banner
Breaking
Yearly Archives

2022

ରାଜ୍ୟରୁ ଆଜି ୨,୧୦୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୬/୨ : ରାଜ୍ୟରେ ଆଜି ଆଉ ୨ ହଜାର ୧୦୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧, ୨୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୮୭୭ ଜଣ ଓ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୨୪ଜଣ ପଜିଟିଭ୍ । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ…
Read More...

ପୁଣି ଭାରତ ବିଶ୍ବକପ ଚମ୍ପିୟାନ

ଆଣ୍ଟିଗୁଆ, ୬|୨: ପୁଣି ଚମ୍ପିୟାନ ହେଲା ଭାରତ।ଭାରତୀୟ ଦଳ ହତେଇଛି ୧୯ ବର୍ଷରୁ କମ୍ ବିଶ୍ୱକପ୍। ଫାଇନାଲରେ ଭାରତ ୪ ଉଇକେଟରେ ଇଂଲଣ୍ଡକୁ ହରାଇ ଦେଇଛି। ଏହି ବୟସ ବର୍ଗରେ ଏହା ହେଉଛି ଭାରତୀୟ ଦଳ ପାଇଁ ୫ମ ଟ୍ରଫି। ପୁରା ଟୁର୍ନାମେଣ୍ଟ ଭଳି ଶନିବାର ଖେଳା ଯାଇଥିବା ମ୍ୟାଚରେ ଆରମ୍ଭରୁ ଶେଷ…
Read More...

ଆସନ୍ତା କାଲିଠାରୁ ଏମ୍‌ସ ଭୁବନେଶ୍ୱରରେ ଓପିଡି ସେବା ଆରମ୍ଭ ହେବ

ଭୁବନେଶ୍ୱର,୬/୨(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରରେ ଚଳିତ ମାସ ୭(ସୋମବାର)ଠାରୁ ପୁନର୍ବାର ଓପିଡି ସେବା ଆରମ୍ଭ ହେବ। କୋଭିଡ୍‌ ସ୍ଥିତିରେ ଆସିଥିବା ସୁଧାରକୁ ଅନୁଶୀଳନ କରିବା ସହିତ ରୋଗୀସେବାକୁ ପ୍ରାଧାନ୍ୟ ଦେଇ ଏମ୍‌ସ ପକ୍ଷରୁ ଓପିଡି ଖୋଲିବାକୁ ନିଷ୍ପତି ହୋଇଥିବା ଏମ୍‌ସ ଭୁବନେଶ୍ୱର…
Read More...

କିଟରେ ପ୍ରଥମ ୱାର୍ଲ୍ଡ ଲିଡରସିପ୍‍ କନଭେନସନ

ଭୁବନେଶ୍ୱର,୫ ।୨: ଭାରତ ବହୁ ପୂର୍ବରୁ ବିଶ୍ୱକୁ ନେତୃତ୍ୱ ଦେଇ ଆସୁଥିଲା ଏବଂ ଏକବିଂଶ ଶତାବ୍ଦୀରେ ଭାରତ ମଧ୍ୟ ବିଶ୍ୱର ନେତୃତ୍ୱ ନେବ ବୋଲି ପୂର୍ବତନ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ଚନ୍ଦ୍ର ପୋଖରିଆଲ୍‍ ନିଶଙ୍କ କହିଛନ୍ତି । ଶନିବାର କିଟ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ପ୍ରଥମ…
Read More...

ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ସାମ୍ବାଦିକଙ୍କ ମୃତ୍ୟୁ

କଳାହାଣ୍ଡି,୫/୨(ବ୍ୟୁରୋ) କଳାହାଣ୍ଡି ଜିଲ୍ଲାରେ ଘଟିଛି ଅଭାବନୀୟ ଘଟଣା । ମାଓବାଦୀ ବିଛାଇ ଥିବା ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ମୃତ ସାମ୍ବାଦିକ ହେଲେ ରୋହିତ ବିଶ୍ବାଳ । ତାଙ୍କ ଘର ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରିରେ। ସୂଚନାଯୋଗ୍ୟ…
Read More...

ରାଜ୍ୟରେ ଆଜି ୨,୬୦୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୫/୨(ବ୍ୟୁରୋ): ରାଜ୍ୟରେ ଆଜି ଆଉ ୨,୬୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧, ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧, ୦୮୨ ଜଣ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୪୯ ପଜିଟିଭ୍ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୪୪ ଆକ୍ରାନ୍ତ…
Read More...

ଶ୍ରାଜୀଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିର ଉନ୍ନତି କାର୍ଯ୍ୟର ସମୀକ୍ଷା କଲେ ୫ଟି ସଚିବ

ପୁରୀ ,୫।୨(ବ୍ୟୁରୋ): ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ କାର୍ଯ୍ୟକୁ ସେ ବୁଲି…
Read More...

ସପ୍ତାହ ଯାଏ ଶୁଖିଲା ରହିବ ପାଗ

ଭୁବନେଶ୍ୱର,୫ା୨(ବ୍ୟୁରୋ): ପଶ୍ଚିମାବାୟୁ ପ୍ରବାହ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଦିନତମାମ ଆକାଶ ମେଘାଚ୍ଛନ୍ନ ରହିବା ସାଙ୍ଗକୁ କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଏପରି କି କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା…
Read More...

ଆଜି ୧୯ ବର୍ଷରୁ କମ୍ ବିଶ୍ବକପ ଫାଇନାଲ ମ୍ୟାଚ

ଆଣ୍ଟିଗୁଆ  : ୱେଷ୍ଟଇଣ୍ଡିଜ୍‌ରେ ଚାଲିଥିବା ୧୯ ବର୍ଷରୁ କମ୍‌ ପୁରୁଷ କ୍ରିକେଟ ବିଶ୍ବକପ ଚର୍ତୁଦଶତମ ସଂସ୍କରଣର ଫାଇନାଲ ମ୍ୟାଚ ଶନିବାର ଦୁଇ ପୂର୍ବ ବିଜେତା ଇଂଲଣ୍ଡ ଓ ଭାରତ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଆଣ୍ଟିଗୁଆର ବାର୍ବୋଡାସ୍ଥିତ ସାର ଭିଭିଆନ ରିଚାଡର୍ସ ଷ୍ଟାଡ଼ିୟମରେ ଖେଳାଯିବ। ୪ଥର…
Read More...

ଆଜି କରୋନା କଟକଣାରେ ବିରାଜିବେ ମା ସରସ୍ଵତୀ

ଭୁବନେଶ୍ୱର,୫/୨(ବ୍ୟୁରୋ): ଆଜି ମାଘମାସ ଶୁକ୍ଳ ପକ୍ଷ ବସନ୍ତ ପଞ୍ଚମୀ । ଏହି ଅବସରରେ ଧରାବତରଣ କରିଛନ୍ତି ବାଗଦେବୀ ମା’ ସରସ୍ବତୀ । ମା’ ସରସ୍ବତୀଙ୍କୁ ବିଦ୍ୟାଦାୟିନୀ ବୋଲି କୁହାଯାଏ । ଏଥିଲାଗି ମା’ଙ୍କ ଆରାଧନା କରିଥାନ୍ତି ଶିକ୍ଷାର୍ଥି । ଖାଲି ବିଦ୍ୟାଦାୟିନୀ ନୁହେଁ ମା’ଙ୍କୁ ଶାରଦା,…
Read More...