banner
Breaking
Yearly Archives

2022

ଅମର ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬/୧ : ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅମର ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ…
Read More...

ରାଜ୍ୟ ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆଜି ୭୩ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଭୁବନେଶ୍ୱରସ୍ଥିତ ଗାନ୍ଧିମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିଭାଦନ ଗ୍ରହଣ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ

ମେଷ:-ଯେଉଁ ବନ୍ଧୁମାନେ ଆପଣଙ୍କ ପାଖ ମାଡୁ ନ ଥିଲେ ଆଜି ସେହିମାନେ ନିଜ ତରଫରୁ ମିଶିବାକୁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଉନ୍ନତି ସଙ୍ଗକୁ ସ୍ନାୟବିକ ଦୁର୍ବଳତା କେତେକାଂଶରେ ଦୂର ହେବ। ଆତ୍ମୀୟଙ୍କ ସହ ମନୋମାଳିନ୍ୟ ଯୋଗୁ ଦ୍ୱିଜା ନକ୍ଷତ୍ରର ମନ ଉଦାସ ରହିବ। ପରିବାରରେ ସାଧାରଣ କଥାକୁ…
Read More...

ଓଡ଼ିଶାର ୬ ଜଣଙ୍କୁ ପଦ୍ମ ପୁରସ୍କାର

ଭୁବନେଶ୍ୱର,୨୫/୧(ବ୍ୟୁରୋ ): ରାଜ୍ୟ ପାଇଁ ଗର୍ବ ଓ ଗୌରବ ହାସଲ କରିଛନ୍ତି ସାହିତ୍ୟିକା ପ୍ରତିଭା ରାୟ ଏବଂ ପାରା ଆଥଲେଟ୍ ପ୍ରମୋଦ ଭଗତ । ଦୁଇ ଦୁଇଟି ଅଲିମ୍ପିକ୍ସ ପଦକ ହାସଲ କରିଥିବା ପ୍ରମୋଦଙ୍କୁ ପୂର୍ବରୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ରାଜ୍ୟରୁ…
Read More...

ରାଜଧାନୀରୁ ହଟିବ କଟକଣା

ନୂଆଦିଲ୍ଲୀ,୨୫।୧: ରାଜଧାନୀ ଦିଲ୍ଲୀରେ ଜାରି ରହିଥିବା କରୋନା କଟକଣା ଖୁବଶୀଘ୍ର ପ୍ରତ୍ୟାହାର ହେବ। ବର୍ତ୍ତମାନ ସଂକ୍ରମଣ କମିଥିବାରୁ ଦିଲ୍ଲୀ ସରକାର କଟକଣା ହଟାଇବାକୁ ଚିନ୍ତା କରୁଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଙ୍ଗଳବାର ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ବ୍ୟବସାୟୀ ସଂଗଠନ…
Read More...

ସାଧାରଣତନ୍ତ୍ର ଦିବସ ପାଇଁ ଗାଇଡଲାଇନ ଜାରି

ଭୁବନେଶ୍ୱର, ୨୫।୧: କୋଭିଡ୍‌ କଟକଣା ମଧ୍ୟରେ ପାଳନ ହେବ ସାଧାରଣତନ୍ତ୍ର ଦିବସ। ଏଥି ପାଇଁ ସ୍ବତନ୍ତ୍ର ରିଲିଫ କମିଶନ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏସ୍‌ଆରସିଙ୍କ ନିର୍ଦ୍ଦେଶ ଅନୁଯାୟୀ, ବ୍ୟକ୍ତିଗତ ଭାବେ ଘରେ ପତାକା ଉତ୍ତୋଳନ ପାଇଁ ୫ ଜଣଙ୍କୁ ଅନୁମତି ଦିଆଯାଇଥିବା ବେଳେ…
Read More...

ପଞ୍ଚାୟତ ନିର୍ବାଚନ ପ୍ରାର୍ଥୀପତ୍ର ଦାଖଲ ପାଇଁ ପୁନଃ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୫/୧ : ପ୍ରାର୍ଥିପତ୍ର ଦାଖଲ ପାଇଁ ପୁନଃ ବିଜ୍ଞପ୍ତି ଜାରି । ପ୍ରାର୍ଥିପତ୍ର ଦାଖଲ ହୋଇନଥିବା ସ୍ଥାନ ପାଇଁ ପୁନଃ ବିଜ୍ଞପ୍ତି ଜାରି କଲେ ରାଜ୍ୟ ନିର୍ବାଚନ ଆୟୋଗ । ଯେଉଁ ସ୍ଥାନରେ ସରପଞ୍ଚ, ସମିତିସଭ୍ୟ ଓ ୱାର୍ଡ ମେମ୍ବର ପାଇଁ ପ୍ରାର୍ଥିପତ୍ର ଦାଖଲ ହୋଇନାହିଁ ସେଠାରେ ବର୍ତ୍ତମାନ…
Read More...

ସାଇବର ଠକେଇ ପାଇଁ ଡିସିପିଙ୍କ ବାର୍ତ୍ତା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବର୍ଷ ଆରମ୍ଭରୁ ସାଇବର ଲୁଟେରା ଫୁଲ ଆକ୍ଟିଭ ଅଛନ୍ତି। ଚଳିତ ମାସରେ ଭୁବନେଶ୍ୱରରେ ୟୁପିଆଇ ସମ୍ବନ୍ଧୀୟ ସାଇବର ଠକେଇ ଅଧିକ ହୋଇଛି। ତେଣୁ କାହା କଥାରେ ପଡ଼ି କୌଣସି ମୋବାଇଲ ଆପ ଡାଉନ୍‌ଲୋଡ କରନ୍ତୁ ନାହିଁ। ଯେକୌଣସି ଆପ ଡାଉନ୍‌ଲୋଡ କରିବା ପୂର୍ବରୁ ସତର୍କ…
Read More...

ଓଡିଶାରୁ ୨୨ଜଣ ପୋଲିସ ପୁରସ୍କୃତ ହେବେ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅବସରରେ ୯୩୯ ପୋଲିସ ଅଧିକାରୀ ପୁରସ୍କୃତ ହେବେ। ଏଥି ମଧ୍ୟରୁ ଓଡ଼ିଶାରୁ ୨୨ଜଣ ପୋଲିସ ମନୋନୀତ ହୋଇଛନ୍ତି। ୧୧ ଜଣ ଉତ୍କୃଷ୍ଟ ସେବା, ୯ ଜଣଙ୍କୁ ସାହାସିକତା ପାଇଁ ମନୋନୀତ କରାଯିବା ବେଳେ ଉଲ୍ଲେଖନୀୟ ସେବା ପାଇଁ ୨ ଜଣ ରାଷ୍ଟ୍ରପତି ପଦକ ଲାଗି…
Read More...

ଆଜି ପ୍ରକାଶ ପାଇବ ଚୁଡାନ୍ତ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ଜିଲାଗୁଡ଼ିକରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଅପରାହ୍ନ ୩ଟା ମଧ୍ୟରେ ନାମାଙ୍କନପତ୍ର ପ୍ରତ୍ୟାହାର କରାଯିବାକୁ ସମୟ ଧାର୍ଯ୍ୟ କରାଯାଇଛି। ସନ୍ଧ୍ୟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ।…
Read More...