banner
Breaking
Yearly Archives

2022

ବଜାରରେ ମାରୁତି ସୁଜୁକିର ନୂଆ ଗ୍ରାଣ୍ଡ୍ ଭିଟାରା

ଭୁବନେଶ୍ୱର : ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ଼୍ ପକ୍ଷରୁ ବଜାରକୁ ନୂଆ ଗ୍ରାଣ୍ଡ୍ ଭିଟାରା ର ପ୍ରବେଶ ହୋଇଛି । ଭୁବନେଶ୍ୱର ଗଜପତି ନଗର ସ୍ଥିତ ତୁସି ମୋଟର୍ସ ନେକ୍ସା ସୋରୁମ୍ ପରିସରରେ ବଲିଉଡ଼୍ ନୀଲମ୍ କୋଠାରୀ ଉପସ୍ଥିତ ରହି ଯାନଟିକୁ ବଜାର ପ୍ରବେଶ କରାଇଥିଲେ । ଏହି ଅବସରରେ ସେ…
Read More...

ଡିସେମ୍ବର ୧ ରୁ ଗୁଜରାଟର ନିର୍ବାଚନ

ନୂଆଦିଲ୍ଲୀ,୩।୧୧ : ଗୁଜୁରାଟରେ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ତାରିଖ ଘୋଷଣା ନିର୍ବାଚନ କମିଶନଙ୍କ ପକ୍ଷରୁ କରାଯାଇଛି। ଗୁଜୁରାଟରେ ୧୮୨ ବିଧାନସଭା ଆସନ ପାଇଁ ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ଡିସେମ୍ବର ୧ ରେ ୮୯ ଟି ବିଧାନସଭା ଆସନ ଏବଂ ଡିସେମ୍ବର ୫ ରେ ୯୩ ଟି ଆସନ…
Read More...

୨୪ ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର : ନଭେମ୍ବର ୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍‌ ୩୩ଟି କାର୍ଯ୍ୟ ଦିବସ ରହିବ। ଏହି ଅଧିବେଶନର ପ୍ରଥମ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ୍‌ ଆଗତ କରିବେ। ଏଥିପାଇଁ…
Read More...

ଆଜି ଧାମନଗର ନିର୍ବାଚନ, ଚାଲିଛି ମତଦାନ

ଧାମନଗର,୨।୧୧ : ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଧାଡ଼ିରେ ଆସି ପରିଚୟପତ୍ର ଦେଖାଇ ଭୋଟ ଦେଉଛନ୍ତି। ପ୍ରକାଶ ଯେ,…
Read More...

ୟୁବେଏୟୁ ଆଡଭାନ୍ସଡ ଆଷ୍ଟେଟିକ୍ସ ସହ ସୁମନ ଜାଲାଫଙ୍କ ସହବନ୍ଧିତ

ଭୁବନେଶ୍ବର: ଓଡିଶାର ସବୁଠାରୁ ପ୍ରିମିୟମ୍ ଆଷ୍ଟେଟିକ୍ସ କ୍ଲିନିକ୍ ୟୁବେଏୟୁ ପ୍ରଥମ ଥର ପାଇଁ ଲଣ୍ଡନର ପ୍ରସିଦ୍ଧ ବ୍ରୋ ଏକ୍ସପର୍ଟ ସୁମନ ଜାଲଫଙ୍କୁ ଭୁବନେଶ୍ୱରକୁ ଆମନ୍ତ୍ରିତ କରିଛି। ଏହି ଅବସରରେ ସହବନ୍ଧିତ କରିବାକୁ ଘୋଷଣା କରିଛି ୟୁବେଏୟୁ। ଏହି ସମୟରେ ୟୁବେଏୟୁର ପ୍ରତିଷ୍ଠାତା…
Read More...

