banner
Breaking
Yearly Archives

2022

ଭାରତ ପାକିସ୍ତାନ ସୀମାରେ ହେବ ନୂତନ ଏୟାରବେସ୍

ଗାନ୍ଧିନଗର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧିନଗରରେ ପ୍ରତିରକ୍ଷା ଏକ୍ସପୋ-୨୦୨୨ର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଭାରତ-ପାକିସ୍ତାନ ସୀମା ଏଲଓସି ନିକଟରେ ଥିବା ଦିସା ଠାରେ ଏକ ନୂତନ ଏୟାରବେସର ମୂଳଦୁଆ ପକାଇଛନ୍ତି। ସେ କହିଛନ୍ତି ଯେ ଏହି ନୂତନ ଏୟାରବେସ ଦେଶର ସୁରକ୍ଷା ପାଇଁ…
Read More...

ରାଜେନ୍ଦ୍ର ଦାସ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର : ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ଦାସ ବିଜେଡିରୁ ବହିଷ୍କୃତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜେନ୍ଦ୍ରଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ସୂଚନାନୁସାରେ, ଧାମନଗର ଉପନିର୍ବାଚନ ସ୍ବାଧୀନ ପ୍ରାର୍ଥୀ ଭାବେନିର୍ବାଚନ…
Read More...

ଵିଶାଳ ରକ୍ତ ଦାନ ଶିବିର ଅନୁଷ୍ଠିତ

ଭୁବନେଶ୍ବର : ଆଜି ରସୁଲଗଡ଼ ଛକ ନିକଟରେ ବାସନ୍ତୀ ଦୁର୍ଗା ମିନି ଟ୍ରକ ଆସୋସିଏସନ ଓ ଓଡ଼ିଶା ମୋ ପରିବାର ମିଳିତ ଆନୁକୁଲ୍ୟରେ ଜୀବନ ବିନ୍ଦୁ ରକ୍ତ ଦାନ ଶିବିର ଆୟୋଜନ ହୋଇଯାଇଛି। ଏହି ଶିବିରକୁ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ଉତ୍ତର ବିଧାୟକ ଶ୍ରୀ…
Read More...

ନଦୀ ବନ୍ଧ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଆଜି ଭୁବନେଶ୍ୱର (ଉତ୍ତର) ନିର୍ବାଚନ ମଣ୍ଡଳୀର ପାଞ୍ଚ ପଂଚାୟତ (ବରିମୁଣ୍ଡ , କଲ୍ୟାଣପୁର, ରଘୁନାଥପୁର, ଇଂଜଣା ଓ ଦାଢ଼ା ) ଏବଂ ଭୁବନେଶ୍ୱର ମହାନଗର ନିଗମର ୪ ଟି ୱାର୍ଡରେ ବସବାସ କରୁଥିବା ହଜାର ହଜାର ଜନସାଧାରଣଙ୍କର ବହୁ ପ୍ରତିକ୍ଷିତ କାନପୁର ନଦୀବନ୍ଧ ରାସ୍ତାରୁ ହାଇଟେକ…
Read More...

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ବର : ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୪ଟି ସରକାରୀ ମେଡିକାଲ କଲେଜର ପ୍ରଶାସନିକ ଅଫିସର ଭାବେ ୪ ଜଣ ମହିଳା ଓଏଏସ୍‌ ଅଫିସରଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି…
Read More...

ବାତ୍ୟା ପାଇଁ ଛୁଟି ବାତିଲ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକୁ ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲାର ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ ହୋଇଥିବା ବେଳେ ୨୩ରୁ…
Read More...

ବିସିସିଆଇର ଅଧ୍ୟକ୍ଷ ହେଲେ ରୋଜର ବିନ୍ନି

ନୂଆଦିଲ୍ଲୀ : ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ)ର ୩୬ତମ ଅଧ୍ୟକ୍ଷ ହୋଇଛନ୍ତି ପୂର୍ବତନ କ୍ରିକେଟର୍‌ ରୋଜର ବିନ୍ନି। ମଙ୍ଗଳବାର ମୁମ୍ବାଇର ତାଜ ହୋଟେଲରେ ଅନୁଷ୍ଠିତ ବିସିସିଆଇର ବାର୍ଷିକ ସାଧାରଣ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ବିସିସିଆଇର ପୂର୍ବତନ ଅଧ୍ୟକ୍ଷ…
Read More...

ଆସୁଛି ବାତ୍ୟା

ଭୁବନେଶ୍ୱର : ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…
Read More...

ଯୁବ ଇଞ୍ଜିନିୟର ଆଶୁତୋଷ ସାହୁଙ୍କୁ ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ୱର – ଚନ୍ଦ୍ରଶେଖରପୁର ସ୍ଥିତ ନୀଳାଦ୍ରିବିହାରର ବିନଦାସ କ୍ଲବ ପରିସରରେ ଯୁବ ଇଞ୍ଜିନିୟର ଆଶୁତୋଷ ସାହୁ(ଲିଟୁ)ଙ୍କ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି । କ୍ଲବର ସଭାପତି ସତ୍ୟ ସୁନ୍ଦର ବାସାଙ୍କ ନେତୃତ୍ୱରେ ଆୟୋଜିତ ଏହି ଶୋକ ସଭାରେ ସର୍ବ ପ୍ରଥମେ ଲିଟୁଙ୍କ ଫଟୋ ଚିତ୍ରରେ…
Read More...

ଉତ୍ତର ଭୁବନେଶ୍ୱରରେ ବିଶାଳ ପଦଯାତ୍ରା ଅନାଥ ପିଲାଙ୍କ ମେଳରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ପାଳିଲେ ବିଧାୟକ

ଭୁବନେଶ୍ୱର - ଓଡିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଉପଲକ୍ଷେ ଉତ୍ତର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ବିଶାଳ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ନେତୃତ୍ୱରେ ଆଜି ଡମଣା ଦୁର୍ଗାପୁଜା ପଡିଆ ଠାରୁ ଏହି ପଦଯାତ୍ରା…
Read More...