banner
Breaking
Monthly Archives

January 2023

ଗୋଟିଏ ବୁନ୍ଦା ମଦ ବି କ୍ୟାନ୍ସର ସୃଷ୍ଟି କରିପାରେ – ହୁ

ୱାଶିଂଟନ : ଅନେକ ଲୋକ ଭାବନ୍ତି କମ ପରିମାଣରେ ମଦ ପିଇଲେ ଏହା ଶରୀରର କୌଣସି କ୍ଷତି କରି ନଥାଏ । ହେଲେ ଏପରି ଭାବିବା ସମ୍ପୂର୍ଣ୍ଣ ରୂପେ ଭୁଲ । ଏହାକୁ ନେଇ ଅନେକ ଷ୍ଟଡି କରାଯାଇଛି । ହେଲେ ଏବେ ଏକ ଗବେଷଣାର ତଥ୍ୟ ସମସ୍ତଙ୍କୁ ଚମକାଇ ଦେଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଦାବି…
Read More...

୧୨୫ କୋଟି ଟଙ୍କାର ସୁଧ ଛାଡକଲେ ସରକାର

ଭୁବନେଶ୍ବର : ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କୁ ଅଧିକ ସଶକ୍ତ ଓ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ସୋମବାର ରାଜ୍ୟ ସରକାର ଅଢ଼େଇ ଲକ୍ଷ ମିଶନ ଶକ୍ତି ଗ୍ରୁପର ବ୍ୟାଙ୍କ ଖାତାକୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ୨୦୨୨…
Read More...

ଏପ୍ରିଲରୁ ଆରମ୍ଭ ହେବ ଶିକ୍ଷାବର୍ଷ

ଭୁବନେଶ୍ୱର : ଚଳିତ ବର୍ଷ ଏପ୍ରିଲରୁ ଶିକ୍ଷାବର୍ଷ ଆରମ୍ଭ ହେବ। ଏନେଇ ସରକାରଙ୍କ ପକ୍ଷରୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ ହୋଇଛି। ଶିକ୍ଷାବର୍ଷ ଆରମ୍ଭ ପୂର୍ବରୁ ସବୁ ପିଲାଙ୍କ ପାଖରେ ପାଠ୍ୟପୁସ୍ତକ ପହଞ୍ଚାଇବା ପାଇଁ ୬ ଜିଲାର ୧୫ଟି ବ୍ଲକକୁ ଟ୍ରକ୍‌ ଯୋଗେ ପାଠ୍ୟପୁସ୍ତକ ପଠାଯାଇଛି। ଏହି…
Read More...

ଆରମ୍ଭ ହେଲା ଫ୍ୟାଶନ ଆଣ୍ଡ ଲାଇଫ୍ ଷ୍ଟାଇଲ୍ ମେଳା

ଭୁବନେଶ୍ୱର : ଆଇ.ଏନ୍‌.ଡ଼ବ୍ଳ୍ୟୁ.ଇ.ସି ମହିଳା ବାଣିଜ୍ୟ ମେଳାର ସଫଳତା ପରେ ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ ଓ ମହିଳା ଉଦ୍ୟୋଗୀ ପରିଷଦର ମିଳିତ ସହଯୋଗରେ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଫ୍ୟାସନ୍ ଆଣ୍ଡ ଲାଇଫ୍ ଷ୍ଟାଇଲ୍ ମେଳା । ପଟିଆ ସ୍ଥିତ ପାଟ୍ରୋନିକ୍ସ ଗ୍ରାଉଣ୍ଡରେ ଆରମ୍ଭ ହୋଇଥିବା ଏହି…
Read More...

ପଟିଆ ଇତିହାସ’ ପୁସ୍ତକର ଉନ୍ମୋଚନ ଉତ୍ସବ ଇତିହାସ ହେଉଛି ସତ୍ୟର ପ୍ରତୀକ ଓ ମୂକସାକ୍ଷୀ

ଭୁବନେଶ୍ୱର : ଭୁବନେଶ୍ୱରର ପଟିଆ ସ୍ଥିତ ଯାତ୍ରାପଡ଼ିଆରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ‘ପଟିଆ ଇତିହାସ’ ପୁସ୍ତକର ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପଟିଆ ରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ…
Read More...

