banner
Breaking
Yearly Archives

2022

ଶାନ୍ତି ଶୃଙ୍କଳାର ସହ ପୂଜା ପାଳନ କରିବା ପାଇଁ ଶାନ୍ତି କମିଟିର ନିବେଦନ

ଭୁବନେଶ୍ୱର – ଭୁବନେଶ୍ୱର ଶାନ୍ତି କମିଟି ପକ୍ଷରୁ ଚନ୍ଦ୍ରଶେଖରପୁର ସ୍ଥିତ କ୍ରିଷ୍ଟାଲ କୋର୍ଟୟାତ ମଣ୍ଡପ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କରୋନା ମହାମାରୀର କରାଳ ଦାଉରେ ଦୁଇ ବର୍ଷ ନିରାଡମ୍ବରରେ ପାଳିତ ହୋଇଥିବା ଦୁର୍ଗାପୂଜା ଚଳିତ ବର୍ଷ ମହାଆଡମ୍ବରରେ ପାଳନ ହେବାକୁ ଯାଉଛି । ତେଣୁ…
Read More...

୨୨ ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ବର,୨୦।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ସାଢ଼େ ୩ ଲକ୍ଷ ପିଲା ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ…
Read More...

ସାଲିଆ ସାହିରୁ ଦେଶୀ ମଦ ଜବତ

ଭୁବନେଶ୍ବର,୨୦।୯(ବ୍ୟୁରୋ):ଭୁବନେଶ୍ବର ସାଲିଆସାହିରେ ମଙ୍ଗଳବାର କମିଶନରେଟ୍‌ ପୋଲିସ ଚଢାଉ କରିଛି। ଏହି ଚଢାଉରେ ବିପୁଳ ପରିମାଣରେ ଦେଶୀ ମଦ ସହ ପ୍ରସ୍ତୁତ ସାମଗ୍ରୀ ପୋଲିସ ଜବତ କରିଛି । ଏଥିରେ ଡିସିପି ପ୍ରତୀକ ସିଂଙ୍କ ସମେତ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ସାମିଲ ଥିଲେ। ଅନ୍ୟପଟେ ଦେଶୀ…
Read More...

ବଢୁଛି ଡେଙ୍ଗୁ, ୧୭ ଦିନରେ ୧ ହଜାରରୁ ଉର୍ଦ୍ଧ୍ବ ଚିହ୍ନଟ

ଭୁବନେଶ୍ୱର :ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଏବେ ଡେଙ୍ଗୁ ଭୂତାଣୁ ସକ୍ରିୟ ରହିଛି। ସହରର ସବୁ ଅଞ୍ଚଳକୁ ଡେଙ୍ଗୁ ବ୍ୟାପିଯାଇଥିବାବେଳେ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଛି। ସାମାନ୍ୟ ଜ୍ୱର ହେଲେ ବି ସହରବାସୀଙ୍କ ମନରେ ଛନକା ପଶୁଛି। ରାଜ୍ୟରୁ ଚିହ୍ନଟ ହେଉଥିବା ଡେଙ୍ଗୁ ରୋଗୀଙ୍କ…
Read More...

ଶ୍ରୀ ଲୋକନାଥ ପୀଠରେ ୫ଟି ସଚିବଙ୍କ ସମୀକ୍ଷା

ପୁରୀ :୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ସୋମବାର ପୁରୀ ଆସି ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ଉନ୍ନତିମୂଳକ କାର୍ଯ୍ୟ ରୂପରେଖର ସମୀକ୍ଷା କରିଛନ୍ତି। ଶ୍ରୀଲୋକନାଥ ମନ୍ଦିରର ସେବାୟତମାନେ ଦୀର୍ଘଦିନ ଧରି ମନ୍ଦିରର ନବକଳେବର ପାଇଁ ଦାବି କରୁଥିବାବେଳେ ସୋମବାର ୫-ଟି ସଚିବ ପାଣ୍ଡିଆନ୍‌…
Read More...

ପୁଣି ବଢିପାରେ ମାଗଣା ରାଶନ ଅବଧି

ନୂଆଦିଲ୍ଲୀ : ଗରିବଙ୍କୁ ମାଗଣା ରାଶନ ଯୋଗାଇବା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମଜିକେଏୱାଇ)କୁ ୩୦ ସେପ୍ଟେମ୍ବରରୁ ବଢାଇବା ପାଇଁ ସରକାର ଖୁବଶୀଘ୍ର ନିଷ୍ପତ୍ତି ନେଇପାରନ୍ତି । ଖାଦ୍ୟ ସଚିବ ସୁଧାଂଶୁ ପାଣ୍ଡେ ସୋମବାର କହିଛନ୍ତି ଯୋଜନାର ସମୟ ସୀମା ବଢାଇବାର ନିଷ୍ପତ୍ତି ସରକାର…
Read More...

ଶିକ୍ଷକ ମାନଙ୍କ କଲ୍ୟାଣ ପାଇଁ ବଜ୍ର ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାର ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଆଜି ଆମେ ବିଭିନ୍ନ କ୍ଷେତ୍ରରେ ଆମର ପ୍ରତିଭାର ବିକାଶ ହୋଇପାରିଛି…

ଭୁବନେଶ୍ୱର : ଆଜି ସଂଧ୍ୟାରେ ନବୀନ ନିବାସଠାରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ…
Read More...

କଟକ ବଡ ଡାକ୍ତରଖାନା ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା

କଟକ : କଟକ ଶ୍ରୀରାମଚଂଦ୍ର ମେଡିକାଲ କଲେଜ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସାଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି । ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ସୁଯୋଗ…
Read More...

ଲଘୁଚାପ ସକ୍ରିୟ, ପ୍ରବଳ ବର୍ଷା

ଭୁବନେଶ୍ୱର : ୧୮ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତି…
Read More...