banner
Breaking
Monthly Archives

January 2023

୨୮ ରୁ ଖଣ୍ଡଗିରି ଯାତ୍ରା

ଭୁବନେଶ୍ୱର : ଆସନ୍ତା ୨୮ରୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଖଣ୍ଡଗିରି ଯାତ୍ରା। ୨୮ରୁ ଫେବୃୟାରୀ ୧୦ ପର୍ଯ୍ୟନ୍ତ ଯାତ୍ରା ଚାଲିବାକୁ ଥିବାବେଳେ ୩୦ରୁ ୬ ତାରିଖ ପର୍ଯ୍ୟନ୍ତ କୁମ୍ଭମେଳା ଆୟୋଜନ କରାଯିବ। ଏହାକୁ କିପରି ଶୃଙ୍ଖଳିତ ଏବଂ ବ୍ୟବସ୍ଥିତ ଢଙ୍ଗରେ କରାଯିବ ସେ ନେଇ ଶନିବାର ବିଏମ୍‌ସି…
Read More...

ବିଏମସି ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା ଓ କମ୍ବଳ ବଣ୍ଟନ

ଭୁବନେଶ୍ୱର,୭ା୧ ଓଡିଶା ସେବକ ସଂଘ ପକ୍ଷରୁ ମଞ୍ଚେଶ୍ବର ଧିରୀକୁଟି ସାହିରେ ବିଏମସି ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା ଓ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଘର ସମ୍ପାଦକ ବସନ୍ତ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ…
Read More...

ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର : ଗୁଣାତ୍ମକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଦେଶବିଦେଶରେ ଏମ୍‌ସ ଭୁବନେଶ୍ୱର ଭରସାର ପ୍ରତୀକ ପାଲଟିଛି। ଏହି ଜାତୀୟ ପ୍ରତିଷ୍ଠାନ ପ୍ରତିଷ୍ଠା ନେଇ ଦେଶର ଦୂରଦର୍ଶୀ ତଥା ଲୋକପ୍ରିୟ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଦେଖିଥିବା ସ୍ବପ୍ନକୁ ଏମ୍‌ସ ଏହାର ଏକ ଦଶନ୍ଧିର…
Read More...

ଟି-୨୦ ସିରିଜ ଜିତିଲା ଟିମ୍ ଇଣ୍ଡିଆ, ସୂର୍ଯ୍ୟଙ୍କ ଜବରଦସ୍ତ ବ୍ୟାଟିଂ

ରାଜକୋଟ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ବିଜୟ ଲାଭ କରି ଭାରତ ୨-୧ରେ ସିରିଜ ଜିତିଛି। ରାଜକୋଟର ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚରେ ଟସ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ…
Read More...

ଠାକୁର ଅନୁକୂଳଚନ୍ଦ୍ରଙ୍କ ୧୦୧ ତମ ବାର୍ଷିକ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ପୁରୀ : ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନୀର ୧୦୧ତମ ବାର୍ଷିକୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଅର୍ଥାତ୍‌ ୮ତାରିଖ ରବିବାର ପୁରୀର ତାଳବଣିଆଠାରେ ଏହି ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ। ଏହି ଉତ୍ସବରେ…
Read More...

ବିସିସିଆଇର ଚୟନ କମିଟିରେ ଓଡ଼ିଆ ଖେଳାଳୀ

ନୂଆଦିଲ୍ଲୀ : ବିସିସିଆଇ ଚୟନ କମିଟି ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଟିମ୍‌ ଇଣ୍ଡିଆ ତଥା ଓଡ଼ିଶାର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଶିବସୁନ୍ଦର ଦାସ। ସେ ଏବେ ଭାରତୀୟ ପୁରୁଷ ସିନିୟର ଟିମ୍‌ ଚୟନରେ ସକ୍ରିୟ ଭୂମିକା ଗ୍ରହଣ କରିବେ। ୨୦୨୨ ଟି-୨୦ ବିଶ୍ୱକପରେ ଭାରତର ବିପର୍ଯ୍ୟୟ ପରେ…
Read More...

ରାଜଧାନୀରେ ପ୍ରବଳ ଶୀତ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ପ୍ରବଳ ଥଣ୍ଡାର ପ୍ରକୋପ ଜାରି ରହିଛି। ଥଣ୍ଡା ନିଜର ରେକର୍ଡ ଭାଙ୍ଗୁ ଥିବା ଦେଖାଯାଉଛି। ଥରାଇ ଦେଉଥିବା ଥଣ୍ଡାରେ ଦିଲ୍ଲୀର ୩ଟି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୪ଡିଗ୍ରୀରୁ ମଧ୍ୟ କମ୍‌‌ ରହିଛି। ଆଜି ଦିଲ୍ଲୀର ରିଜ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୧.୫…
Read More...

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡିଶା। ଗତ କିଛି ଦିନ ହେବ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିଛି ପ୍ରବଳ ଥଣ୍ଡାର ପ୍ରକୋପ। ତେବେ ଆହୁରି ୨ ରୁ ୩ ଦିନ ଯାଏ ଜାଡରେ ଥରିବ ଅଧିକାଂଶ ଜିଲା। ୨ ରୁ ୩ ଦିନ ଯାଏଁ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ କମିବ। ତାପମାତ୍ରା ୩ ରୁ ୫…
Read More...

ଗଣମାଧ୍ୟମ ପ୍ରତିନିଧିଙ୍କ ଘରେ ପଶି ଆକ୍ରମଣ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ଗୁଳୁଦିଟଶି ଗ୍ରାମର ବାସିନ୍ଦା ଗଣମାଧ୍ୟମ ପ୍ରତିନିଧି ଦଶରଥ ବାରିକଙ୍କୁ ଗୁରୁବାର ରାତିରେ ତାଙ୍କ ଘରେ ପଶି ଆକ୍ରମଣ କରାଯାଇଥିବା ପାଟଣା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ ଗୁରୁବାର ରାତି ୮ ଟା ସମୟରେ ତୁରୁମୁଙ୍ଗା ଥାନା…
Read More...

ଭୁବନେଶ୍ୱର ରାଉରକେଲା ବିମାନ ସେବା ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରରୁ ରାଉରକେଲାକୁ ଆରମ୍ଭ ହେଲା ବିମାନ ସେବା । ପତାକା ଦେଖାଇ ବିମାନ ସେବା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ମନ୍ତ୍ରୀ ଟୁକୁନି ସାହୁ ବିମାନ…
Read More...