୪ ଜିଲ୍ଲାରେ ପ୍ରବଳ ଶୀତ ଅନୁଭୂତ ହେବ

ଭୁବନେଶ୍ୱର, ୮।୧(ବ୍ୟୁରୋ)- ରାଜ୍ୟରେ ଗତ ଦୁଇ ଦିନ ହେବ ପ୍ରବଳ ଥଣ୍ଡା ପଡ଼ିଛି। ଅଳ୍ପ କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢ଼ିଛି। ରବିବାର ଓଡ଼ିଶାର ୨୧ଟି ସହରରେ ତାପମାତ୍ରା ୧୦ଡିଗ୍ରୀ ତଳେ ରହିଥିଲା। ଏନେଇ ଆଞ୍ଚଳିକ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…
Read More...

ରାଜଧାନୀରେ ୧୫ ପର୍ଯ୍ୟନ୍ତ ସ୍କୁଲ ବନ୍ଦ

ନୂଆଦିଲ୍ଲୀ : ଦିଲ୍ଲୀ ସରକାରଙ୍କ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରାଇଭେଟ ବା ଘରୋଇ ସ୍କୁଲ ପାଇଁ ଆଡଭାଇଜରୀ ଜାରି କରାଯାଇଛି । ଆଡଭାଇଜରୀରେ ଥଣ୍ଡାକୁ ଦେଖି ସ୍କୁଲ ଗୁଡିକୁ ୧୫ ଜାନୁୟାରୀ ପର୍ଯ୍ୟନ୍ତ ବନ୍ଦ ରଖିବାକୁ କୁହାଯାଇଛି । ରାଜଧାନୀ ଦିଲ୍ଲୀର ଅଧିକାଂଶ ସ୍କୁଲ ଥଣ୍ଡା ପାଇଁ ୮…
Read More...

ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ବବିଦ୍ୟାଳୟର କୁଳପତି

ଭୁବନେଶ୍ୱର : ମାନ୍ୟବର ରାଜ୍ୟପାଳ ତଥା ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଗଣେଶୀଲାଲ୍‌ ପ୍ରଫେସର ବିଧୁଭୂଷଣ ମିଶ୍ରଙ୍କୁ ୪ ବର୍ଷ ପାଇଁ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବରେ ନିଯୁକ୍ତ କରିଛନ୍ତି। ପ୍ରଫେସର ମିଶ୍ର ଉତ୍କଳ ବିଶ୍ୱବିଦ୍ୟାଳୟର ବାଣିଜ୍ୟ ପ୍ରଶାସନ ବିଭାଗର ପ୍ରଫେସର…
Read More...

ସହମତିରେ ଶାରୀରିକ ସମ୍ପର୍କ ବଳାତ୍କାର ନୁହେଁ – ହାଇକୋର୍ଟ

କଟକ : ବିବାହ ପ୍ରତିଶ୍ରୁତି ଦେଇ ସହମତିରେ ପ୍ରାପ୍ତ ବୟସ୍କା ମହିଳାଙ୍କ ସହିତ ଶାରିରୀକ ସମ୍ପର୍କ ରଖିଲେ ବଳାତ୍କାର ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ରାୟ ଦେଇଛନ୍ତି। ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ବଳାତ୍କାର ମାମଲାରେ ଜାମିନ ଆବେଦନର ଶୁଣାଣି କରି ଏହି ରାୟ…
Read More...

ଜୟଗୁରୁ କହି ଅଭିଭାଷଣ ରଖିଲେ ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀ ତାଳବଣିଆସ୍ଥିତ ସ୍ପୋଟର୍ସ କମ୍ପ୍ଲେକ୍ସଠାରେ ରବିବାର ଆୟୋଜିତ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ ତମ ପୂର୍ତ୍ତି ଉତ୍ସବରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୁନ୍ଦର ରାଜ୍ୟ ଓ ଦେଶ ଗଠନ ପାଇଁ  ଆହ୍ବାନ ଦେଇଛନ୍ତି। ସଭାସ୍ଥଳକୁ ଯାଇ ପ୍ରଥମେ ଜୟ ଜଗନ୍ନାଥ…
Read More...