିପତ୍ର ଦାଖଲର ଶେଷ ଦିବସ। ଅନ୍ତିମ ଦିବସରେ ୧୩ଜଣ…
Read More...

ଉତ୍କଳ କନିକା ଗ୍ୟାଲେରିଆ ମଲ୍‌, ଜାଗମରା ଓ ନୀଳାଦ୍ରି ବିହାରରେ ଖୋଲିଲା ଇଣ୍ଡଲଜ୍ ସାଲୁନ୍‌

ଭୁବନେଶ୍ୱର : ଭୁବନେଶ୍ୱରରେ ଇଣ୍ଡଲଜ୍‌ର ୩ଟି ନୂତନ ସାଲୁନ୍ ଖୋଲାଯାଇଛି । ଉତ୍କଳ କନିକା ଗ୍ୟାଲେରିଆ ମଲ୍‌, ନିଳାଦ୍ରି ବିହାର ଏବଂ ଜାଗମରାରେ ଥିବା ସେଲୁନ୍ ଗୁଡ଼ିକୁ ବଲିଉଡ଼୍ ଅଭିନେତା ଅଫତାବ୍ ଶିବଦାସାନି ଏବଂ ଇଣ୍ଡଲଜ୍ ପ୍ରତିଷ୍ଠାତା ସୁକିର୍ତ୍ତୀ ପଟ୍ଟନାୟକ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି ।…
Read More...

ଏଲପିଟିମ୍ ପକ୍ଷରୁ ବାଲିଯାତ୍ରା ପଡ଼ିଆ ସଫେଇ

ଭୁବନେଶ୍ୱର,୧୭/୧୧- ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଏଲପିଟିମ୍ ପକ୍ଷରୁ ଭୁବନେଶ୍ୱର ବାଲିଯାତ୍ରା ପଡ଼ିଆ ସଫେଇ କରାଯାଇଛି। ଅନୁଷ୍ଠାନର ସଭାପତି ରମାକାନ୍ତ ସ୍ବାଇଁ ଓ ସମ୍ପାଦକ ଅନିରୁଦ୍ଧ ଲେଙ୍କାଙ୍କ ନେତୃତ୍ବରେ ଏଲପିଟିମର ସମସ୍ତ ସଦସ୍ୟ ଆଜି ସକାଳୁ ବାଲିଯାତ୍ରା ପଡ଼ିଆରେ ପହଞ୍ଚି…
Read More...