banner
Breaking
Yearly Archives

2022

୪୦ତମ ରାଜ୍ୟ ଚାରୁକଳା ପୁରସ୍କାର’ ଘୋଷଣା

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ୨୦୨୨ ମସିହା ପାଇଁ ‘୪୦ତମ ରାଜ୍ୟ ଚାରୁକଳା ପୁରସ୍କାର’ ଘୋଷଣା କରାଯାଇଛି। ୮ଜଣ ଶିଳ୍ପୀ ଏହି ପୁରସ୍କାର ପାଇବେ। ସେମାନେ ହେଲେ ଭାସ୍କର୍ଯ୍ୟରେ ଶିଳ୍ପୀ ପ୍ରତାପ ଚନ୍ଦ୍ର ଜେନା ଓ ଅଶାନ୍ତ ଦାସ, ମୁଦ୍ରଣ କଳାରେ ରବି ନାରାୟଣ ଗୁପ୍ତା ଓ ଟୁକୁନା…
Read More...

ଓଡ଼ିଶା ଦେଶର ଦୃତ ଅଭିବୃଦ୍ଧି ରାଜ୍ୟ: ନବୀନ

ଭୁବନେଶ୍ୱର : ରାଜ୍ୟ ସରକାର ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ମିଳିତ ସହଯୋଗରେ ମୁମ୍ବାଇରେ ବୁଧବାର ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶା ହେଉଛି ଦେଶର…
Read More...

ଇ°ଲଣ୍ଡ ଠାରୁ ଜିତିଲା ଭାରତ

ଡର୍ବି : ଓପନର ସ୍ମୃତି ମନ୍ଧାନାଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମୁକାବିଲାରେ ବିଜୟୀ ହୋଇଛି ଭାରତ। ୩ ମ୍ୟାଚ ବିଶିଷ୍ଟ ସିରିଜ ବର୍ତ୍ତମାନ ୧-୧ରେ ରହିଥିବା ବେଳେ ଗୁରୁବାର ଅନ୍ତିମ ମ୍ୟାଚ ଖେଳାଯିବ। ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଫ୍ରେୟା…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ-ପରିବାରର ସହମତି ଓ ସହଯୋଗ ଆପଣଙ୍କ କାମ ଲାଗି ଅନୁକୂଳ ପରିବେଶ ସୃଷ୍ଟି କରିବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ ଆସିପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। କଚେରି ମାମଲାରେ ପ୍ରତିପକ୍ଷ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ…
Read More...

ବାସନ୍ତୀ ଦୁର୍ଗା ମିନିଟ୍ରକ ଓନର୍ସ ଆସୋସିଏସନର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର : ବାସନ୍ତୀ ଦୁର୍ଗା ମିନିଟ୍ରକ ଓନର୍ସ ଆସୋସିଏସନ୍ ପକ୍ଷରୁ ଏକ ସାଧାରଣ ସଭା ରସୁଲଗଡ ସ୍ଥିତ କାର୍ଯାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ବିଗତ ବର୍ଷର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା ହେବା ସହିତ ସର୍ବ ସମ୍ମତି କ୍ରମେ ଆଗାମୀ ବର୍ଷ ପାଇଁ କର୍ମକର୍ତ୍ତା…
Read More...

ଉତ୍ତର ଭୁବନେଶ୍ୱର ଭସାଣି କମିଟିର ପ୍ରସ୍ତୁତି ବୈଠକ ଓ ସମ୍ବର୍ଦ୍ଧନା ମହୋତ୍ସବ

ଭୁବନେଶ୍ୱର,୧୧ା୯ – ଉତ୍ତର ଭୁବନେଶ୍ୱର ଭସାଣି କମିଟି ପକ୍ଷରୁ ଦୁର୍ଗାପୂଜା ଭସାଣି ପାଇଁ ପ୍ରସ୍ତୁତି ବୈଠକ ପଟିଆ ସ୍ଥିତ ଏକ ଘରୋଇ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଭସାଣି କମିଟିର ସଂଯୋଜକ ସମରେନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଶିଷ୍ଠ ଅତିଥି ମାନଙ୍କ ମଧ୍ୟରେ କିଟ ଓ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶା କ୍ରୀଡା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଓଡ଼ିଶା କ୍ରୀଡ଼ା କାର୍ଯ୍ୟକଳାପର ଆଉ ଏକ ମାଇଲ ଖୁଣ୍ଟ ହାସଲ କରିବାକୁ ଯାଉଛି। ଓଡ଼ିଶା ୧୭ ବର୍ଷରୁ କମ୍‌ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପର କେତୋଟି ମ୍ୟାଚ ଆୟୋଜନ କରିବାକୁ ଯାଉଛି। ଏହା ଚଳିତବର୍ଷ ଅକ୍ଟୋବର…
Read More...

କିସ୍‌କୁ ବିଶ୍ୱର ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ପ୍ରଦାନ

ଭୁବନେଶ୍ୱର : ସର୍ବବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନ କିସ୍‌କୁ ବିଶ୍ୱର ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କିସ୍‌କୁ ୟୁନେସ୍କୋ ଅନ୍ତର୍ଜାତୀୟ ଲିଟେରାସି ପୁରସ୍କାର-୨୦୨୨ ଭଳି ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ…
Read More...

ମୋ କଲେଜ’ ଅଭିଯାନ ଅଧୀନରେ ୧୩ଟି ମହାବିଦ୍ୟାଳୟ ପାଇଁ ୮୫ ଲକ୍ଷ ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର : ‘ମୋ କଲେଜ’ ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ସାମଗ୍ରିକ ବିକାଶ ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଏହି କ୍ରମରେ ଶୁକ୍ରବାର ଦିନ ରାଜ୍ୟ ସରକାର ୧୩ଟି ମହାବିଦ୍ୟାଳୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ପାଇଁ ୮୫ ଲକ୍ଷ ୮୪ ହଜାର…
Read More...

ନୀଳାଦ୍ରି ବିହାରରେ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କଲେ ବଏମସିି କନିଶନର

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୮ ନମ୍ବର ଓାର୍ଡ ଅନ୍ତର୍ଗତ ନୀଳାଦ୍ରି ବିହାର ସେକ୍ଟର ୧ ଓ ୨ କଲୋନୀରେ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ବିଏମସି କମିଶନର ବିଜୟ ଅମୃତ କୁଳାଙ୍ଗେ । ଆଜି ସକାଳ ସାତ ଟାରେ ନୀଳାଦ୍ରି ବିହାରରେ ପହଞ୍ଚି ସରସ୍ୱତୀ ଶିଶୁ ମନ୍ଦିର ପଛ…
Read More...