banner
Breaking
Monthly Archives

December 2022

ବହି ପଢ଼ିବା ଏକ ଅନୁଶାସନ, ଏହା ଚିନ୍ତାଧାରା ଏବଂ ବୁଝାମଣାକୁ ବ୍ୟାପକ କରିଥାଏ : ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପିଲାମାନଙ୍କୁ ଭଲ ନାଗରିକ କରିବା ପାଇଁ ମୂଲ୍ୟବୋଧ ଶିକ୍ଷା ପ୍ରଦାନ ଉପରେ ମଙ୍ଗଳବାର ଗୁରୁତ୍ୱାରୋପ କରିଛନ୍ତି। ଆତ୍ମ ବିକାଶ ପାଇଁ ପଢ଼ିିବାର ମହତ୍ତ୍ୱ ଉପରେ ଗୁରୁତ୍ୱ ଦେଇ ରାଷ୍ଟ୍ରପତି ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କର ବୁଝାମଣାରେ ଉନ୍ନତି…
Read More...

କ୍ୟାବିନେଟ ବୈଠକରେ ୧୭ ଟି ପ୍ରସ୍ତାବ ଅନୁମୋଦିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଶେଷ ହୋଇଛି। ଏହି ବୈଠକରେ ମୋଟ ୧୭ ପ୍ରସ୍ତାବ ଉପରେ ମୋହର ଲାଗିଛି। ବୈଠକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି,…
Read More...

ହକି ବିଶ୍ବକପ୍ ପାଇଁ ଜୋରଦାର ପ୍ରସ୍ତୁତି

ଭୁବନେଶ୍ବର : ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଥିବା ବେଳେ ମଙ୍ଗଳବାର ଭାରତୀୟ ହକି ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତେବେ ହକି ବିଶ୍ୱକପ୍‌ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଟ୍ରାଫିକ୍‌ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା…
Read More...

ଶେଷ ହେଲା ଇଟିକିଲି ମିଟିକିଲି ରୌପ୍ୟଜୟନ୍ତୀ ପ୍ରତିଯୋଗିତା

ଭୁବନେଶ୍ୱର, ୨୬ା୧୨- ପିଲାଙ୍କ ଅନୁଷ୍ଠାନ ଇଟିକିଲି ମିଟିକିଲିର ରୌପ୍ୟଜୟନ୍ତୀ ପାଳନ ଅବସରରେ ତିନିଦିନିଆ ବିଭିନ୍ନ ପ୍ରତିଯୋଗିତା ଭିତ୍ତିକ ପ୍ରତିଭା ପ୍ରର୍ଦଶନ କାର୍ଯ୍ୟକ୍ରମ ଆଜି ଶେଷ ହୋଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ମଧ୍ୟରେ ପଢୁଥିବା ରାଜ୍ୟର ବିଭିନ୍ନ ବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ…
Read More...

ଆପଣ ମାନଙ୍କ ଆଶୀର୍ବାଦ ରହିଲେ ବିଜୁ ଜନତା ଦଳ ୧୦୦ ବର୍ଷ ପର୍ଯ୍ୟନ୍ତ ଓଡିଶାର ସେବା କରିଚାଲିବ – ନବୀନ…

ଭୁବନେଶ୍ବର : ବିଜୁ ଜନତା ଦଳ ଆଜି ଗୌରବମୟ ୨୫ ବର୍ଷ ପୂରଣ କରି ୨୬ ବର୍ଷରେ ପହଞ୍ଚିଛି। ଏହି ଅବସରରେ ପୁରୀର ତାଳବଣିଆ ଠାରେ ଦଳର ଏକ ବିଶାଳ ରାଜ୍ୟସ୍ତରୀୟ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ଯେ…
Read More...

ଏମ୍ସ ଭୁବନେଶ୍ୱର ପକ୍ଷରୁ ସୁଶାସନ ଦିବସ ପାଳନ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, : ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ରାଜନେତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୯୮ତମ ଜନ୍ମବାର୍ଷିକୀ ଅବସରରେ ଏମ୍ସ ଭୁବନେଶ୍ବର ପକ୍ଷରୁ ଗତକାଲି ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଯୁଗଦ୍ରଷ୍ଟା ଅଟଳ ବିହାରୀଙ୍କୁ ଏମ୍ସ…
Read More...

ଡିପିଏଲ କର୍ପୋରେଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର : ଭୁବନେଶ୍ୱର ମଞ୍ଚେଶ୍ବର ରେଲୱେ ଷ୍ଟାଡିୟମରେ ଚାଲିଥିବା ଡିସିବି ପ୍ରିମିଅର ଲିଗ ସିଜନ ୧ କର୍ପୋରେଟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିନରେ ଦୁଇଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ମ୍ୟାଚଟି କିଟ୍ ଓ ଟିସିଏସ ମଧ୍ୟରେ ହୋଇଥିଲା । କିଟ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର : ଗାଡକଣ ଆଦିମାତା କଲୋନୀ ସରସ୍ୱତୀ ଶିଶୁ ଦିଦ୍ୟା ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ ମଞ୍ଚେଶ୍ବର ରେଲୱେ ଅଡିଟୋରିୟମ୍ ହଲରେ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭାରତୀୟ ଷ୍ଟେଟ ବ୍ୟାଙ୍କର ଜିଏମ ପୋନାମ୍ ବଲାମ୍ . ଏମ୍ ଏବଂ ସ୍ୱତନ୍ତ୍ର ଅତିଥି…
Read More...

ଝାଡୁ ମାରିଲେ କର୍ପୋରେଟର ଡେପୁଟି କମିଶନର

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୧୪ ନମ୍ବର ୱାର୍ଡର ବୁଦ୍ଧ ଜୟନ୍ତୀ ପାର୍କ ସମ୍ମୁଖରେ ଗଣ ସଫେଇ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯାନରେ ୧୪ ନମ୍ବର ୱାର୍ଡର କର୍ପୋରେଟର ମୋନାଲିସା ସାହୁ, ଉତ୍ତର ଜୋନ୍‌ର ଡେପୁଟି କମିଶନର ପୁରନ୍ଦର ନନ୍ଦ, ସହକାରୀ…
Read More...

୧୨ ନମ୍ବର ୱାର୍ଡରେ ଗଣସଫେଇ ଓ ସାନିଟାରୀ କିଟ୍ ବଣ୍ଟନ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୧୨ ନମ୍ବର ୱାର୍ଡରେ ଗଣସଫେଇ ଅଭିଯାନ ଓ ସାନିଟାରୀ କିଟ୍ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରେସ୍ ଛକ କାଳୀମନ୍ଦିର ଠାରେ ସମରେନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ୧୨ ନମ୍ବର ୱାର୍ଡର…
Read More...