ପଞ୍ଚାୟତ ପରେପରେ ପୌର ନିର୍ବାଚନ, ଚାଲିଛି ଜୋରଦାର ପ୍ରସ୍ତୁତି
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପୌର ଭୋଟ ପ୍ରକ୍ରିୟା ଆରମ୍ଭ କରାଯାଇଥିବା ଜଣାପଡ଼ିଛି। ପଞ୍ଚାୟତ ଭୋଟ୍ ପରେ ପରେ ପୌର ଭୋଟ ହେବାର ଯଥେଷ୍ଟ ସମ୍ଭାବନା ସୃଷ୍ଟି ହୋଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଚଳିତ ମାସ ଶେଷସୁଦ୍ଧା ଓ୍ବାର୍ଡ…
Read More...
Read More...