banner
Breaking
Yearly Archives

2022

ମୁଣ୍ଡ ନୁଆଁଇଲା ୟୁକ୍ରେନ

ନୂଆଦିଲ୍ଲୀ,୨୫।୨: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ୧୫ଶ ସଂସ୍କରଣ ସମ୍ପୂର୍ଣ୍ଣ ଅଲଗା ହେବ। କାରଣ ଏହା ନୂଆ ଫର୍ମାଟରେ ଖେଳାଯିବ। ଏହି ଆଇପିଏଲ୍‌ରେ ୧୦ଟି ଟିମ ଭାଗ ନେବାକୁ ଥିବା ବେଳେ ସେଗୁଡ଼ିକୁ ଦୁଇ ଗ୍ରୁପ୍‌ରେ ଭାଗ କରାଯାଇଛି। ଏହାସତ୍ତ୍ୱେ ପ୍ରତ୍ୟେକ ଟିମ୍‌ ୧୪ ଲେଖାଏ ମ୍ୟାଚ…
Read More...

ସୈନ ଫେରାଇ ଆଣିବାକୁ ପୁଟିନଙ୍କୁ ଅନୁରୋଧ

ଜେନେଭା,୨୪।୨ : ୟୁକ୍ରେନକୁ ନେଇ ରୁଷିଆ ଏବଂ ଆମେରିକା ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ରୁଷ୍ରିାର ରାଷ୍ଟ୍ରପତି ବ୍ଲାଡିମୀର ପୁଟିନଙ୍କୁ ଏନେଇ ଅନୁରୋଧ କରିଛନ୍ତି। ଏକ ଟୁଇଟର ପୋଷ୍ଟରେ ସେ କହିଛନ୍ତି ଯେ ସାମ୍ପ୍ରତିକ…
Read More...

ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଲାଗି ଏବେଠାରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଜୁଲାଇରେ ହେବାକୁ ଥିବା ଏହି ନିର୍ବାଚନ ସକାଶେ ଓଡ଼ିଶା ବିଧାନସଭାର ଦୁଇଜଣ ଅଫିସର ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର(ଏଆର୍‌ଓ) ଭାବେ ନିଯୁକ୍ତ ହେବେ । ହେଲେ ଦୁଇ ଜଣଙ୍କ ମଧ୍ୟରୁ ରାଷ୍ଟ୍ରପତି…
Read More...

ସ୍କୁଲ ଖୋଲିବା ନେଇ ଆସିଲା ଗାଇଡଲାଇନ୍

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଗତ ୧୪ ତାରିଖରୁ ପ୍ରାଥମିକ ସ୍କୁଲ ଖୋଲିଥିବାବେଳେ ଆସନ୍ତା ୨୮ ତାରିଖରୁ ପିଲାମାନେ ସ୍କୁଲ ଯିବେ। ଦୀର୍ଘ ଦୁଇବର୍ଷ ଧରି ପିଲାମାନେ ସ୍କୁଲ ଯାଇ ନ ଥିବାରୁ ଏବେ ସେମାନଙ୍କ ପାଠପଢ଼ା କିପରି ହେବା ଉଚିତ ସେ ନେଇ ବିଭାଗ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ ଜାରି…
Read More...

ଖୁବଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ରାଜ୍ୟରେ ଯେକୌଣସି ମୁହୂର୍ତ୍ତରେ ପୌର ନିର୍ବାଚନ ଘୋଷଣା ହୋଇପାରେ। ଏଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛନ୍ତି। ବୁଧବାର ଏ ନେଇ ରାଜ୍ୟ ସରକାର ରାଜ୍ୟ ନିର୍ବାଚନ କମିଶନରଙ୍କୁ ଅବଗତ କରାଇଛନ୍ତି । ଏଥିସହିତ ଗୃହ ଓ ନଗର…
Read More...

ରୁଷିଆରେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ମସ୍କୋ,୨୪ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ବୁଧବାର ଦୁଇ ଦିବସୀୟ ଯାତ୍ରାରେ ରୁଷିଆରେ ପହଞ୍ଚିଛନ୍ତି । ବିମାନ ବନ୍ଦରରେ ତାଙ୍କୁ ରୁଷିଆ ଉପବୈଦେଶିକ ମନ୍ତ୍ରୀ ଇଗୋରମୋର୍ଗୁଲୋବ କରିଥିଲେ । ରୁଷିଆ ଓ ୟୁକ୍ରେନ ମଧ୍ୟରେ ହେବାକୁ ଯାଉଥିବା ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା…
Read More...

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ

କିଭ,୨୪ ।୨: ପ୍ରତି ମୁହୂର୍ତ୍ତରେ ବଢି ଚାଲିଛି ୟୁକ୍ରେନ ସଙ୍କଟ । ଅଘୋଷିତ ଭାବେ ୟୁକ୍ରେନ୍ ଉପରେ ରୁଷିଆ ଏକ ପ୍ରକାର ଆକ୍ରମଣ କରି ସାରିଛି କହିଲେ ହୁଏତ କିଛି ଭୁଲ ହୋଇ ନ ପାରେ । ରୁଷିଆର ଟ୍ୟାଙ୍କ ପୂର୍ବ ୟୁକ୍ରେନର ଡୋନେସ୍କ ଓ ଲୁହାନସ୍କରେ ଦାଖଲ ହୋଇ ସାରିଛି ଓ ରୁଷିଆ ସେନା ବିଦ୍ରୋହୀଙ୍କ…
Read More...

୧ରେ ମହାଶିବରାତ୍ରି, ରାତି ୧୦ ଟାରେ ଉଠିବ ମହାଦୀପ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ମାର୍ଚ୍ଚ ୧ରେ ପଡୁଛି ମହାଶିବରାତ୍ରି। ସେଥିପାଇଁ ବୁଧବାର ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବ। ଏଥିସହିତ…
Read More...

ସରିବ ପଞ୍ଚାୟତ ନିର୍ବାଚନ, କେମିତି ଗଣାହେବ ଜାଣନ୍ତୁ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁବାର ସରିବ ମତଦାନ। ତେବେ ୨୬ରୁ ଭୋଟ୍‌ ଗଣତି ଆରମ୍ଭ ହେବ। ପୂର୍ବରୁ ବୁଥ୍‌ରେ ଗଣତି କରାଯାଇ ସେହିଦିନ ପ୍ରାର୍ଥୀଙ୍କ ଫଳାଫଳ ଘୋଷଣା କରାଯାଉଥିଲା। ମାତ୍ର ଚଳିତଥର ଗଣତି ପ୍ରକ୍ରିୟାରେ ପରିବର୍ତ୍ତନ ହୋଇଛି। ଏଥର ଭୋଟ…
Read More...