banner
Breaking
Monthly Archives

January 2023

ବଜେଟ ଅଧିବେଶନରେ ରାଷ୍ଟ୍ରପତିଙ୍କ ଉଦବୋଧନ

ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ସଂସଦର ବଜେଟ୍‌ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ସଂସଦର ମିଳିତ ସଦନକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଛନ୍ତି, ଆମକୁ ଏପରି ଏକ ଭାରତ ଗଠନ କରିବାକୁ ହେବ, ଯେଉଁଥିରେ ଅତୀତର ଗୌରବ ଥିବ। ଆମକୁ ଏପରି ଏକ ଭାରତ କରିବାକୁ…
Read More...

ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମତାମତ

ନୂଆଦିଲ୍ଲୀ,୩୧।୧: ସଂସଦର ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ବୈଠକରେ ତାଙ୍କର ପ୍ରଥମ ଅଭିଭାଷଣ ପ୍ରଦାନ କରିବେ। ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ସେ…
Read More...

ଲ ପରୀକ୍ଷା ଦେବେ ଅର୍ଚ୍ଚନା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବେଆଇନ୍‌ ଅର୍ଥ କାରବାରରେ ଗିରଫ ହୋଇ ଜେଲ୍‌ରେ ଥିବା ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମଙ୍ଗଳବାର ଇଣ୍ଟିଗ୍ରେଟେଡ ଲ’ ପରୀକ୍ଷା ଦେବେ। ଏନେଇ ଜେଏମ୍‌ଏଫ୍‌ସି ଭୁବନେଶ୍ୱର କୋର୍ଟ ଅନୁମତି ଦେଇଛନ୍ତି। ଭୁବନେଶ୍ୱର କ୍ୟାପିଟାଲ ଲ’ କଲେଜରେ ଜେଲ ମାନୁଆଲ ଅନୁଯାୟୀ…
Read More...

କେଜିରଓ୍ବାଲଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି। ମୁଣ୍ଡକା ଅଞ୍ଚଳରେ ରହୁଥିବା ଜୟ ପ୍ରକାଶ ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ଦେଇଥିବା ସୂଚନା ମିଳିଛି। ବ୍ୟକ୍ତି ଜଣଙ୍କ ବିଳମ୍ବିତ ରାତିରେ ପୋଲିସକୁ ଡାକି…
Read More...

ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଦାୟିତ୍ୱ ବଣ୍ଟନ କରିଛନ୍ତି। ସୂଚନାଯୋଗ୍ୟ, ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଦେହାନ୍ତ ପରେ ଏହି…
Read More...

ଗୋପାଳ ଦାସ ଚାକିରୀରୁ ବିଦାହେଲେ

ଝାରସୁଗୁଡ଼ା : ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ଏଏସ୍ଆଇ ଗୋପାଳ ଦାସଙ୍କୁ ଚାକିରିରୁ ବିଦା କରାଯାଇଛି । କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ଗିରଫ କରିବା ପରେ ଚାକିରିରୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ଏଏସଆଇ ଗୋପାଳ ଦାସ ଗାନ୍ଧୀ ଛକ ଫାଣ୍ଡିରେ ମୁତୟନ ଥିଲେ । ଗତକାଲି…
Read More...

ପାଣ୍ଡିଆନଙ୍କୁ ଏଫଆଇଏଚ୍ ପ୍ରେସିଡେନ୍ସ ପୁରସ୍କାର

ଭୁବନେଶ୍ୱର : ହକି ପାଇଁ ଉଲ୍ଲେଖନୀୟ ଅବଦାନ ଲାଗି ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ସଭାପତି ତାୟାବ ଇକ୍ରାମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍‌ଙ୍କୁ ‘ଏଫ୍‌ଆଇଏଚ୍‌ ପ୍ରେସିଡେନ୍ସ ପୁରସ୍କାର’ରେ ସମ୍ମାନିତ କରିଛନ୍ତି। ଏହି ଅବସରରେ ଇକ୍ରାମ…
Read More...

ତିନି ଦିନିଆ ଶୋକ ପାଳନ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରବିବାର ପରଲୋକ ଘଟିଛି। ତାଙ୍କ ପରଲୋକଙ୍କ ୩ ଦିନିଆ ରାଜ୍ୟବ୍ୟାପୀ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସରକାରୀ ଭାବେ କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମ ହେବନି । ଶେଷକୃତ୍ୟ ସ୍ଥଳରେ…
Read More...

ଝାରସୁଗୁଡ଼ାରେ ହେବ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ପୋଲିସ ଏସ୍‌ଆଇଙ୍କ ଗୁଳିମାଡରେ ନିହତ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ରବିବାର ରାତିରେ ମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ହେବା ପରେ ସେଠାରୁ ପାର୍ଥିବ ଶରୀର ବିଧାନସଭା ଅଣାଯାଇଥିଲା। ସେଠାରେ ବାଚସ୍ପତିଙ୍କଠାରୁ…
Read More...

ବିଧାନସଭା ପରିସରରେ ଶେଷ ଦର୍ଶନ

ଭୁବନେଶ୍ବର :କ୍ୟାପିଟାଲ ହସ୍ପିଟାଲରେ ରବିବାର ରାତିରେ ମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ହେବା ପରେ ସେଠାରୁ ପାର୍ଥିବ ଶରୀର ବିଧାନସଭା ଅଣାଯାଇଥିଲା। ସେଠାରେ ବାଚସ୍ପତିଙ୍କଠାରୁ ଆରମ୍ଭ କରି ବହୁ ବିଧାୟକ, ମନ୍ତ୍ରୀ ଓ ପୂର୍ବତନ ବିଧାୟକମାନେ ନବଙ୍କ ମରଶରୀର ଦର୍ଶନ କରିବା ସହ ଅଶ୍ରୁଳ…
Read More...