banner
Breaking
Yearly Archives

2022

ଟିକାକରଣରେ ବିଏମସିର ରେକର୍ଡ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟିକାକରଣରେ ରେକର୍ଡ କରିଛି। ୨୦ ତାରିଖ ସୁଦ୍ଧା ମୋଟ ୨୯ ଲକ୍ଷ ୦୨ ହଜାର ୩୦୯ ଡୋଜ ଟିକା ଦିଆଯାଇଛି । ସେଥି ମଧ୍ୟରୁ ୧୫ ଲକ୍ଷ ୦୮ ହଜାର ୮୮୪ ପ୍ରଥମ ଡୋଜ ନେଇଥିବା ବେଳେ, ୧୩ ଲକ୍ଷ ୫୬ ହଜାର ୪୬୫ ଜଣଙ୍କୁ ଦ୍ୱିତୀୟ ଡୋଜ…
Read More...

ବାପାଙ୍କ ସମ୍ପତ୍ତିରେ ରହିବ ଝିଅଙ୍କ ଅଧିକାର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧/୧ : ବାପାଙ୍କ ସମ୍ପତ୍ତିରେ ରହିଛି ଝିଅଙ୍କ ଅଧିକାର । ଏପରି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । କୋର୍ଟଙ୍କ କହିବା ଅନୁଯାୟୀ, ଜଣେ ବାପାଙ୍କର (ହିନ୍ଦୁ) ଯଦି ମୃତ୍ୟୁ ହୋଇଯାଲ ତେବେ ତାଙ୍କ ଝିଅ ମାନେ ତାଙ୍କ ଅର୍ଜିତ ସମ୍ପତ୍ତି ଭୋଗ କରିପାରିବେ ।…
Read More...

ପଞ୍ଚାୟତ ନିର୍ବାଚନ ଉପରେ ବିଧାୟକଙ୍କ ଭାଗ୍ୟ ନିର୍ଭର କରିବ

ଖୋର୍ଦ୍ଧା ,୨୧ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗାଁଠୁ ସହର ସବୁଠି ରାଜନୀତି ସରଗରମ ରହିଛି। ନିର୍ବାଚନୀ ବୈତରଣୀ ପାର ହେବା ଲାଗି ତିନି ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଏବଂ ଭାଜପା ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏଥର ପ୍ରାର୍ଥୀଙ୍କ ଅପେକ୍ଷା ହେଭିୱେଟ ନେତା ଓ ବିଧାୟକଙ୍କ…
Read More...

ଆଜି କମିଲା କରୋନା ଆକ୍ରାନ୍ତଙ୍କ ସ°ଖ୍ୟା

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଆଜି ରାଜ୍ୟରୁ ୯୮୩୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୮୭,୨୯୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫,୬୯୯…
Read More...

କୁହୁଡି ପାଇଁ ଓହ୍ଲାଇ ପାରିଲାନାହିଁ ବିମାନ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜଧାନୀରେ ଘନ କୁହୁଡି ଯୋଗୁ ବିମାନ ସେବା ବ୍ୟାହତ ହୋଇଛି। ଫଳରେ ନୂଆଦିଲ୍ଲୀରୁ ଆସୁଥିବା ବିମାନ ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇ ପାରିଲାନି । ଇଣ୍ଡିଗୋ- ୨୧୭୮ ବିମାନକୁ ରାୟପୁରକୁ କର୍ତ୍ତୃପକ୍ଷ ଡାଇଭର୍ଟ କରିଛନ୍ତି। ଭୁବନେଶରରେ ଆଜି ସକାଳୁ ଘନ କୁହୁଡି…
Read More...

