banner
Breaking
Yearly Archives

2022

ସେମିଫାଇନାଲରେ ଆଫଗାନିସ୍ତାନ

ଆଣ୍ଟିଗୁଆ,୨୮।୧: ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ବିପର୍ଯ୍ୟୟ ଘଟାଇ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ। ଗୁରୁବାର ଖେଳାଯାଇଥିବା ଶ୍ରୀଲଙ୍କା ବିପକ୍ଷ କ୍ୱାର୍ଟର ଫାଇନାଲରେ ୧୩୪ ରନ୍‌ର ଛୋଟିଆ ଟାର୍ଗେଟକୁ ଡିଫେଣ୍ଡ କରି ଦେଖାଇଛନ୍ତି ଆଫଗାନିସ୍ତାନ ବୋଲରମାନେ। ଏହି ଦଳ ଆସନ୍ତା…
Read More...

ନିର୍ବାଚନ ପ୍ରକ୍ରିୟାରେ ଭୁଲ କଲେ ଚାକିରୀ ଯିବ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜୋର୍‌ ଧରିଥିବାବେଳେ ସରକାରୀ ଓ ସ୍ବାୟତ୍ତ ସଂସ୍ଥାର କର୍ମଚାରୀମାନଙ୍କୁ ନିରପେକ୍ଷ ରହିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ନଚେତ୍‌ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ ଅନୁସାରେ ଚାକିରି ହରାଇବାକୁ ପଡିବ ବୋଲି…
Read More...

୩୧ ଯାଏ ଶୀତୁଆ ପାଗ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଆସନ୍ତା ୩୧ ଯାଏ ରାଜ୍ୟରେ ପାଗ କୁହୁଡ଼ି ଓ ଶୀତୁଆ ରହିବ। ଆସନ୍ତା ୨୯ରେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲାରେ ଶୀତ ଲହରି…
Read More...

ସରପଞ୍ଚ ପ୍ରାର୍ଥୀଙ୍କ ବାଡିପଟେ ଫୁଟିଲା ବୋମା

ପୁରୀ ,୨୮।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭରୁ ହିଁ ପୁରୀ ଜିଲାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଲାଣି। ଗୋପ ଓ ପୁରୀ ଚନ୍ଦନପୁର ପରେ ଗୁରୁବାର ସଦର ଥାନା ଅଧୀନ କାଶୀହରିପୁର ପଞ୍ଚାୟତ ଚାରିନଳା ଗ୍ରାମସ୍ଥିତ ବସନ୍ତେଇ ଠାକୁରାଣୀଙ୍କ ମନ୍ଦିର ନିକଟସ୍ଥ ସରପଞ୍ଚ…
Read More...

ଲୁଟେରା ଗ୍ୟାଙ୍ଗ ଗିରଫ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜଧାନୀର ବିଭିନ୍ନ ଔଷଧ ଦୋକାନରୁ ଅଭିନବ ଉପାୟରେ ଟଙ୍କା ଲୁଟ୍‌ କରୁଥିବା ପଶ୍ଚିମବଙ୍ଗର ଲୁଟେରା ଗ୍ୟାଙ୍ଗକୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଗୁରୁବାର କଟକରୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଶ୍ଚିମବଙ୍ଗ ନଦିଆ ଜିଲା ରାଣାଘାଟ ଥାନା ଅଞ୍ଚଳର…
Read More...

ଏଥର ବାହାରେ ମିଳିବ ଟିକା

ନୂଆଦିଲ୍ଲୀ,୨୭।୧: ଡ୍ରଗ୍ସ କଣ୍ଟ୍ରୋଲର୍‌ ଜେନେରାଲ ଅଫ ଇଣ୍ଡିଆ (ଡିସିଜିଆଇ) ଆଣ୍ଟି-କୋଭିଡ -୧୯ ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ର ନିୟମିତ ବଜାରରେ ବିକ୍ରି କରିବାକୁ ଅନୁମତି ଦେଇଛି। ମେଡିକାଲ ଷ୍ଟୋରରେ ଏହି ଟିକା ଉପଲବ୍ଧ ହେବ ନାହିଁ ବୋଲି ସୂତ୍ରରୁ ପ୍ରକାଶ। ଡାକ୍ତରଖାନା ଏବଂ…
Read More...

୩୦ ନମ୍ବର ଜୋନରେ ବିଜେଡିର ପ୍ରଚାର ଆରମ୍ଭ

ଭୁବନେଶ୍ୱର : ଉତ୍ତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ୩୦ ନମ୍ବର ଜୋନ ଜିଲ୍ଲା ପରିଷଦ ଆସନ ପାଇଁ ବିଜେଡି ପ୍ରାର୍ଥୀନୀ ବବିତା ରାଉତ ବିଧିବଧ ଭାବେ ନିଜର ସିମିତ ସମର୍ଥକଙ୍କ ସହ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି । ଆଜି ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ…
Read More...

ଶିଶୁକୁ ନୂଆ ଜୀବନ ଦେଲେ ୫ଟି ସଚିବ ନିଃସହାୟର ସାହା ହେଲା ବିଜୁ ସ୍ୱାସ୍ଥ୍ୟ କାର୍ଡ

ଭୁବନେଶ୍ୱର,୨୭ା୧- ଜୀୀବନ ମରଣର ଖେଳ ଭିତରେ ଆଶାର ଆଲୋକ ଦେବା ସହ ନିଃସହାୟର ସାହା ହୋଇଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ । ଅଣନିଶ୍ୱାସି ଏବଂ ବାତ ଜନିତ ରୋଗରେ ପିଡିତ ହୋଇ ଜୀବନ ସହିତ ସଂଗ୍ରାମ କରୁଥିବା ୨୦ ଦିନର ଶିଶୁଟିକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ମାଧ୍ୟମରେ ଏକ ଘରୋଇ…
Read More...

ଇଶାନେଶ୍ବର ବସ୍ତିରେ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬/୧ : ନୀଳାଦ୍ରି ବିହାର ସ୍ଥିତ ଇଶାନେଶ୍ବର ବସ୍ତିରେ ପବିତ୍ର ୭୩ ତମ ସାଧାରଣତନ୍ତ୍ର ଦିବସ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଷ୍ଟେଟବ୍ୟାଙ୍କ ଏସଟି,ଏସସି ଆସୋସିଏସନର ରାଜ୍ୟ ସାଧାରଣ ସମ୍ପାଦକ ବ°ଶୀଧର ସେଠୀ ଜାତୀୟ ପତାକା ଉତ୍ତୋଳନ…
Read More...

ଏଲପିଟିମ୍ ପକ୍ଷରୁ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬/୧ : ଓଡ଼ିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଲେଡି ପ୍ରୋଟେକ୍ଟ ଟିମ୍ ପକ୍ଷରୁ ପବିତ୍ର ୭୩ ତମ ସାଧାରଣତନ୍ତ୍ର ଦିବସ ଚନ୍ଦ୍ରଶେଖରପୁର ହାଉସି° ବୋର୍ଡ କଲୋନୀ ଦୁର୍ଗା ପଡିଆ ଠାରେ କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ଏଲପିଟିମର ସଭାପତି ରମାକାନ୍ତ ସ୍ବାଇଁଙ୍କ…
Read More...