ଉପକୂଳ ଛୁଇଁବ ନାହିଁ ବାତ୍ୟା, କିନ୍ତୁ ପ୍ରବଳ ବର୍ଷାର ସମ୍ଭାବନା
ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପୁରୀ ଠାରୁ ପ୍ରାୟ ୧୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ରବିବାର ଗଭୀର ଅବପାତରେ…
Read More...
Read More...