banner
Breaking
Yearly Archives

2022

୨ ବର୍ଷ ପରେ ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ଭେଟହେବ

ପୁରୀ,୫ା୫: ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ବସିଥିଲା। ବୈଠକ ପରେ ପୁରୀ ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ୨ ବର୍ଷ ପରେ ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରାରେ ଭକ୍ତମାନେ ସାମିଲ ହେବେ। କରୋନା…
Read More...

ଭାରତର ପ୍ରଥମ ମହିଳା ବିଜ୍‌ନେସ୍ ମେଳା ୨୦୨୨ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦଘାଟିତ

ଭୁବନେଶ୍ୱର : ଇଣ୍ଡିଆନ ଚାମ୍ବର ଅଫ କମର୍ସର ୱିମେନ ଏଣ୍ଟରପ୍ରିନ୍ୟୁରସିପ୍ କାଉନ୍‌ସିଲ୍ ଦ୍ୱାରା ଆୟୋଜିତ ଭାରତର ପ୍ରଥମ ମହିଳା ବ୍ୟବସାୟ ମେଳା ସ୍ଥାନୀୟ ଜନତା ମଇଦାନଠାରେ ଆରମ୍ଭ ହୋଇଛି । ଏହି ମେଳାକୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତିି ।…
Read More...

ଶହୀଦଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି କଲେ ନବୀନ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଯୁଦ୍ଧ ତଥା ଆତଙ୍କବାଦର ମୁକାବିଲା ସମୟରେ ଶହୀଦ ହେଉଥିବା ଓଡ଼ିଆ ଯବାନମାନଙ୍କ ଆତ୍ମୀୟସ୍ବଜନଙ୍କ ନିମନ୍ତେ ସହାୟତା ରାଶି ବୃଦ୍ଧି ପାଇଛି। ଏହି ସହାୟତା ରାଶି ୫ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ…
Read More...

ଟି ୨୦ ରେ ଭାରତ ନମ୍ବର ଓ୍ବାନ୍

ଦୁବାଇ,୪।୫: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୁଧବାର ଟି-୨୦ ଅନ୍ତର୍ଜାତୀୟ ଦଳର ବାର୍ଷିକ ମାନ୍ୟତା ପ୍ରକାଶ କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ର଼୍ୟାଙ୍କିଙ୍ଗରେ ଭାରତୀୟ ଦଳ ଟି-୨୦ରେ ଶୀର୍ଷ ସ୍ଥାନରେ ପହଞ୍ଚିଛି। ରୋହିତ ଶର୍ମା ଅଧିନାୟକ ହେବା ପରେ ଟିମ ଇଣ୍ଡିଆ ଟି-୨୦…
Read More...

ଆଜି ଦାୟିତ୍ଵ ନେବେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ

ଭୁବନେଶ୍ୱର,୪।୫(ବ୍ୟୁରୋ): ଆଇପିଏ୍‌ସ ପ୍ରତୀକ ସିଂ ବୁଧବାର ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ (ୟୁପିଡି)ର ଡିସିପି ଭାବେ ଦାୟିତ୍ୱ ନେବେ । ସେ ବର୍ତ୍ତମାନ କଟକ ଡିସିପି ଦାୟିତ୍ୱରେ ଅଛନ୍ତି । ସୂଚନାଯୋଗ୍ୟ, ୨୦୧୪ ବ୍ୟାଚ ଆଇପିଏସ୍‌ ସିଂ ୨୦୧୬ରେ ବ୍ରହ୍ମପୁର ଏସ୍‌ପି ଭାବେ କାର୍ଯ୍ୟ…
Read More...

୨୪ ଘଣ୍ଟା ମଧ୍ୟରେ ବର୍ଷା, ଆସୁଛି ବାତ୍ୟା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତା ୬ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହାର ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋମଇ ଅବପାତ (ଡିପ୍ରେସନ)ରେ ପରିଣତ ହେବ ବୋଲି…
Read More...

ଅକ୍ଷୟ ତୃତୀୟାରେ ମୁଖ୍ୟମନ୍ତ୍ରୀଙ୍କ ଉପହାର, ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା

ଭୁବନେଶ୍ୱର, : ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଆସନରେ ଉପନିର୍ବାଚନ ହେବାକୁ ଥିବାରୁ ଝାରସୁଗୁଡ଼ା ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ତେଣୁ…
Read More...

ବିଧାୟକଙ୍କ ଦ୍ଵାରା ଚାରୋଟି ଜଳଛତ୍ର ଓ ମନ୍ଦିର ମୁଖଶାଳା ଉଦଘାଟିତ

ଭୁବନେଶ୍ୱର,୩ା୪(ବ୍ୟୁରୋ)- ରାଜଧାନୀରେ ଡହଡହ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଲୋକମାନଙ୍କୁ ଅସ୍ତବ୍ୟସ୍ତ କରି ପକାଇଲାଣି । ପାଣି ଟୋପେ ପାଇଁ ପଥଚାରୀମାନେ ଡହଳ ବିକଳ ହେଉଛନ୍ତି । ବିଶେଷକରି ହସ୍ପିଟାଲ ପାଖରେ ଅପେକ୍ଷାରତ ଲୋକମାନଙ୍କ ପାଇଁ ପାଣି ସମସ୍ୟା ଦେଖାଯାଉଛି । ଏହାକୁ ଦୃଷ୍ଟିରେ ରଖି…
Read More...

ଅଖିମୁଠି ଅନୁକୂଳ କଲେ ଉତ୍ତର ବିଧାୟକ

ଭୁବନେଶ୍ବର : ଆଜି ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଞ୍ଚ ସଂଚାୟତର ବିଜୁ କୃଷକ ଜନତା ଦଳ ତରଫରୁ ଇଂଜଣା ଗ୍ରାମରେ ପବିତ୍ର ଅକ୍ଷୟ ତୃତୀୟା ପର୍ବ ସହିତ ଅଖମୁଠି ଅନୁକୂଳ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ ରାଉତଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି ।ଇଂଜଣା ଗ୍ରାମ ତରଫରୁ…
Read More...

ଅକ୍ଷୟ ତୃତୀୟାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ମଙ୍ଗଳବାର ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ‘ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ…
Read More...