banner
Breaking
Yearly Archives

2022

ଘରେ ଘରେ ଦିଆଯିବ ଫାଇଲେରିଆ ଔଷଧ

ଭୁବନେଶ୍ୱର,୯।୨(ବ୍ୟୁରୋ): ଗୁରୁବାରଠାରୁ ଦିଆଯିବ ଫାଇଲେରିଆ ଔଷଧ। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଫାଇଲେରିଆ ନିରାକରଣ ଲାଗି ମାସ୍‌ ଡ୍ରଗ ଆଡମିନିଷ୍ଟ୍ରେଶନ ଅଭିଯାନ ଆଧାରରେ ଏହି ଔଷଧ ବଣ୍ଟନ କରାଯିବ। ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଅଭିଯାନ ହେବାକୁ ଥିବା ବେଳେ ଫେବୃୟାରୀ…
Read More...

ରାଜଧାନୀରେ ଜଙ୍ଗଲ ଜମି କିସମ ପରିବର୍ତ୍ତନ ହେବ

ଭୁବନେଶ୍ୱର, ୯।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଙ୍ଗଲ ଜମିରେ ବସବାସ ସମସ୍ୟାର ସମାଧାନ ହେବ। ମାସେ ଭିତରେ ଜଙ୍ଗଲ କିସମ ପରିବର୍ତ୍ତନ ପ୍ରସ୍ତାବ ସମାଧାନ କରିବାକୁ ମୁଖ୍ୟ ଶାସନ ସଚିବ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆ ନିର୍ଦ୍ଦେଶନାମା…
Read More...

କାଲିଠାରୁ ଓଏସଏସଟିଇଟି ପରୀକ୍ଷା

କଟକ ,୮।୨: ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍‌ଏସ୍‌ଟିଇଟି) ବୁଧବାର ଅନୁଷ୍ଠିତ ହେବ। ପ୍ରଥମ ପେପର୍‌ ସକାଳ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ଓ ଦିନ ୧ଟାରୁ ୩.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପେପର ପରୀକ୍ଷା ହେବ । ମୋଟ ୭୨,୨୮୦ ପରୀକ୍ଷାର୍ଥୀ ଏଥିନେଇ ପଞ୍ଜୀକରଣ କରିଥିବା ବେଳେ ୩୩୮ଟି…
Read More...

୧୨ ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ୧୨ଠାରୁ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ଡବଲ୍‌ ଡୋଜ୍‌ ଟିକା ନେଇଥିବା ବ୍ୟକ୍ତିଙ୍କୁ ମନ୍ଦିରରେ…
Read More...

ଦୁର୍ନୀତିଗ୍ରସ୍ତ ୫ ଅଧିକାରୀଙ୍କ ବିଦା ହେଲେ

ଭୁବନେଶ୍ୱର,୮।୨(ବ୍ୟୁରୋ): ଜନପ୍ରିୟ ମୁଖ୍ୟମନ୍ତ୍ରୀ ସବୁବେଳେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇ ଆସିଛନ୍ତି। ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା…
Read More...

ବଢିଲା ପୌର ନିର୍ବାଚନ ଖର୍ଚ୍ଚ ସୀମା

ଭୁବନେଶ୍ୱର,୮।୨(ବ୍ୟୁରୋ): ପୌରାଞ୍ଚଳ ନିର୍ବାଚନ ପାଇଁ ନିର୍ବାଚନୀ ଖର୍ଚ୍ଚ ବଢ଼ିଛି। ଏନ୍‌ଏସି ମ୍ୟୁନିସିପାଲିଟି ଏବଂ ମ୍ୟୁନିସିପାଲ କର୍ପୋରେଶନ  ନିର୍ବାଚନୀ ଖର୍ଚ୍ଚ ବଢ଼ିଥିବା ବେଳେ ରାଜ୍ୟ ନିର୍ବାଚନ ଆୟୋଗ ଏହାର ସୀମା ଘୋଷଣା କରିଛନ୍ତି । ତେବେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ଅନୁଯାୟୀ,…
Read More...

କରୋନା ବାୟୁ ବାହିତ ରୋଗ, ମାସ୍କ ପିନ୍ଧନ୍ତୁ

ଭୁବନେଶ୍ୱର,୮।୨(ବ୍ୟୁରୋ): କରୋନା ସଂକ୍ରମଣ ଏବେ ବଢିବ କମିବ। ଏହା ଏକ ବାୟୁ ବାହିତ ରୋଗ, ତେଣୁ ମାସ୍କ ବ୍ୟବହାର ନିହାତି ଆବଶ୍ୟକ ବୋଲି କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ…
Read More...

ରାଜ୍ୟରେ ଆଜି ୧,୫୦୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୮/୨ : ରାଜ୍ୟରେ ଆଜି ୧,୫୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୮୭୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୬୩୦ ଜଣ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୨୯ ପଜିଟିଭ୍ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୩୩ ଆକ୍ରାନ୍ତ ଚିହ୍ନଟ…
Read More...

ଖୁବଶୀଘ୍ର ବାଜିପାରେ ପୌର ନିର୍ବାଚନ ବିଗୁଲ

ଭୁବନେଶ୍ୱର,(ବ୍ୟୁରୋ):ପୌର ନିର୍ବାଚନ ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି କାର୍ଯ୍ୟ। ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ୧୦ ତାରିଖ ଦିନ ସକାଳ ୧୧ଟା ୩୦ ମିନିଟ୍ ରେ ଗୀତ ଗୋବିନ୍ଦ ସଭାଗୃହରେ ବୈଠକ ଅନୁଷ୍ଠିତ ହେବ । ପୌର ପରିଷଦ/ନିଗମ ଗୁଡ଼ିକର…
Read More...

କୋହଳ ହେଲା ପଞ୍ଚାୟତ ନିର୍ବାଚନ କଟକଣା

ଭୁବନେଶ୍ୱର,୭/୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କଟକଣା କୋହଳ ନେଇ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି । ନିର୍ବାଚନ କମିଶନ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ନୂଆ ଗାଇଡଲାଇନ୍ ଅଣାଯାଇଛି । ଏଣିକି ୨୦ ଜଣକୁ ନେଇ ଘରକୁ ଘର ବୁଲି ପ୍ରଚାର…
Read More...