banner
Breaking
Yearly Archives

2022

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ଆଜି ପର ଲୋକଙ୍କ ସାହାଯ୍ୟ,ସହଯୋଗ ବିଶେଷଭାବରେ ଅନୁଭୂତ ହେବ। ଯୁକ୍ତିଯୁକ୍ତ କଥା ଓ ନିରପେକ୍ଷ ନ୍ୟାୟ ପ୍ରଦାନ କରି ବନ୍ଧୁଗହଣରେ ବହୁ ଚର୍ଚ୍ଚିତ ହେବେ। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ସତ କିନ୍ତୁ ଏଥିପାଇଁ ବହତୁ ମେହେନତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ…
Read More...

ସମସ୍ତ କୋଭିଡ ହସ୍ପିଟାଲ ପ୍ରସ୍ତୁତ ରଖ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବଢ଼ିବାରେ ଲାଗିଲାଣି କୋଭିଡ୍‌ ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।…
Read More...

ମାର୍କେଟବିଲଡି° ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ

ଭୁବନେଶ୍ୱର,୪।୧(ବ୍ୟୁରୋ): ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ ବିଲ୍ଡି। ଉଠାଦୋକାନୀଙ୍କୁ ଉଠାଇବା ଦାବିରେ ଏହାକୁ ବନ୍ଦ କରିଦିଆଯାଇଥିବା ଜଣାପଡ଼ିଛି। ତେବେ ଜଣେ ଉଠାଦୋକାନୀ ମାର୍କେଟ ବିଲ୍ଡିଂରେ ଥିବା ଜଣେ ଦୋକାନୀଙ୍କୁ ଧମକ ଦେଇଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା…
Read More...

ଓମିକ୍ରନ୍ ଟେଷ୍ଟ ପାଇଁ ନୂଆ କିଟକୁ ଅନୁମତି

ନୂଆଦିଲ୍ଲୀ,୪/୧(ବ୍ୟୁରୋ): ସାରା ବିଶ୍ୱରେ ଦ୍ରୁତ ମାଡୁଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଭାରତରେ ବି ସଂକ୍ରମିତଙ୍କ ସଂଖ୍ୟା ୧୮ଶହ ପାର କଲାଣି । ଏଭଳି ସ୍ଥିତିରେ ଓମିକ୍ରନକୁ ଚିହ୍ନଟ କରିବା ପାଇଁ ପ୍ରଥମ କିଟରୁ ମଞ୍ଜୁରୀ ଦେଇଛି ଆଇସିଏମଆର୍ । ଏହାକୁ ଟାଟା ମେଡିକାଲ୍ ପ୍ରସ୍ତୁତ କରିଛି…
Read More...

ଓଡିଶା ବିଧାନସଭାକୁ ସମ୍ମାନଜନକ ଇ-ଗଭର୍ଣ୍ଣାନସ୍ ପୁରସ୍କାର

ଭୁବନେଶ୍ୱର,୪/୧(ବ୍ୟୁରୋ): ଓଡିଶା ବିଧାନସଭାକୁ ସମ୍ମାନଜନକ ଇ-ଗଭର୍ଣ୍ଣାନସ୍ ପୁରସ୍କାର । ଓଡ଼ିଶା ବିଧାନସଭାକୁ ସମ୍ମାନଜନକ କମ୍ପ୍ୟୁଟର ସୋସାଇଟି ଅଫ୍‌ ଇଣ୍ଡିଆର ଇ-ଗଭର୍ଣ୍ଣାନସ୍‌ ପୁରସ୍କାର ପ୍ରଦାନ ପାଇଁ ମନୋନୀତ କରାଯାଇଛି । ବିନା କାଗଜରେ ଡିଜିଟାଲ୍‌ ମୋଡ୍‌ରେ ସୂଚାରୁ ରୂପେ ବିଧାନସଭା…
Read More...

ଚାକିରୀଆଙ୍କ ପାଇଁ ଟିପ ଛୁଇଁବା ବନ୍ଦ

ଭୁବନେଶ୍ୱର,୪/୧:-କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହାର ସମସ୍ତ କର୍ମଚାରୀଙ୍କ ପାଇଁ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବାୟୋମେଟ୍ରିକ୍‌ ଉପସ୍ଥାନ ସ୍ଥଗିତ ରଖିଛନ୍ତି। ତେବେ ସମସ୍ତ କର୍ମଚାରୀ ଉପସ୍ଥାନ ଖାତାରେ ସେମାନଙ୍କ ଉପସ୍ଥାନ ପକାଇବାକୁ କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ…
Read More...

କେଜରିଓ୍ବାଲ କରୋନା ପଜିଟିଭ

ନୂଆଦିଲ୍ଲୀ,୪ ।୨: ରାଜଧାନୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କରୋନାରେ ସଂକ୍ରମିତ ହୋଇଛନ୍ତି । ଟୁଇଟ୍‌୍ କରି ସେ ନିଜେ ଏହି ସୂଚନା ଦେଇଛନ୍ତି । ତାଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଦେବାରୁ…
Read More...

ମହାରାଷ୍ଟ୍ରରେ ଦ୍ରୁତ ଗତିରେ ବଢୁଛି କରୋନା

ମୁମ୍ବାଇ,୪ ।୧: ମହାରାଷ୍ଟ୍ରରେ ସୋମବାର ୧୨,୧୬୦ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି । ୨୪ ଘଣ୍ଟାରେ ୧୧ ଜଣଙ୍କ ମୃତ୍ୟୁ ବି ହୋଇଛି । ସଂକ୍ରମିତଙ୍କ ମଧ୍ୟରୁ ୮୦୮୨ଜଣ କେବଳ ମୁମ୍ବାଇରୁ ବୋଲିି ଜଣାପଡିଥିବା ବେଳେ ଏମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି ।…
Read More...

ଭାରତର ପ୍ରଥମ ଇନି°ସ ୨୦୨ ରେ ସୀମିତ

ଜୋହାନସବର୍ଗ,୪/୧(ବ୍ୟୁରୋ) : ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏଠାରେ ଆରମ୍ଭ ହୋଇଥିବା ଦ୍ବିତୀୟ ଟେଷ୍ଟ ମ୍ୟାଚରେ ଭାରତ ଦୁର୍ବଳ ବ୍ୟାଟିଂ ପ୍ରଦର୍ଶନ କରିଛି। ପ୍ରଥମ ମ୍ୟାଚ ଭଳି ଦ୍ବିତୀୟ ଟେଷ୍ଟରେ ବି ତାରକା ଖଚ୍ଚିତ ଭାରତୀୟ ମଧ୍ୟକ୍ରମ ବ୍ୟାଟ୍‌ସମ୍ୟାନ ମାନେ ବିଫଳ ହୋଇଥିଲେ। ଜୋହାନସବର୍ଗର…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ପ୍ରତ୍ୟେକ ଦିଗରୁ ଭଲ ରହିଲେ ମଧ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ବିଚଳିତ କରିବ। ପାରିବାରିକ ସମସ୍ୟା ସମାଧାନ କରି ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, ବ୍ୟବସାୟ, ପରିବହନରେ ସଫଳତା ପାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଫିସରେ ଜଣେ ଅଧସ୍ତନ କର୍ମଚାରୀ ପ୍ରତିବାଦର ସ୍ବର…
Read More...