banner
Breaking
Yearly Archives

2022

ବାତ୍ୟାର ସ୍ଥିତି ଅସ୍ପଷ୍ଟ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ତେବେ ଆଜି…
Read More...

ଆଜି ୨୨ଟି ଜିଲ୍ଲାରେ ହେବ କାଳବୈଶାଖୀ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଶୁକ୍ରବାର ୨୨ଟି ଜିଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର…
Read More...

ପଦ୍ମ ପୁରସ୍କାର ଆବେଦନ ପାଇଁ ସମୟ ବଢିଲା

ନୂଆଦିଲ୍ଲୀ, ୬ା୫: ପଦ୍ମ ପୁରସ୍କାର ୨୦୨୩ ନିମନ୍ତେ ଆସନ୍ତା ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଅନ୍‌ଲାଇନରେ ନୋମିନେଶନ ବା ନାଁ ସୁପାରିସ୍‌ କରାଯାଇପାରିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆସନ୍ତା ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ଘୋଷଣା ହେବାକୁ ଥିବା ପଦ୍ମ ବିଭୂଷଣ, ପଦ୍ମ…
Read More...

ଆରମ୍ଭ ହେବ ଇ-ବସ୍ ସେବା

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ‘ମୋ ବସ୍‌’ ସେବା ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍‌) ସମ୍ପର୍କରେ ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ସହରାଞ୍ଚଳରେ ପରିବହନ କ୍ଷେତ୍ରରେ ‘ମୋ ବସ୍‌’ ସେବା ବର୍ତ୍ତମାନ ଏକ ଅତ୍ୟାଧୁନିକ…
Read More...

ସମ୍ପୂର୍ଣ୍ଣ ନୂଆ ଏସ୍ ଇଭି ସହିତ ଟାଟା ମୋଟର୍ସ ଇ-କାର୍ଗୋ ପରିବହନ ସମାଧାନର ଶୁଭାରମ୍ଭ କରିଛି

ଭୁବନେଶ୍ୱର: ଟାଟା ମୋଟର୍ସ ଭାରତର ଅଗ୍ରଣୀ କମର୍ସିଆଲ୍ ବାହନ ନିର୍ମାତା, ଆଜି ସ୍ଥାୟୀ ମୋବିଲିଟି କ୍ଷେତ୍ରରେ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଓ ଏହା ସହିତ ସମ୍ପୂର୍ଣ୍ଣ ନୂଆ ବୈପ୍ଳବିକ ଏସ୍ ଇଭି – ଲୋକପ୍ରିୟ ଏସ୍ ର ଇଲେକ୍‌ଟ୍ରିକ୍ ସଂସ୍କରଣର ଶୁଭାରମ୍ଭ କରିଛି । ଯାହାକି ଭାରତର ମାଲ୍…
Read More...

ବିଜ୍‌ନେସ୍ ମେଳାରେ ଖାଦ୍ୟ ଓ ଗେମିଂ ଜୋନ୍‌ରେ ଜମୁଛି ଭିଡ଼

ଭୁବନେଶ୍ୱର, ୫ା୫: ଜନତା ମଇଦାନରେ ଆରମ୍ଭ ହୋଇଥିବା ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସର ଏଣ୍ଟରପ୍ରିନ୍ୟୁଅରସିପ୍ କାଉନ୍‌ସିଲ୍ ଦ୍ୱାରା ଆୟୋଜିତ ଭାରତର ପ୍ରଥମ ମହିଳା ବିଜ୍‌ନେସ୍ ମେଳାର ଆଜି ଥିଲା ଦ୍ୱିତୀୟ ଦିବସ । ଏଥିରେ ମହିଳା ଉଦ୍ୟୋଗୀଙ୍କ ପାଇଁ ୧୦୦ରୁ ଅଧିକ ଷ୍ଟଲ ରହିଛି । ଅପରାହ୍ନ ହେବା…
Read More...

ସଂକ୍ରମଣ ନିରାକରଣ ଏବଂ ନିୟନ୍ତ୍ରଣରେ ହାତଧୁଆର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, : ଏମ୍ସ ଭୁବନେଶ୍ୱରରେ ଆଜି ବିଶ୍ୱ ହାତଧୁଆ ଦିବସ ପାଲିତ ହୋଇଯାଇଛି। ଡାକ୍ତରଖାନା ସଂକ୍ରମଣ ନିୟନ୍ତ୍ରଣ କମିଟି ଏବଂ ଏମ୍ସ ଭୁବନେଶ୍ୱର ଗୁଣାତ୍ମକ ପରିଷଦର ସଦସ୍ୟଙ୍କ ସହ ମେଡିକାଲ୍ ଅଧୀକ୍ଷକ ଡ. ସଚ୍ଚିଦାନନ୍ଦ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମର ପାଳିତ…
Read More...

ଚିଲିକାରେ ବୁଡିଲା ଡଙ୍ଗା

ଖୋର୍ଦ୍ଧା,୫।୫: କାଳବୈଶାଖୀ ଯୋଗୁ ଗୁରୁବାର ଏକ ଅଘଟଣ ଘଟିଛି। ଚିଲିକାରେ ଡଙ୍ଗା ବୁଡି ଜଣେ ନିଖୋଜ ଥିବା ବେଳେ ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି। କାଳବୈଶାଖୀ ପ୍ରଭାବରେ ଝଡ ତୋଫାନ ଯୋଗୁ ଏଭଳି ଘଟଣା ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଚିଲିକାରୁ ଏକ ଡଙ୍ଗାରେ ୮ ପର୍ଯ୍ୟଟକଙ୍କ ସହ ୧୧ ଜଣ…
Read More...

ପୁଣି ହାଲିଆ ସାହିରୁ ବ୍ରାଉନସୁଗାର ଜବତ

ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜଧାନୀରେ ବେଧଡକ ଚାଲିଛି ବ୍ରାଉନସୁଗାର କାରବାର। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ପୋଲିସ ପରେ ଅବକାରୀ ବିଭାଗ ଚଢାଉ ଜାରି ରଖୁଛି। ଗୁରୁବାର ସାଲିଆ ସାହି ବସ୍ତିରେ ଚଢ଼ାଉ କରି ବ୍ରାଉନ୍‌ ସୁଗାର ଜବତ କରିବା ସହ ଏହି ମାମଲାରେ ଜଣଙ୍କୁ ଗିରଫ କରିଛି…
Read More...

କାଲି ସ୍ପଷ୍ଟ ହେବ ବାତ୍ୟାର ଚିତ୍ର

ଭୁବନେଶ୍ୱର,୫।୫(ବ୍ୟୁରୋ): ବାତ୍ୟା ହେବ କି ନାହିଁ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ଜଣାପଡ଼ିବ। ଏବେ ଲୋକଙ୍କୁ ଭୟଭୀତ ହେବା କିମ୍ବା ଆତଙ୍କିତ ହେବାର ଆବଶ୍ୟକ ନାହିଁ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି,…
Read More...