ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ ଦେଶର ୫୦ ତମ ବିଚାରପତି
ନୂଆଦିଲ୍ଲୀ : ଦେଶର ୫୦ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ଦେଶର ସିଜେଆଇ ଭାବେ ଦୀର୍ଘ ୨ ବର୍ଷ ଧରି କାମ କରିବେ। ତାଙ୍କ କାର୍ଯ୍ୟକାଳ ୨୦୨୪ରେ ଶେଷ ହେବ।
ଜଷ୍ଟିସ…
Read More...
Read More...