banner
Breaking
Monthly Archives

November 2022

ପଦ୍ମପୁରରେ ବିଜେଡି କାହାକୁ କରିବ ପ୍ରାର୍ଥୀ

ଭୁବନେଶ୍ୱର : ପଦ୍ମପୁର ଉପନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ଦୁଇ ଜଣ ପୂର୍ବତନ ବିଧାୟକ। ଏହି ଉପନିର୍ବାଚନ ପାଇଁ କଂଗ୍ରେସ ଶନିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ଉପରେ ଦଳ ଭରସା କରିଛି। ସତ୍ୟଭୂଷଣଙ୍କୁ ପ୍ରାର୍ଥୀ କରାଯିବା ନେଇ ଅଖିଳ ଭାରତ କଂଗ୍ରେସ କମିଟି…
Read More...

ବଢ଼ିବ ଶୀତ

ଭୁବନେଶ୍ୱର : ରାଜ୍ୟରେ ଆରମ୍ଭ ହୋଇଛି ଶୀତର ପ୍ରକୋପ । ପାରଦ ତଳମୁହାଁ ହେବା ଯୋଗୁ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସକୁ ଖସିଛି। ୬ଟି ସହରର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ତଳେ ରହିଛି। ତେବେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ସର୍ବନିମ୍ନ…
Read More...

ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ ଦେଶର ୫୦ ତମ ବିଚାରପତି

ନୂଆଦିଲ୍ଲୀ : ଦେଶର ୫୦ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ଦେଶର ସିଜେଆଇ ଭାବେ ଦୀର୍ଘ ୨ ବର୍ଷ ଧରି କାମ କରିବେ। ତାଙ୍କ କାର୍ଯ୍ୟକାଳ ୨୦୨୪ରେ ଶେଷ ହେବ। ଜଷ୍ଟିସ…
Read More...

ଆଜି ଛାଡଖାଇ

ଭୁବନେଶ୍ୱର : ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇ ଧର୍ମ ମାସକୁ ମେଲାଣି ଦେଇଛନ୍ତି ଶ୍ରଦ୍ଧାଳୁ। ବୁଧବାର ଛାଡ଼ଖାଇ। ଏଥିପାଇଁ ଆମିଷ ପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ। ବୁଧବାର ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି। ଏହାକୁ ଦୃଷ୍ଟିରେ ରଖି ବ୍ୟବସାୟୀମାନେ ମଧ୍ୟ ପ୍ରସ୍ତୁତ…
Read More...

ଚନ୍ଦ୍ରଶେଖରପୁର ବୋଇତ ବନ୍ଦାଣ ଉତ୍ସବ, ୧୦ ଜଣଙ୍କୁ ସୁରକ୍ଷା ଗୈାରବ ସମ୍ମାନ’

ଭୁବନେଶ୍ୱର : ରାଜଧାନୀର ଅନ୍ୟତମ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ସୁରକ୍ଷା ପକ୍ଷରୁ ଗତକାଲି ସନ୍ଧ୍ୟାରେ ଚନ୍ଦ୍ରଶେଖରପୁର ବୋଇତ ବନ୍ଦାଣ ଉତ୍ସବ’ ଆନୁଷ୍ଠାନିକ ଭାବେ ସ୍ଥାନୀୟ ଲୁମ୍ବିନୀ ବିହାରସ୍ଥିତ ପ୍ରୋଜେକ୍ଟ ୱାଟର ପରିସରରେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉତ୍ତର…
Read More...

ପରିବନନ ଶ୍ରମିକଙ୍କ ଦୁର୍ଘଟଣା, ସାଧାରଣ ମୃତ୍ୟୁ ଓ ବୀମା ଅର୍ଥରାଶି ବୃଦ୍ଧି କରାଯାଉ

ଭୁବନେଶ୍ୱର, ୭ା୧୧ , ଓଡିଶା ସଡକ ପରିବହନ ମହାସଂଘ ପକ୍ଷରୁ ୟୁନିଟ୍ ନଅ ସ୍ଥିତ ଲୋହିଆ ଏକାଡେମୀ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସଡକ ପରିବହନ ମହାସଂଘ ରାଜ୍ୟ ସରକାରଙ୍କ ପାଖରେ ପରିବହନ କ୍ଷେତ୍ରରେ କାମ କରୁଥିବା କର୍ମଚାରୀ ମାନଙ୍କ ସାମାଜିକ ସୁରକ୍ଷା ଓ…
Read More...

ଚଳିତ ବର୍ଷର ଏହା ଶେଷ ଚନ୍ଦ୍ର ଗ୍ରହଣ, ପୁଣି କେବେ ପଡିବ ଜାଣନ୍ତୁ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ):ଏବର୍ଷର ଶେଷ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଆସନ୍ତା ୮ ତାରିଖ ମଙ୍ଗଳବାର ଦିନ ସଙ୍ଗଠିତ ହେବ। ଅପରାହ୍ନ ୨ଟା ୩୮ରୁ ଗ୍ରହଣ ସ୍ପର୍ଶ ଓ ୬ଟା ୧୯ରେ ସର୍ବମୋକ୍ଷ ହେବ। ତେବେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଅପରାହ୍ନ ୩ଟା ୪୭ରେ ଆରମ୍ଭ ହେଉଥିଲେ ମଧ୍ୟ ଚନ୍ଦ୍ର ଉଦୟ ହୋଇ ନ ଥିବାରୁ…
Read More...

ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ବିଜୁ ଜନତା ଦଳ(ବିଜେଡି) ଜନାଦେଶକୁ ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…
Read More...

ବାଜି ମାରିଲା ବିଜେପି

ଭୁବନେଶ୍ୱର : ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି। ମୋଟ୍‌ ୧୯ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ ସୂରଜ…
Read More...

ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ରେ ‘ଖୁସିୟୋଁ କା ତ୍ୟୋହାର’ ପୁରସ୍କାର ବିତରଣ ଉତ୍ସବ

ଭୁବନେଶ୍ୱର : ପାର୍ବଣ ଅବସରରେ ଉତ୍କଳ କନିକା ଗ୍ୟାଲେରିଆ ମଲ୍ ଏବଂ ଏଚ୍‌ଡ଼ିଏଫ୍‌ସି ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ମଲ୍ ପରିସରରେ ଆରମ୍ଭ ହୋଇଥିବା ‘ଖୁସିୟୋଁ କା ତ୍ୟୋହାର’ ଶେଷ ହୋଇଛି । ‘ଖୁସିୟୋଁ କା ତ୍ୟୋହାର’ରେ ଅଂଶ ଗ୍ରହଣ କରିଥିବା ଗ୍ରାହକମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଛି ।…
Read More...