banner
Breaking
Yearly Archives

2022

ଭାରତ ଓ ଜିମ୍ବାୱେ ମ୍ୟାଚ ହାର ଜିତର ଅଙ୍କ କଣ କହୁଛି

ନୂଆଦିଲ୍ଲୀ : ଟି୨୦ ବିଶ୍ୱକପ୍‌ ୨୦୨୨ରେ ଭାରତ ସୁପର-୧୨ ଚରଣର ଅନ୍ତିମ ମୁକାବିଲା ଜିମ୍ବାଓ୍ବେ ବିପକ୍ଷରେ ଖେଳିବ। ଏବେ ଦଳ ଗ୍ରୁପ୍‌ର ଶୀର୍ଷରେ ରହିଥିବା ଯୋଗୁ ଯଦି ଜିମ୍ବାଓ୍ବେ ବିପକ୍ଷରେ ମ୍ୟାଚ୍‌ ଜିତିଯାଏ ତେବେ ସିଧା ସେମିଫାଇନାଲକୁ ଯିବ। ରବିବାର ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚକୁ…
Read More...

ବଳାତ୍କାର ପୀଡ଼ିତାଙ୍କ ତଥ୍ୟ ଓ ବୟାନ ଗୁପ୍ତ ରହିବ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ବଳାତ୍କାର ପୀଡିତାଙ୍କ ପରିଚୟ ତଥା ବୟାନକୁ ଗୁପ୍ତ ରଖିବା ପାଇଁ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ବଳାତ୍କାର ମାମଲାରେ ଚାର୍ଜଶିଟ କିମ୍ବା ଚୂଡ଼ାନ୍ତ ରିପୋର୍ଟ ଦାଖଲ ନ ହେବା ପର୍ଯ୍ୟନ୍ତ ସିଆରପିସିର ଧାରା ୧୬୪ ଅନୁଯାୟୀ ବଳାତ୍କାର ପୀଡିତାଙ୍କ ବୟାନ ବାହାରେ…
Read More...

ରାତି ପାହିଲେ ଭୋଟ ଗଣତି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାତି ପାହିଲେ ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି ସ୍ବାଧୀନ ପ୍ରାର୍ଥୀ। କିଏ ପିନ୍ଧିବ ବିଜୟର ମୁକୁଟ।…
Read More...

ପଦ୍ମପୁର ନିର୍ବାଚନ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର : ପଦ୍ମପୁର ଉପ-ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ମୁଖ୍ୟ ନିର୍ବାଚନ କମିଶନ ତାରିଖ ଘୋଷଣା କରି ସୂଚନା ଦେଇଛନ୍ତି । ନଭେମ୍ବର ୧୦ରେ ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ୧୭ରେ ନାମାଙ୍କନ…
Read More...

ନୀଳାଦ୍ରି ବିହାର ବ୍ରିଜର ଭିିତ୍ତିପ୍ରସ୍ତର ସ୍ଥାପନ , ତିନି ମାସ ଭିତରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଲେ…

ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୮ ନମ୍ବର ଓ୍ବାର୍ଡର ନୀଳାଦ୍ରି ବିହାର ବ୍ରିଜର ଶୁଭ ଭିିତ୍ତିପ୍ରସ୍ତର ସ୍ଥାପନ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ୫ କୋଟି ୭୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହେବାକୁ ଥିବା ଏହି…
Read More...

ନୀଳାଦ୍ରି ବିହାରରେ ମିନି ପାର୍କର ଭିିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ଆଠ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ନୀଳାଦ୍ରି ବିହାର ରାମ ମନ୍ଦିର ସମ୍ମୁଖରେ ଏକ ମିନି ପାର୍କର ଭିିତ୍ତି ପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ୮ ନମ୍ବର ଓ୍ବାର୍ଡର କର୍ପୋରେଟର ଲାଲ ମୋହନ ଟୁଡୁ ଓ ଯୁବନେତା ତଥା…
Read More...

ମା ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ

ଭୁବନେଶ୍ୱର : ନୀଳାଦ୍ରି ବିହାର ସେକ୍ଟର ଏକ ସ୍ଥିତ ମା ତାରିଣୀ ମନ୍ଦିରର ୧୩ ତମ ବାର୍ଷିକ ଉତ୍ସବ ମୋହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଏକ ଦିନାତ୍ମକ ଧାର୍ମିକ ଉତ୍ସବରେ ସକାଳ ସମୟରେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା । ପରେ ଯଥା ବିଧି ଓ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପୂର୍ବକ…
Read More...

ଅନୁପ ସାଏଙ୍କୁ ମିଳିଲା ଜାମିନ

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବିଳାସପୁର ଉଚ୍ଚ ନ୍ୟାୟାଳୟରୁ ଜାମିନ ମିଳିଛି । କଳ୍ପନା-ବବ୍‌ଲି ହତ୍ୟା ମାମଲାରେ ଛତିଶଗଡ଼ ଉଚ୍ଚନ୍ୟାୟାଳୟ ଅନୁପଙ୍କୁ ସର୍ତ୍ତମୂଳକ ଜାମିନ ଦେଇଥିବା ଜଣାଯାଇଛି । ଗୁରୁବାର ଜଷ୍ଟିସ ସଞ୍ଜୟ କେ. ଅଗ୍ରୱାଲ ଓ…
Read More...

ଧାମନଗର ନିର୍ବାଚନରେ ୬୬.୬୩ ପ୍ରତିଶତ ମତଦାନ

ଭଦ୍ରକ : ଧାମନଗର ଉପନିର୍ବାଚନ ପାଇଁ ସରିଲା ମତଦାନ ପ୍ରକ୍ରିୟା। ଇଭିଏମରେ ସିଲ୍‌ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ମୋଟ ୬୬.୬୩ ପ୍ରତିଶତ ମତଦାନ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ ଚାଲିଥିଲା। ୨୫୨ ପୋଲିଂ ପାର୍ଟି, ୧ ହଜାର ୮ ଜଣ ପୋଲିଂ କର୍ମଚାରୀଙ୍କ…
Read More...

ଛାତିରେ ପଶିଯାଇଥିଲା ବାଉଁଶ: ନୂଆ ଜୀବନ ଦେଲେ କିମ୍‌ସ ଡାକ୍ତର

ଭୁବନେଶ୍ୱର : ଦୁର୍ଘଟଣାର ସମ୍ମୁଖୀନ ହୋଇ ଛାତିରେ ବାଉଁଶ ପଶି ଯାଇଥିଲା । ଜୀବନ ସହ ସଂଘର୍ଷ କରୁଥିବା ସମୟରେ କିମ୍‍ସ ଡାକ୍ତର ଦେଲେ ନୂଆ ଜୀବନ। ପୁରୀ ଜିଲ୍ଲା ଚନ୍ଦନପୁର ବ୍ଲକ୍‍ ତଳଜଙ୍ଗ ଅଞ୍ଚଳର ୪୦ ବର୍ଷୀୟ ତପନ ପରିଡ଼ା ନିଜ ଜମି ନିକଟସ୍ଥ ସାଇଫନରେ ପାଣି ଦେଖୁଥିବା ବେଳେ ବାଡ଼…
Read More...