banner
Breaking
Yearly Archives

2022

ଆବାସ ଯୋଜନା ପାଇଁ ରାଜ୍ୟ ସଭାରେ କମ୍ପିଲେ ସସ୍ମିତ

ନୂଆଦିଲ୍ଲୀ,୪।୨: ଓଡ଼ିଶା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ) ପୋର୍ଟାଲ ଖୋଲିବା ସହ ରାଜ୍ୟର ୬ ଲକ୍ଷ ଯୋଗ୍ୟ ପରିବାରକୁ ଏଥିରେ ସାମିଲ କରିବା ଲାଗି ରାଜ୍ୟ ସଭାରେ ବିଜେଡି ପକ୍ଷରୁ ଦାବି କରାଯାଇଛି। ଶୂନ୍ୟ କାଳରେ ବିଜେଡି ଏମ୍‌ପି ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଏବଂ…
Read More...

ଉତ୍କଳଗୌରବ ମଧୁସୂଦନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ହେଉଛି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଏହାସହ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଉତ୍କଳଗୌରବ ମଧୁସୂଦନ ଦାସ…
Read More...

ସ୍କୁଲ କଲେଜକୁ ଯୋଗାଇ ଦିଆଯିବ ଜମିପଟା

ଭୁବନେଶ୍ୱର,୪।୨(ବ୍ୟୁରୋ): ସ୍କୁଲ, କଲେଜଗୁଡ଼ିକୁ ଜମି ପଟ୍ଟା ଯୋଗାଇ ଦିଆଯିବ। ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଆସନ୍ତା ମାର୍ଚ୍ଚ ୫ ମଧ୍ୟରେ ଏଗୁଡ଼ିକୁ ପଟ୍ଟା ମିଳିବ। ଗୁରୁବାର ବସିଥିବା ସମୀକ୍ଷା ବୈଠକରେ ଏନେଇ ଅତିରିକ୍ତ ଜିଲାପାଳମାନଙ୍କୁ ରାଜସ୍ବ ସଚିବ ନିର୍ଦ୍ଦେଶ ଦେଇଥିବା…
Read More...

ଅଜଣା ଲୋକଙ୍କୁ ଲିପ୍ଟ ନ ମାଗିବା ପାଇଁ ଡିସିପିଙ୍କ ଅପିଲ

ଭୁବନେଶ୍ୱର,୪।୨(ବ୍ୟୁରୋ):ରାଜଧାନୀ ଭୁବନେଶ୍ବରରୁ ଲିଫ୍ଟ ବାହାନାରେ ନିଶା ଦେଇ ଲୁଟ୍‌ ମାମଲାରେ ଡିସିପି ଉମାଶଙ୍କର ଦାସ ପ୍ରତିକ୍ରିୟା ରଖିଛନ୍ତି। ମମାଲାକୁ ଗମ୍ଭୀରତାର ଶହ ତଦନ୍ତ ଆରମ୍ଭ କରାଯାଇଛି ବୋଲି ସେ କହିଛନ୍ତି । ଭୁବନେଶ୍ବର ଡିସିପି ଉମାଶଙ୍କର ଦାସ କହିଛନ୍ତି, ସହୀଦ ନଗର ଥାନା…
Read More...

ବାରବାଟୀରେ ଖେଳାଯିବ ଟି ୨୦ ମ୍ୟାଚ

କଟକ ,୪।୨: ଆସନ୍ତା ଜୁନ୍‌ରେ ବାରବାଟୀରେ ଦକ୍ଷିଣ ଆଫ୍ରିକା-ଭାରତ ଟି-ଟ୍ବେଣ୍ଟି ମ୍ୟାଚ୍‌ ଖେଳାଯିବ। ତେବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସହ ବାରବାଟୀରେ ମ୍ୟାଚ କରାଇବା ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରାଙ୍କ ସହିତ ବିଶେଷ ଆଲୋଚନା ହୋଇଛି । ଓଡ଼ିଶା କ୍ରିକେଟ ଆସୋସିଏଶନର ଅନୁରୋଧକୁ…
Read More...

୨ ଜଣ ପାଇଲେ ଯୁଗ୍ମ ସଚିବ ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୪ା୨(ବ୍ୟୁରୋ): ରାଜ୍ୟ ସରକାର ୨ଜଣ ଡେପୁଟି ସେକ୍ରେଟାରିଙ୍କୁ ଯୁଗ୍ମ ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଏ ନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଡେପୁଟି…
Read More...

ବିଏସକେଓ୍ବାଇ କାର୍ଡରେ କର୍କଟ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇବ ବାଲକୋ ହସ୍ପିଟାଲ

ଭୁବନେଶ୍ୱର,୪।୨ କେନ୍ଦ୍ରୀୟ ଭାରତର ଜଣାଶୁଣା କ୍ୟାନ୍‌ସର ହସ୍ପିଟାଲ ବେଦାନ୍ତର ବାଲ୍‌କୋ ମେଡିକାଲ ସେଣ୍ଟର(ବିଏମ୍‌ସି) ସହ ଓଡ଼ିଶା ସରକାର ନିକଟରେ ଏକ ରାଜିନାମା ସ୍ବାକ୍ଷର କରିଛନ୍ତି। ଏହି ଅନୁସାରେ ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିକେଏସ୍‌ୱାଇ)ର କାର୍ଯ୍ୟକାରିତା…
Read More...

ରାଜ୍ୟରେ ବଢୁଛି ମୃତକଙ୍କ ସ°ଖ୍ୟା, ଆଜି ୨୩ ମୃତ

ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୨୩ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୮୯କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ…
Read More...

ନିଟ ପିଜି ପରୀକ୍ଷା ବନ୍ଦ ହେଲା

ନୂଆଦିଲ୍ଲୀ,୪।୨: ନିଟ୍‌ ପିଜି ପରୀକ୍ଷାକୁ ନେଇ ସରକାର ଶୁକ୍ରାବର ଏକ ବଡ ଘୋଷଣା କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ନିଟ୍‌ ପିଜି ୨୦୨୨ର ପରୀକ୍ଷା ସ୍ଥଗିତ ରଖାଯାଇଛି। ପରୀକ୍ଷାକୁ ୬ରୁ ୮ ସପ୍ତାହ ସ୍ଥଗିତ ରଖାଯାଇଛି। ଖୁବ୍‌ଶୀଘ୍ର ପରୀକ୍ଷା ନୂଆ ତାରିଖ…
Read More...

ରାଜ୍ୟରେ କମୁଛି କରୋନା ସ°କ୍ରମଣ, ଆଜି ୨୬୯୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୪ା୨(ବ୍ୟୁରୋ): ରାଜ୍ୟରୁ ଧିରେ ଧିରେ କମୁଛି କରୋନା ଆକ୍ରାନ୍ତଙ୍କ ସ"ଖ୍ୟା।ଆଜି ରାଜ୍ୟରେ ୨୬୯୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୬୯୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୬୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୧୨୯ ଜଣ…
Read More...