banner
Breaking
Yearly Archives

2022

ସୁରକ୍ଷା ପକ୍ଷରୁ ୭୬ତମ ସ୍ବାଧୀନତା ଦିବସ ପାଳିତ

ଭୁବନେଶ୍ୱର: ସୁରକ୍ଷା ପରିବାର ପକ୍ଷରୁ ସ୍ଥାନୀୟ ଚନ୍ଦ୍ରଶେଖରପୁର ସ୍ଥିତ ପ୍ରୋଜେକ୍ଟ ୱାଟର ପରିସରରେ ୭୫ତମ ସ୍ବାଧୀନତା ଦିବସର ପୂର୍ତ୍ତି ଆଜାଦ୍ କି ଅମୃତ ଉତ୍ସବ ମନାଇବା ସହ ପବିତ୍ର ୭୬ତମ ସ୍ୱାଧୀନତା ଦିବସ ମହୋତ୍ସବ ମହା ଆଡମ୍ବରରେ ପାଳନ କରାଯାଇଛି l ଅନୁଷ୍ଠାନର ଉପଦେଷ୍ଟା ସୁଧାଂଶୁ…
Read More...

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୬ତମ ସ୍ବାଧୀନତା ଦିବସ ବିଜେବି ହାଇସ୍କୁଲ ପଡିଆରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଯୁବ ଓ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଜାତୀୟ ପତାକା ଉତ୍ତୋଳନ ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ବେହେରା କହିଛନ୍ତି…
Read More...

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର, : ଆସନ୍ତା ୧୯ ଅଗଷ୍ଟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନୃପଟେ, ଅବପାତ ପ୍ରଭାବରେ ଗତ ୨୪ ଘଣ୍ଟାରେ କଳାହାଣ୍ଡି ଜିଲାର…
Read More...

ଲାଲକିଲ୍ଲାରେ ମୋଦିଙ୍କ ଅଭିଭାଷଣ

ନୂଆଦିଲ୍ଲୀ, ୧୫।୮ : ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅବସରରେ ଦେଶର ନାମରେ ଆଉ ଏକ ସଫଳତା ଯୋଡ଼ି ହୋଇଛି। ପ୍ରଥମ ଥର ପାଇଁ ଲାଲ୍‌ କିଲ୍ଲାରେ ତ୍ରିରଙ୍ଗାକୁ ମେଡ୍‌ ଇନ୍‌ ଇଣ୍ଡିଆ ସ୍ବଦେଶୀ ତୋପ ଦ୍ୱାରା ସଲାମୀ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ ଏହା…
Read More...

ରାଜ୍ୟସ୍ତରୀୟ ସ୍ଵାଧୀନତା ମହୋତ୍ସବରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୫ା୮(ବ୍ୟୁରୋ): ସୋମବାର ସମଗ୍ର ଦେଶରେ ୭୬ ତମ ସ୍ବାଧୀନତା ଦିବସ ପାଳନ କରାଯାଉଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ବାଧୀନତା ମହୋତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବୋଧିତ…
Read More...

ସ୍ମାର୍ଟ ସିଟିରେ ସ୍ମାର୍ଟ ରୋଗୀସେବା ଆରମ୍ଭ

ଭୁବନେଶ୍ୱର: ସ୍ମାର୍ଟ ସିଟିରେ ସ୍ମାର୍ଟ ରୋଗୀସେବା ଆରମ୍ଭ। ଏଣିକି ଡାକ୍ତରଙ୍କୁ ଦେଖାଇବା ପାଇଁ ରୋଗୀଙ୍କୁ ଚିକିତ୍ସାଳୟ ଯାଇ ଲମ୍ବା ଲାଇନ୍‌ ଦେବାକୁ ପଡ଼ିବ ନାହିଁ। ଏଥିପାଇଁ ବିଏମ୍‌ସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ସହିତ ‘ମୋ ହସ୍ପିଟାଲ’ ଆପ୍‌ ପ୍ରସ୍ତୁତ କରାଯାଇଛି।…
Read More...

୨୦୪୭ ସୁଦ୍ଧା ସ୍ବାଧୀନତା ସଂଗ୍ରାମୀଙ୍କ ସ୍ବପ୍ନ ପୂରଣ କରିବୁ: ରାଷ୍ଟ୍ରପତି

ନୂଆଦିଲ୍ଲୀ: ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ପ୍ରଥମ ସମ୍ବୋଧନ କରିଛନ୍ତି ଓଡ଼ିଆ ଝିଅ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପବିତ୍ର ୭୬ତମ ସ୍ବାଧୀନତା ଦିବସ ଅବସରରେ ପ୍ରଥମେ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ମାନ ଜଣାଇ ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ଯେ…
Read More...

ମିଶନ ଶକ୍ତି ଦ୍ୱାରା ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କଲେ…

ଭୁବନେଶ୍ୱର:ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତିର ଗୌରବମୟ ଅବସରରେ ସାରା ଦେଶରେ ‘ହର୍‌ ଘର ତ୍ରିରଙ୍ଗା’ ଅଭିଯାନ ଜୋରଦାର ହେବାରେ ଲାଗିଛି । ୧୩ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ସମସ୍ତ ଘର ଏବଂ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଉଛି। ଆମ ରାଜ୍ୟ ଓଡ଼ିଶାରେ ମିଶନ ଶକ୍ତି…
Read More...

ଜଜବା ପକ୍ଷରୁ ହର୍ ଘର ତ୍ରିରଙ୍ଗା କାର୍ଯକ୍ରମରେ ଭିନ୍ନକ୍ଷମ ମାନଙ୍କୁ ହ୍ୟାଣ୍ଡ ଷ୍ଟିକ୍ ଓ ଜାତୀୟ ପତାକା ବଣ୍ଟନ

ଭୁବନେଶ୍ୱର : ସ୍ୱାଧୀନତା ର ୭୫ ବର୍ଷ ପୂର୍ତ୍ତି ଓ ଆଜାଦୀ କି ଅମୃତ ମହୋତ୍ସବ ଅବସରରେ ଜଜବା ଅନୁଷ୍ଠାନ ପକ୍ଷରୁ ହର୍ ଘର ତ୍ରିରଙ୍ଗା କାର୍ଯକ୍ରମ ଭୁବନେଶ୍ୱରରେ ଶୁଭାରମ୍ଭ ହୋଇଛି । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ଆଜି ଠାରୁ ତିନିଦିନ ବ୍ୟାପୀ ସମସ୍ତଙ୍କ ଘରେ ତ୍ରିରଙ୍ଗା…
Read More...

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ…

ଭୁବନେଶ୍ୱର : ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ୱାସ ଆଜି ରାଜ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଅବସରରେ ଡ. ବିଶ୍ୱାସ ମାନ୍ୟବର ରାଜ୍ୟପାଳଙ୍କୁ ଏମ୍ସ ଭୁବନେଶ୍ୱରରେ…
Read More...