ଏମ୍ସ ଭୁବନେଶ୍ୱରରେ ସ୍ୱଚ୍ଛତା ସ୍ୱତନ୍ତ୍ର ଅଭିଯାନ ୨.୦ ମାସ ଉଦଯାପିତ

ଭୁବନେଶ୍ୱର : ଏମ୍ସ ଭୁବନେଶ୍ୱରକୁ ସଫା ରଖିବା ସମସ୍ତଙ୍କ ଦାୟିତ୍ଵ। ଏହି ଜାତୀୟ ସ୍ବାସ୍ଥ୍ୟସେବା ପ୍ରତିଷ୍ଠାନକୁ ଚିକିତ୍ସା ନିମନ୍ତେ ଆସୁଥିବା ହଜାର ହଜାର ରୋଗୀଙ୍କ ପାଇଁ ଏକ ସ୍ୱଚ୍ଛ, ଡାକ୍ତରଖାନା ଯୋଗାଇବାଦେବା ନିମନ୍ତେ ଏହି ଅନୁଷ୍ଠାନର ସମସ୍ତ ହିତାଧିକାରୀ ପ୍ରତିଶ୍ରୁତିବଦ୍ଧ ହେବା ଉଚିତ…
Read More...

୪ ନମ୍ବର ଓ୍ବାର୍ଡରେ ଜନସମ୍ପର୍କ ପଦଯାତ୍ରା

ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କର ଆହ୍ୱାନ କ୍ରମେ ଅକ୍ଟୋବର ୨ ପବିତ୍ର ଗାନ୍ଧୀ ଜୟନ୍ତୀ ଠାରୁ ନଭେମ୍ବର ୨ ପର୍ଯ୍ୟନ୍ତ ହେବାକୁ ଥିବା ଜନସମ୍ପର୍କ ପଦଯାତ୍ରା ଆଜି ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତଙ୍କ…
Read More...

ଆମ ପର୍ଯ୍ୟଟନ ବିଶ୍ୱ ଶ୍ରେଣୀ ସମକକ୍ଷ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ପର୍ଯ୍ୟଟନକୁ ବିଶ୍ୱ ଶ୍ରେଣୀ ସମକକ୍ଷ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କହିଛନ୍ତି । ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଶିଳ୍ପ ସଂଘ ଫିକିର ମିଳିତ ସହଯୋଗରେ ଆଜିଠାରୁ ଆରମ୍ଭ ହୋଇଥିବା ତିନି ଦିନିଆ ଓଡ଼ିଶା ଟ୍ରାଭେଲ ବଜାର ୨୦୨୨କୁ ଉଦ୍‌ଘାଟନ କରି ସେ…
Read More...

ପର୍ଯ୍ୟଟନ ମନ୍ତ୍ରୀଙ୍କ ଦ୍ୱାରା ଓଡ଼ିଶା ଟ୍ରାଭେଲ୍ ବଜାର ୨୦୨୨ ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର: ଓଡ଼ିଶାର ମାନ୍ୟବର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ଏବଂ ପର୍ଯ୍ୟଟନ ମନ୍ତ୍ରୀ, ଶ୍ରୀଯୁକ୍ତ ଅଶ୍ୱିନୀ କୁମାର ପାତ୍ର ଆଜି ଓଡ଼ିଶା ଟ୍ରାଭେଲ ବଜାର ୨୦୨୨ର ପ୍ରଦର୍ଶନୀକୁ ହୋଟେଲ ସ୍ୱସ୍ତି ପ୍ରିମିୟମଠାରେ ଶୁଭ ଉଦଘାଟନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ, “କୋଭିଡ଼…
Read More...

ପୁଣି ଶ୍ରୀମନ୍ଦିରରୁ ଖସିଲା ପଥର

ପୁରୀ : ଶ୍ରୀମନ୍ଦିର ଜଗମୋହନ ବାହାର ପାର୍ଶ୍ୱ ମାଜଣା ମଣ୍ଡପ ପାଖ ଚର୍ଚ୍ଚା ଘରୁ ପଥର ଖସିଥିବା ଜଣାପଡ଼ିଛି। ଶୁକ୍ରବାର ସନ୍ଧ୍ୟାରେ ଜେଟିପି ଚର୍ଚ୍ଚାଘର ବାହାର ପାର୍ଶ୍ୱରୁ ଗୋଟିଏ ଛୋଟ ପଥର ଖସିଥିଲା। ଏ ନେଇ ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଥିଲା। ତେବେ ପଥରଟିର ଓଜନ…
Read More...