ଆଇପିଏଲ ନୂତନ ଫ୍ରାଞ୍ଚାଇଜ ଅହମଦାବାଦର ଦାୟିତ୍ୱ ସମ୍ଭାଳିବେ ହାର୍ଦ୍ଦିକ

ନୂଆଦିଲ୍ଲୀ,୨୧।୧: ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଇପିଏଲରେ ନୂଆ ଭାବେ ସାମିଲ ହୋଇଥିବା ଅହମ୍ମଦାବାଦ ଦଳର ନେତୃତ୍ୱ ସମ୍ଭାଳିବେ। ଏ ନେଇ ଖୁବ୍‌ ଶୀଘ୍ର ଫ୍ରାଞ୍ଚାଇଜ ପକ୍ଷରୁ ଘୋଷଣା କରାଯିବ। ଏହା ପଛର ଉଦ୍ଦେଶ୍ୟ ଦଳକୁ ଗୁଜରାଟୀ ପରିଚୟ ଦେବା। ଗୁଜରାଟରେ ଜନ୍ମିତ ହର୍ଦ୍ଦିକଙ୍କ ବ୍ୟତୀତ…
Read More...

୩୦ ନମ୍ବର ଜୋନ ଜିଳ୍ଲା ପରିଷଦ ବିଜେଡି ପ୍ରାର୍ଥୀନୀ ବବିତା ରାଉତଙ୍କ ନାମାଙ୍କନ ପତ୍ର ଦାଖଲ

ଭୁବନେଶ୍ୱର,୨୧/୧(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ବହୁ ଚର୍ଚ୍ଚିତ ୩୦ ନମ୍ବର ଜୋନ ଜିଲ୍ଲା ପରିଷଦ ଆସନ ପାଇଁ ବିଜେଡି ପ୍ରାର୍ଥୀନୀ ଭାବେ ବବିତା ରାଉତ ଆଜି ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ…
Read More...

ନବୀନ ପୁଣି ନମ୍ବର ଓ୍ବାନ୍ ମୁଖ୍ୟମନ୍ତ୍ରୀ : ଇଣ୍ଡିଆ ଟୁଡେ ରିପୋର୍ଟ

ଭୁବନେଶ୍ୱର,୨୧/୧(ଓଡ଼ିଆ ନ୍ୟୁଜ): ନବୀନ ପୁଣି ନମ୍ବର ଓ୍ୱାନ୍ ମୁଖ୍ୟମନ୍ତ୍ରୀ। ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ଲୋକଙ୍କ ପ୍ରଥମ ପସନ୍ଦ ନବୀନ ପଟ୍ଟନାୟକ । ନିଜ ରାଜ୍ୟରେ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତାରେ ଦେଶରେ ସବୁଠୁ ଅଧିକ । ମୁଖ୍ୟମନ୍ତ୍ରୀ ଭାବରେ ଓଡ଼ିଶାର ୭୧.୧ ପ୍ରତିଶତ ଲୋକଙ୍କ…
Read More...

ଆଜି ପଞ୍ଚାୟତ ନିର୍ବାଚନ ନାମାଙ୍କନପତ୍ର ଦାଖଲର ଶେଷଦିନ

ଭୁବନେଶ୍ବର,୨୧/୧(ବ୍ୟୁରୋ): ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେ‌ଷଦିନ। ଗତ ଚାରିଦିନ ମଧ୍ୟରେ ରାଜ୍ୟରେ ସମୁଦାୟ ୧ଲକ୍ଷ ୩୩ହଜାର ୫୮୪ ଆଶାୟୀ ନାମାଙ୍କନପତ୍ର ଭରିଥିବାବେଳେ ସେଥିମଧ୍ୟରୁ ସରପଞ୍ଚ ପଦ ପାଇଁ ଆଶାୟୀଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ବନ୍ଦ୍ବିତା…
Read More...

ଆଇସିସି ଟେଷ୍ଟ ମାନ୍ୟତାରେ ତଳକୁ ଖସିଲା ଭାରତ

ଦୁବାଇ : ଆନ୍ତର୍ଜାତିକ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଷ୍ଟ ଦଳଗତ ମାନ୍ୟତାରେ ଭାରତ ୩ୟ ସ୍ଥାନକୁ ଖସିଆସିଛି। ଗତ ପ୍ରକାଶିତ ମାନ୍ୟତାରେ ଭାରତ ୧ନଂ ଟେଷ୍ଟ ଦଳ ଭାବେ ରହିଥିଲା। ତେବେ ଆସେସ୍ ଶୃଙ୍ଖଳାରେ ଇଂଲଣ୍ଡ ବିପକ୍ଷରେ ପ୍ରାଧାନ୍ୟ ବିସ୍ତାରକାରୀ ୪-୦ରେ…
Read More...