ମିହିର ଦାସଙ୍କ ପରଲୋକ, ଶୋକ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୧(ବ୍ୟୁରୋ): ବରିଷ୍ଠ ଓଲିଉଡ୍ ଅଭିନେତା ମିହିର ଦାସ ଆଉ ନାହାନ୍ତି। ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ଡାକ୍ତରଖାନାରେ ମଙ୍ଗଳବାର ଅପରାହ୍ନରେ ତାଙ୍କର ପରଲୋକ ହୋଇଯାଇଛି। ଏହି ଖବର ଜଣାପଡ଼ିବା ପରେ ବହୁ ବିଶିଷ୍ଟ ଲୋକ ଶୋକ ପ୍ରକାଶ କରିଛନ୍ତି।
ଓଡ଼ିଶା ରାଜ୍ୟପାଳ…
Read More...
Read More...