banner
Breaking
Yearly Archives

2022

ଶିରିଡି ସାଇ ସନ୍ଥ ଜରାଶ୍ରମରେ ଏଲପିଟିମ୍ ପକ୍ଷରୁ ରଜ ମହୋତ୍ସବ

ଭୁବନେଶ୍ୱର, : ଓଡିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଲେଡି ପ୍ରୋଟେକ୍ଟ ଟିମ୍ ପକ୍ଷରୁ ରଘୁନାଥପୁର ସ୍ଥିତ ଶିରିଡି ସାଇ ସନ୍ଥ ଜରାଶ୍ରମରେ ରଜ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଲୋକଙ୍କ ଦୁଃଖରେ,ଅସୁବିଧା ସମୟରେ, କରୋନା ମୋହାମାରୀ କାଳରେ ଅସହାୟ ଓ ନିଃସହାୟଙ୍କ ପାଖରେ ପହଞ୍ଚି…
Read More...

ପରିଚୟ ପକ୍ଷରୁ ନିଆରା ରଜ ଉତ୍ସବ

ଭୁବନେଶ୍ୱର: ରଜ ଉତ୍ସବର ଦ୍ୱିତୀୟ ଦିନକୁ ନିଆରା ଢଙ୍ଗରେ ପାଳିଛି ପରିଚୟ ଫାଉଣ୍ଡେସନ। ଆର୍ଥିକ ପଛୁଆ ଶ୍ରେଣୀର ମେଧାବୀ ଛାତ୍ରୀଙ୍କୁ ସାଇକେଲ ବାଣ୍ଟି ରଜ ପାଳନ କରାଯାଇଛି। ବାଲିପାଟଣାର କାଞ୍ଚନଦେବୀ କମ୍ୟୁନିଟି ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପରିଚୟ ପକ୍ଷରୁ ଏହି ସାଇକେଲ ପ୍ରଦାନ…
Read More...

ଜାଗୁଆର ଲ୍ୟାଣ୍ଡ ରୋଭରର ବାର୍ଷିକ ମୌସୁମୀ ସର୍ଭିସ୍ କ୍ୟାମ୍ପ ଜୁନ୍ ୧୪ରୁ ୧୮

ଭୁବନେଶ୍ୱର : ଜାଗୁଆର ଲ୍ୟାଣ୍ଡ ରୋଭର ପକ୍ଷରୁ ଭାରତ ବାର୍ଷିକ ମୌସୁମୀ ସର୍ଭିସ୍ କ୍ୟାମ୍ପ୍ ସମ୍ପର୍କରେ ଘୋଷଣା କରାଯାଇଛି । ଏହା ଗ୍ରାହକଙ୍କ ପାଇଁ ୨୦୨୨ ଜୁନ୍ ୧୪ରୁ ୧୮ ପର୍ଯ୍ୟନ୍ତ ଉପଲବ୍ଧ ହେବ । ଦେଶର ସମସ୍ତ ପ୍ରାଧିକୃତ ରିଟେଲରମାନଙ୍କ ମାଧ୍ୟମରେ ଏହା ଗ୍ରାହକଙ୍କକୁ ଯୋଗାଇ ଦିଆଯିବ ।…
Read More...

୪୪୫ ଟି ରୁପାନ୍ତରୀତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟର ୫ମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରୂପାନ୍ତରିତ ୪୪୫ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ବାଲେଶ୍ୱର ଜିଲାର ୧୩୫ ହାଇସ୍କୁଲ, ପୁରୀର ୯୫, ନୟାଗଡ଼ର ୬୦, ଜଗତସିଂହପୁରର ୭୫ ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି। ଏହି…
Read More...

ଥୋମାସ କପ୍ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍‌ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି। ଥୋମାସ କପ୍‌…
Read More...

ଔଷଧରେ ଭଲ ହେବ କ୍ୟାନସର

ନ୍ୟୁୟର୍କ , ୮।୬ : କ୍ୟାନସର ଚିକିତ୍ସା କ୍ଷେତ୍ରରେ ଏକ ଖୁସି ଖବର ଆସିଛି। ବହୁ ବର୍ଷର ପରିଶ୍ରମ ପରେ ପ୍ରଥମ ଥର ପାଇଁ ଗବେଷକମାନେ ଏପରି ଏକ ଔଷଧର ସନ୍ଧାନ ପାଇଛନ୍ତି, ଯାହାକୁ ବ୍ୟବହାର କରି କ୍ୟାନସର ସମସ୍ୟାର ସଫଳ ସମାଧାନ ହୋଇପାରିବ। ନ୍ୟୁୟର୍କ ଟାଇମ୍ସ ଅନୁଯାୟୀ, ମେମୋରିଆଲ ସ୍ଲୋନ…
Read More...

ଆଜି ଠାରୁ ସ୍କୁଲରେ ଗ୍ରୀଷ୍ମ ଛୁଟି

ଭୁବନେଶ୍ୱର,୬।୬(ବ୍ୟୁରୋ): ସୋମବାରଠାରୁ ସ୍କୁଲ୍‌ରେ ଗ୍ରୀଷ୍ମ ଛୁଟି ଆରମ୍ଭ ହେଉଛି। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ୍‌ ଛୁଟି ରହିବ। ପ୍ରତିବର୍ଷ ଦେଢ଼ମାସରୁ ଊର୍ଦ୍ଧ୍ୱ ଗ୍ରୀଷ୍ମ ଛୁଟି ଦିଆଯାଉଥିଲା। ଏଥର ସରକାର ଛୁଟିକୁ କାଟଛାଣ୍ଟ କରିଛନ୍ତି। କରୋନା ପାଇଁ ୨ବର୍ଷ ସ୍କୁଲ…
Read More...

ନୂଆ ମନ୍ତ୍ରୀଙ୍କୁ ନବୀନଙ୍କ ୬ଟି ମନ୍ତ୍ର

ଭୁବନେଶ୍ୱର,୬।୬(ବ୍ୟୁରୋ): ଶପଥ ଗ୍ରହଣ କରିଥିବା ନୂଆ ମନ୍ତ୍ରୀମାନେ ୫-ଟି ବଦଳରେ ୬-ଟି ରେ କାମ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି। ପୂର୍ବର ଟ୍ରାନ୍ସପରେନ୍ସି, ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟାଇମ୍‌, ଟ୍ରାନ୍ସଫରମେଶନ(୫-ଟି)କୁ ନେଇ କାର୍ଯ୍ୟ ହେଉଥିଲା।…
Read More...

କିଏ କେଉଁ ବିଭାଗ ପାଇଲେ ଜାଣନ୍ତୁ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍‌ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ମଧ୍ୟ ଏଥର ମନ୍ତ୍ରୀ ହୋଇ ପୂର୍ବ…
Read More...

ଶପଥଗ୍ରହଣ କଲେ ନବୀନଙ୍କ ନୂଆ ଟିମ

ଭୁବନେଶ୍ୱର,୫।୬(ବ୍ୟୁରୋ): ଶପଥ ନେଲେ ନବୀନଙ୍କ ନୂଆ ଟିମ୍‌। ରବିବାର ଲୋକ ସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ନୂଆ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ନୂଆ ମନ୍ତ୍ରିମଣ୍ଡଳରେ ୧୩ଜଣଙ୍କୁ କ୍ୟାବିନେଟ ପାହ୍ୟା…
Read More...